୧୮ ସେପ୍ଟେମ୍ବର ଶନିବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ : କୌଣସି ଆର୍ଥିକ ଯୋଜନାକୁ ଲାଗୁ କରିବା ପାଇଁ ଆଜି ଭଲ ଦିନଅଟେ। ଶାରୀରିକ ଏବଂ ମାନସିକ ଫୁର୍ତ୍ତି ଏବଂ ତାଜା ଅନୁଭବ କରିବେ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ତରଫରୁ ଉପହାର ମିଳିବ। ତାଙ୍କ ସାଥିରେ ସମୟ ଆନନ୍ଦରେ କଟିବ। ତାଙ୍କ ସହିତ କୌଣସି ସମାରୋହ କିମ୍ବା ଯାତ୍ରାରେ ଯିବାର ସମ୍ଭାବନା ଦେଖାଯାଉଛି। ସଦ୍ଭାବନା ସହିତ କରାଯାଇଥିବା ପରୋପକାରୀ କାର୍ଯ୍ୟ ଆପଣଙ୍କୁ ଆନ୍ତରିକ ଖୁସି ଦେବ। ବୃଷ : ଆଜି ଆପଣଙ୍କ ବାଣୀର ଜାଦୁରେ କାହାକୁ … Continue reading ୧୮ ସେପ୍ଟେମ୍ବର ଶନିବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ