Home Coronavirus Outbreak ଆଜି କରୋନା ନେଲା ୧୭ ମୁଣ୍ଡ – ମୋଟ ମୃତ୍ୟୁ ୯୨୪

ଆଜି କରୋନା ନେଲା ୧୭ ମୁଣ୍ଡ – ମୋଟ ମୃତ୍ୟୁ ୯୨୪

71

ଭୁବନେଶ୍ୱର ୫-୧୦ (ଓଡ଼ିଆ ପୁଅ) ଆଜି କରୋନା ନେଲା ୧୭ ମୁଣ୍ଡ। ମୋଟ ମୃତ୍ୟୁ ୯୨୪ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –
ଅନୁଗୁଳ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୭ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ବାଲେଶ୍ୱର ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୩୫ (ଆଜି ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ବୌଦ୍ଦ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୪ (ଆଜି ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

କଟକ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୮୦ (ଆଜି ୩ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

କେନ୍ଦୁଝର ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୧୨ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ଖୋର୍ଦ୍ଦା ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୧୫୧ (ଆଜି ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ନବରଙ୍ଗପୁର ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୬ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ପୁରୀ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୬୨ (ଆଜି ୩ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ରାୟଗଡ଼ା ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୩୯ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ସୁନ୍ଦରଗଡ଼ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୪୧ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ମୃତକଙ୍କ ବିଷୟରେ
୧- ଅନୁଗୁଳ ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ବାଲେଶ୍ୱର ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ବାଲେଶ୍ୱରର ୨୫ ବର୍ଷ ବୟସ୍କ ପୁରୁଷ।

୪- ଭୁବନେଶ୍ୱରର ଜଣେ ୭୮ ବର୍ଷ ବୟସ୍କ ପୁରୁଷ।

୫- ଭୁବନେଶ୍ୱରର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

୬- ବୌଦ୍ଧ ଜିଲ୍ଲାର ଜଣେ ୬୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୭- ବୌଦ୍ଧ ଜିଲ୍ଲାର ଜଣେ ୪୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୮- କଟକ ଜିଲ୍ଲାର ଜଣେ ୩୮ ବର୍ଷ ବୟସ୍କା ମହିଳା।

୯- କଟକ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୦- କଟକ ଜିଲ୍ଲାର ଜଣେ ୮୫ ବର୍ଷ ବୟସ୍କ ପୁରୁଷ।

୧୧- କେନ୍ଦୁଝର ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୧୨- ନବରଙ୍ଗପୁର ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ।

୧୩- ପୁରୀ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ।

୧୪- ପୁରୀ ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ପୁଲମୋନାରୀ ଯକ୍ଷ୍ମା ରୋଗରେ ପୀଡିତ ଥିଲେ।

୧୫- ପୁରୀ ଜିଲ୍ଲାର ୪୦ ବର୍ଷ ବୟସ୍କ ପୁରୁଷ।

୧୬- ରାୟଗଡା ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କା ମହିଳା।

୧୭- ସୁନ୍ଦରଗଡ ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.