Home Coronavirus Outbreak ରାଜ୍ୟରେ ୨୮୨ ନୂଆ କରୋନା ଆକ୍ରାନ୍ତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ ?

ରାଜ୍ୟରେ ୨୮୨ ନୂଆ କରୋନା ଆକ୍ରାନ୍ତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ ?

625

ଭୁବନେଶ୍ୱର ୨୪-୬ (ଓଡ଼ିଆ ପୁଅ) ରାଜ୍ୟରେ ଆଉ ୨୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୭ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଜପତି ଜିଲ୍ଲାରୁ ସର୍ବାଧିକ ୭୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୨୮୨ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ନୂଆ ୨୮୨ ଆକ୍ରାନ୍ତଙ୍କ ମଧ୍ୟରୁ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

୧- ଖୋର୍ଦ୍ଦା ଜିଲ୍ଲାରୁ ୨୬

୨- ଝାରସୁଗୁଡ଼ା ଜିଲ୍ଲାରୁ ୨୩

୩- ବାଲେଶ୍ୱର ଜିଲ୍ଲାରୁ ୩

୪- କଟକ ଜିଲ୍ଲାରୁ ୪

୫- ଯାଜପୁର ଜିଲ୍ଲାରୁ ୬

୬- ପୁରୀ ଜିଲ୍ଲାରୁ ୯

୭- ଅନୁଗୁଳ ଜିଲ୍ଲାରୁ ୧

୮- ଜଗତସିଂହପୁର ଜିଲ୍ଲାରୁ ୧୧

୯- କନ୍ଧମାଳ ଜିଲ୍ଲାରୁ ୧୭

୧୦- ଗଞ୍ଜାମ ଜିଲ୍ଲାରୁ ୭୫

୧୧- ଗଜପତିଜିଲ୍ଲାରୁ ୭୬

୧୨- ସୁନ୍ଦରଗଡ଼ ଜିଲ୍ଲାରୁ ୧

୧୩- ସମ୍ବଲପୁର ଜିଲ୍ଲାରୁ୧୩

୧୪- ବଲାଙ୍ଗୀର ଜିଲ୍ଲାରୁ ୧

୧୫- ମୟୁରଭଞ୍ଜ ଜିଲ୍ଲାରୁ ୬

୧୬- କୋରାପୁଟ ଜିଲ୍ଲାରୁ ୧

୧୭- ନୟାଗଡ଼ ଜିଲ୍ଲାରୁ ୧

୧୮- NDRF କର୍ମଚାରୀ ୮

ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୭୫୨ ହୋଇଛି।

ଆଜି ୨୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୭୫୨ କୁ ବୃଦ୍ଧି ପାଇଛି।

କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୫୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୬ ଜଣ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୭୫୨ କୁ ବୃଦ୍ଧି ପାଇଛି। ୩୯୮୮ ଜଣ ସୁସ୍ଥ ହୋଇଛନ୍ତି।

ତେବେ ରାଜ୍ୟରେ ମୋଟ ଟେଷ୍ଟ ୨୩୫୬୨୭ ହୋଇଛି। କରୋନା କାରଣରୁ ୧୭ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ୭ ଜଣଙ୍କର ମୃତ୍ୟୁ ହୋଇଛି। ୧୭୪୦ ଜଣ ସକ୍ରୀୟ ଅଛନ୍ତି ଏବଂ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଜିଲ୍ଲାୱାରୀ ତଥ୍ୟ – 

ଗଞ୍ଜାମ ଜିଲ୍ଲାରେ ୧୦୩୦ ଜଣ ସଂକ୍ରମିତ ହୋଇଥିବା ବେଳେ ୬୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୪୨ ଜଣ ସକ୍ରୀୟ ଅଛନ୍ତି। ୮ ଜଣଙ୍କର ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ରେ ୬୮୮ ଜଣ ସଂକ୍ରମିତ ହୋଇଥିବା ବେଳେ ୪୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୬ ଜଣ ସକ୍ରୀୟ ଅଛନ୍ତି। ୪ ଜଣଙ୍କର ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୪୯୯ ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୬ ଜଣ ସକ୍ରୀୟ ଅଛନ୍ତି। ୩ ଜଣଙ୍କର ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୩୯୩ ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୬ ଜଣ ସକ୍ରୀୟ ଅଛନ୍ତି।

ଗଜପତିଜିଲ୍ଲାରେ ୩୫୫ ଜଣ ସଂକ୍ରମିତ ହୋଇଥିବା ବେଳେ ୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫୭ ଜଣ ସକ୍ରୀୟ ଅଛନ୍ତି।

ବାଲେଶ୍ୱର ଜିଲ୍ଲାରେ ୩୨୩ ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୪ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୩୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୨ ଜଣ ସକ୍ରୀୟ ଅଛନ୍ତି।

ପୁରୀ ଜିଲ୍ଲାରେ ୨୨୪ ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୧ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୨୨୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୬ ଜଣ ସକ୍ରୀୟ ଅଛନ୍ତି।

ଭଦ୍ରକ ଜିଲ୍ଲାରେ ୨୦୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣ ସକ୍ରୀୟ ଅଛନ୍ତି।

କନ୍ଧମାଳ ଜିଲ୍ଲାରେ ୧୭୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧ ଜଣ ସକ୍ରୀୟ ଅଛନ୍ତି।

ମୟୁରଭଞ୍ଜ ଜିଲ୍ଲାରେ ୧୬୫ ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ରେ ୧୬୪ ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୪ ଜଣ ସକ୍ରୀୟ ଅଛନ୍ତି।

ବଲାଙ୍ଗୀର ଜିଲ୍ଲାରେ ୧୫୪ ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣ ସକ୍ରୀୟ ଅଛନ୍ତି।

ନୟାଗଡ଼ ଜିଲ୍ଲାରେ ୧୩୨ ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣ ସକ୍ରୀୟ ଅଛନ୍ତି।

କେନ୍ଦୁଝର ଜିଲ୍ଲାରେ ୧୦୦ ଜଣ ସଂକ୍ରମିତ ହୋଇଥିବା ବେଳେ ୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦ ଜଣ ସକ୍ରୀୟ ଅଛନ୍ତି।

ନୂଆପଡ଼ା ଜିଲ୍ଲାରେ ୭୯ ଜଣ ସଂକ୍ରମିତ ହୋଇଥିବା ବେଳେ ୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣ ସକ୍ରୀୟ ଅଛନ୍ତି।

ଝାରସୁଗୁଡ଼ା ଜିଲ୍ଲାରେ ୭୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୮ ଜଣ ସକ୍ରୀୟ ଅଛନ୍ତି।

କଳାହାଣ୍ଡି ଜିଲ୍ଲାରେ ୭୦ ଜଣ ସଂକ୍ରମିତ ହୋଇଥିବା ବେଳେ ୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ ଜଣ ସକ୍ରୀୟ ଅଛନ୍ତି।

ବଗଗଡ଼ ଜିଲ୍ଲାରେ ରେ ୬୮ ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୪ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୬୬ ଜଣ ସଂକ୍ରମିତ ହୋଇଥିବା ବେଳେ ୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣ ସକ୍ରୀୟ ଅଛନ୍ତି।

ଅନୁଗୁଳ ଜିଲ୍ଲାରେ ୫୭ ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣ ସକ୍ରୀୟ ଅଛନ୍ତି।

ମାଲକାନଗିରି ରେ ୫୩ ଜଣ ସଂକ୍ରମିତ ହୋଇଥିବା ବେଳେ ୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣ ସକ୍ରୀୟ ଅଛନ୍ତି।

ସମ୍ବଲପୁର ଜିଲ୍ଲାରେ ୪୪ ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣ ସକ୍ରୀୟ ଅଛନ୍ତି।

ଦେବଗଡ଼ ଜିଲ୍ଲାରେ ୪୧ ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣ ସକ୍ରୀୟ ଅଛନ୍ତି।

ବୌଦ୍ଦ ଜିଲ୍ଲାରେ ୪୦ ଜଣ ସଂକ୍ରମିତ ହୋଇଥିବା ବେଳେ ୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣ ସକ୍ରୀୟ ଅଛନ୍ତି।

ସୋନପୁର ଜିଲ୍ଲାରେ ୩୫ ଜଣ ସଂକ୍ରମିତ ହୋଇଥିବା ବେଳେ ୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣ ସକ୍ରୀୟ ଅଛନ୍ତି।

କୋରାପୁଟ ଜିଲ୍ଲାରେ ୨୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣ ସକ୍ରୀୟ ଅଛନ୍ତି।

ରାୟଗଡ଼ା ଜିଲ୍ଲାରେ ୨୨ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣ ସକ୍ରୀୟ ଅଛନ୍ତି।

ନବରଙ୍ଗପୁର ଜିଲ୍ଲାରେ ରେ ୧୩ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.