କଳାହାଣ୍ଡି ୧୩-୬ (ଓଡ଼ିଆ ପୁଅ) : ନର୍ଲା କମ୍ୟୁନିଟି ସ୍ୱାସ୍ଥ୍ୟ କେନ୍ଦ୍ରର ଦୁଇଜଣ ମହିଳା ଡାକ୍ତର କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। , ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏ ନେଇ ଗତକାଲି କଳାହାଣ୍ଡି ଜିଲ୍ଲାପାଳ ସୂଚନା ଦେଇଛନ୍ତି।
ସୂଚନା୍ଯୋଗ୍ୟଯେ, ନିକଟରେ AIIMS ଭୁବନେଶ୍ୱରର ୪ ଜଣ ଡାକ୍ତରଙ୍କର କରୋନା ଟେଷ୍ଟ ପଜିଟିଭ୍ ଆସିଥିଲା।