Odiapua.com

ଆଜି ରାଜ୍ୟରେ କରୋନା ନେଲା ୧୮ ମୁଣ୍ଡ – ମୋଟ ମୃତ୍ୟୁ ସଂଖ୍ୟା ୧୦୪୦ କୁ ବୃଦ୍ଧି

ଭୁବନେଶ୍ୱର ୧୨-୧୦ (ଓଡ଼ିଆ ପୁଅ) ଆଜି ରାଜ୍ୟରେ କରୋନା ନେଲା ୧୮ ମୁଣ୍ଡ। ମୋଟ ମୃତ୍ୟୁ ସଂଖ୍ୟା ୧୦୪୦ କୁ ବୃଦ୍ଧି ପାଇଛି ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ମୃତ –

ବାଲେଶ୍ୱର ଜିଲ୍ଲାର ୩ ଜଣ
ଖୋର୍ଧା ଜିଲ୍ଲାର ୩ ଜଣ (ଭୁବନେଶ୍ୱରର ୨ ଜଣ)
କଟକ ଜିଲ୍ଲାର ୪ ଜଣ
ଜଗତସିଂହପୁର ଜିଲ୍ଲାର ଜଣେ
ଯାଜପୁର ଜିଲ୍ଲାର ୨ ଜଣ
ମୟୁରଭଞ୍ଜ ଜିଲ୍ଲାର ଜଣେ
ନବରଙ୍ଗପୁର ଜିଲ୍ଲାର ଜଣେ
ପୁରୀ ଜିଲ୍ଲାର ଜଣେ
ସୁନ୍ଦରଗଡ ଜିଲ୍ଲାର ୨ ଜଣ

ମୃତକଙ୍କ ବିଷୟରେ

୧- ବାଲେଶ୍ୱର ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ବାଲେଶ୍ୱର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

୩- ବାଲେଶ୍ୱର ଜିଲ୍ଲାର ୬୪ ବର୍ଷ ବୟସ୍କ ପୁରୁଷ।

୪- ଭୁବନେଶ୍ୱରର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।

୫- ଭୁବନେଶ୍ୱରର ୭୨ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୬- କଟକ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ।

୭- କଟକ ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୮- କଟକ ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୯- କଟକ ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୧୦- ଜଗତସିଂହପୁର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

୧୧- ଯାଜପୁର ଜିଲ୍ଲାର ଜଣେ ୮୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୧୨- ଯାଜପୁର ଜିଲ୍ଲାର ୨୮ ବର୍ଷ ବୟସ୍କା ମହିଳା।

୧୩- ଖୋର୍ଧା ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୪- ମୟୁରଭଞ୍ଜ ଜିଲ୍ଲାର ଜଣେ ୮୦ ବର୍ଷ ବୟସ୍କ ପୁରୁଷ।

୧୫- ନବରଙ୍ଗପୁର ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୬- ପୁରୀ ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୧୭- ସୁନ୍ଦରଗଡ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ।

୧୮- ସୁନ୍ଦରଗଡ ଜିଲ୍ଲାର ଜଣେ ୩୯ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।