Home Coronavirus Outbreak ରାଜ୍ୟରେ ପୁଣି ୧୮୬ କରୋନା ଆକ୍ରାନ୍ତ‌ ଚିହ୍ନଟ : ଆଉ ଜଣେ ମୃତ, ଜାଣନ୍ତୁ ଆପଣଙ୍କ...

ରାଜ୍ୟରେ ପୁଣି ୧୮୬ କରୋନା ଆକ୍ରାନ୍ତ‌ ଚିହ୍ନଟ : ଆଉ ଜଣେ ମୃତ, ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ?

476

ଭୁବନେଶ୍ୱର ୧୪-୬ (ଓଡ଼ିଆ ପୁଅ) ରାଜ୍ୟରେ ଆଉ ୧୮୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୦ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କନ୍ଧମାଳରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୧୮୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୫ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧୮୬ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧ ଜଣ, ଯାଜପୁର ଜିଲ୍ଲାରୁ ୧୨ ଜଣ, କଟକ ଜିଲ୍ଲାରୁ ୧୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ ଜଣ, ଅନ୍ୟ ୧୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ ଜଣ, ଗଜପତିଜିଲ୍ଲାରୁ ୧୫ ଜଣ, କନ୍ଧମାଳ ଜିଲ୍ଲାରୁ ୨୨ ଜଣ, କେନ୍ଦୁଝର ଜିଲ୍ଲାରୁ ୧୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୬ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ, ବରଗଡ଼ଜିଲ୍ଲାରୁ ୧୬ ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯ ହୋଇଛି।

ଆଜି ୧୮୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯ କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୭୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯ କୁ ବୃଦ୍ଧି ପାଇଛି। ୨୫୯୪ ଜଣ ସୁସ୍ଥ ହୋଇଛନ୍ତି।

ତେବେ ରାଜ୍ୟରେ ମୋଟ ଟେଷ୍ଟ ୨୦୦୦୧୪ ହୋଇଛି। କରୋନା କାରଣରୁ ୧୧ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ୩ ଜଣଙ୍କର ମୃତ୍ୟୁ ହୋଇଛି। ୧୩୦୧ ଜଣ ସକ୍ରୀୟ ଅଛନ୍ତି ଏବଂ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

NDRF/ODRAF ଏବଂ ଅଗ୍ନିଶମ ବିଭାଗରୁ ଅମ୍ପାନ ଡ୍ୟୁଟି ସାରି ଆସିଥିବା ୧୪୯ ଯବାନ ଆକ୍ରାନ୍ତ ହୋଇଛନ୍ତି।

ଆଜି କରୋନା ଆଉ ଜଣଙ୍କର ମୁଣ୍ଡ ନେଇଛି। ଗଞ୍ଜାମ ଜିଲ୍ଲାରୁ ୫୦ ବର୍ଷର ପୁରୁଷଙ୍କର ଆଜି ମୃତ୍ୟୁ ହୋଇଛି। ତାଙ୍କୁ ସୁଗାର, ହାଇପର୍ ଟେନସନ ଏବଂ କିଡ୍ନୀ ଜନିତ ସମସ୍ୟା ଥିଲା ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି।

ଜିଲ୍ଲାୱାରୀ ତଥ୍ୟ
ଗଞ୍ଜାମ ଜିଲ୍ଲାରେ ୬୮୨ ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୮ ଜଣ ସକ୍ରୀୟ ଅଛନ୍ତି। ୬ ଜଣଙ୍କର ମୃତ୍ୟୁ ହୋଇଛି।

ଖୋର୍ଦ୍ଧାଜିଲ୍ଲାରେ ୩୫୫ ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୬ ଜଣ ସକ୍ରୀୟ ଅଛନ୍ତି। ୪ ଜଣଙ୍କର ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୩୪୧ ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୧ ଜଣ ସକ୍ରୀୟ ଅଛନ୍ତି।

କଟକ ଜିଲ୍ଲାରେ ୩୨୩ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୪ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୨୦୪ ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣ ସକ୍ରୀୟ ଅଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୧୭୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣ ସକ୍ରୀୟ ଅଛନ୍ତି।

ଭଦ୍ରକ ଜିଲ୍ଲାରେ ୧୫୮ ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣ ସକ୍ରୀୟ ଅଛନ୍ତି।

ପୁରୀ ଜିଲ୍ଲାରେ ୧୫୫ ଜଣ ସଂକ୍ରମିତ ହୋଇଥିବା ବେଳେ ୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭ ଜଣ ସକ୍ରୀୟ ଅଛନ୍ତି।

ଜଗତସିଂହପୁର ଜିଲ୍ଲାରେ ୧୫୪ ଜଣ ସଂକ୍ରମିତ ହୋଇଥିବା ବେଳେ ୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୮ ଜଣ ସକ୍ରୀୟ ଅଛନ୍ତି।

ଅନ୍ୟ ଜିଲ୍ଲାରେ ୧୪୯ ଜଣ ସଂକ୍ରମିତ ହୋଇଥିବା ବେଳେ ୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୯ ଜଣ ସକ୍ରୀୟ ଅଛନ୍ତି।

ବଲାଙ୍ଗୀର ଜିଲ୍ଲାରେ ୧୪୩ ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୬ ଜଣ ସକ୍ରୀୟ ଅଛନ୍ତି।

ସୁନ୍ଦରଗଡ଼ଜିଲ୍ଲାରେ ୧୨୬ ଜଣ ସଂକ୍ରମିତ ହୋଇଥିବା ବେଳେ ୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣ ସକ୍ରୀୟ ଅଛନ୍ତି।

ମୟୁରଭଞ୍ଜ ଜିଲ୍ଲାରେ ୧୨୧ ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୪ ଜଣ ସକ୍ରୀୟ ଅଛନ୍ତି।

ନୟାଗଡ଼ ଜିଲ୍ଲାରେ ୧୦୮ ଜଣ ସଂକ୍ରମିତ ହୋଇଥିବା ବେଳେ ୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣ ସକ୍ରୀୟ ଅଛନ୍ତି।

ଗଜପତିଜିଲ୍ଲାରେ ୯୯ ଜଣ ସଂକ୍ରମିତ ହୋଇଥିବା ବେଳେ ୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮ ଜଣ ସକ୍ରୀୟ ଅଛନ୍ତି।

କନ୍ଧମାଳ ଜିଲ୍ଲାରେ ୮୯ ଜଣ ସଂକ୍ରମିତ ହୋଇଥିବା ବେଳେ ୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୪ ଜଣ ସକ୍ରୀୟ ଅଛନ୍ତି।

ନୂଆପଡ଼ା ଜିଲ୍ଲାରେ ୭୪ ଜଣ ସଂକ୍ରମିତ ହୋଇଥିବା ବେଳେ ୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣ ସକ୍ରୀୟ ଅଛନ୍ତି।

କେନ୍ଦୁଝର ଜିଲ୍ଲାରେ ୭୦ ଜଣ ସଂକ୍ରମିତ ହୋଇଥିବା ବେଳେ ୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣ ସକ୍ରୀୟ ଅଛନ୍ତି।

କଳାହାଣ୍ଡି ଜିଲ୍ଲାରେ ୫୭ ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୬ ଜଣ ସକ୍ରୀୟ ଅଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୫୧ ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣ ସକ୍ରୀୟ ଅଛନ୍ତି।

ଅନୁଗୁଳ ଜିଲ୍ଲାରେ ୪୧ ଜଣ ସଂକ୍ରମିତ ହୋଇଥିବା ବେଳେ ୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣ ସକ୍ରୀୟ ଅଛନ୍ତି।

ଦେବଗଡ଼ ଜିଲ୍ଲାରେ ୪୦ ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣ ସକ୍ରୀୟ ଅଛନ୍ତି।

ବୌଦ୍ଦ ଜିଲ୍ଲାରେ ୩୮ ଜଣ ସଂକ୍ରମିତ ହୋଇଥିବା ବେଳେ ୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣ ସକ୍ରୀୟ ଅଛନ୍ତି।

ବଗଗଡ଼ଜିଲ୍ଲାରେ ରେ ୩୪ ଜଣ ସଂକ୍ରମିତ ହୋଇଥିବା ବେଳେ ୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣ ସକ୍ରୀୟ ଅଛନ୍ତି।

ସୋନପୁର ଜିଲ୍ଲାରେ ୨୯ ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୦ ଜଣ ସକ୍ରୀୟ ଅଛନ୍ତି।

ମାଲକାନଗିରି ରେ ୨୬ ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣ ସକ୍ରୀୟ ଅଛନ୍ତି।

ସମ୍ବଲପୁର ଜିଲ୍ଲାରେ ୨୩ ଜଣ ସଂକ୍ରମିତ ହୋଇଥିବା ବେଳେ ୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣ ସକ୍ରୀୟ ଅଛନ୍ତି।

କୋରାପୁଟ ଜିଲ୍ଲାରେ ୧୭ ଜଣ ସଂକ୍ରମିତ ହୋଇଥିବା ବେଳେ ୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣ ସକ୍ରୀୟ ଅଛନ୍ତି।

ଝାରସୁଗୁଡ଼ା ଜିଲ୍ଲାରେ ୧୭ ଜଣ ସଂକ୍ରମିତ ହୋଇଥିବା ବେଳେ ୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣ ସକ୍ରୀୟ ଅଛନ୍ତି।

ରାୟଗଡ଼ା ଜିଲ୍ଲାରେ ୭ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣ ସକ୍ରୀୟ ଅଛନ୍ତି।

ନବରଙ୍ଗପୁରଜିଲ୍ଲାରେ ୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୦ ଜଣ ସକ୍ରୀୟ ଅଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.