Odiapua.com

ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ କ୍ରମାଗତ ବୃଦ୍ଧି – ଆଜି ସର୍ବାଧିକ, ଦେଶରେ ୨୮,୬୩୭ ହଜାର ନୂଆ କରୋନା ଆକ୍ରାନ୍ତ, ୫୫୧ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୨୨,୬୭୪

ନୂଆ ଦିଲ୍ଲୀ ୧୦-୭ (ଓଡ଼ିଆ ପୁଅ) ଆଜିବି ଦେଶରେ ୨୮,୬୩୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଗତ ୨୪ ଘଣ୍ଟାରେ ୫୫୧ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୪୯,୫୫୩ କୁ ବୃଦ୍ଧି ପାଇଛି ଏବଂ ୨,୯୨,୨୫୮ ଜଣ ସକ୍ରୀୟ ଆକ୍ରାନ୍ତ ଥିବା ବେଳେ ୫,୩୪,୬୨୧ ଜଣ ଆରୋଗ୍ୟ ହୋଇ ସାରିଲେଣି ଏବଂ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୨୨,୬୭୪ କୁ ବୃଦ୍ଧି ପାଇଛି।