Home Coronavirus Outbreak ପୁଣି ରାଜ୍ୟରେ କରୋନା ନେଲା ୩ ମୁଣ୍ଡ – ମୃତ୍ୟୁ ସଂଖ୍ୟା ୬୪ କୁ ବୃଦ୍ଧି

ପୁଣି ରାଜ୍ୟରେ କରୋନା ନେଲା ୩ ମୁଣ୍ଡ – ମୃତ୍ୟୁ ସଂଖ୍ୟା ୬୪ କୁ ବୃଦ୍ଧି

103

ଭୁବନେଶ୍ୱର ୧୨-୭ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୩ ମୁଣ୍ଡ। ଗଞ୍ଜାମରୁ (୩ଜଣ) କରୋନା ରୋଗୀଙ୍କର ମୃତ୍ୟୁ ହୋଇଛି।

କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୬୪ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।
ଅନ୍ୟ କାରଣରୁ ଖୋର୍ଦ୍ଧାରୁ ୨ ଜଣଙ୍କର ମୃତ୍ୟୁ ହୋଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ତିନିଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି

୧- ଗଞ୍ଜାମ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।
୨- ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ।
୩- ଗଞ୍ଜାମ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.