Home Coronavirus Outbreak ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୬୩୧ ନୂଆ ଆକ୍ରାନ୍ତ – ୮ ମୃତ – କେଉଁ...

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୬୩୧ ନୂଆ ଆକ୍ରାନ୍ତ – ୮ ମୃତ – କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

211

ଭୁବନେଶ୍ୱର ୦୩-୯ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୬୩୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୧୧୩୪୧୧କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୨୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୨୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୪୧୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୩୩୦୩ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୧୯୫୦୫୯୧। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୪୧୧ କୁ ବୃଦ୍ଧି ପାଇଛି। ମୋଟ ସୁସ୍ଥ ହେଲେଣି ୮୪୦୭୩ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୨୮୭୬୩।
ପୁଣି କରୋନା ନେଇଛି ୮ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୫୨୨ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବାଲେଶ୍ୱର ଜିଲ୍ଲାରୁ ଜଣେ,
କଟକ ଜିଲ୍ଲାରୁ ୨ ଜଣ,
ଗଞ୍ଜାମ ଜିଲ୍ଲାରୁ ୩ ଜଣ,
କନ୍ଧମାଳ ଜିଲ୍ଲାରୁ ଜଣେ,
ଖୋର୍ଦ୍ଦା ଜିଲ୍ଲାରୁ ଜଣେ,

ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୮ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ବାଲେଶ୍ୱର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ, କ୍ରନିକ୍ କିଡନୀ ରୋଗ (ଷ୍ଟେଜ୍-୫), ଇସକେମିକ୍ ହୃଦ୍ ରୋଗରେ ପୀଡିତ ଥିଲେ।

୨- ଭୁବନେଶ୍ୱରର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- କଟକ ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୪- କଟକ ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡିତ ଥିଲେ।

୫- ଗଞ୍ଜାମ ଜିଲ୍ଲାର ଜଣେ ୭୮ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୬- ଗଞ୍ଜାମ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୭- ଗଞ୍ଜାମ ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ।

୮- କନ୍ଧମାଳ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୬୩୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୪୧
୨- ବାଲେଶ୍ୱର ଜିଲ୍ଲାରୁ – ୧୧୪
୩- ବରଗଡ଼ ଜିଲ୍ଲାରୁ – ୨୩୮
୪- ଭଦ୍ରକ ଜିଲ୍ଲାରୁ – ୧୮୬
୫- ବଲାଙ୍ଗୀର ଜିଲ୍ଲାରୁ – ୩୯
୬- ବୌଦ୍ଦ ଜିଲ୍ଲାରୁ – ୨୭
୭- କଟକ ଜିଲ୍ଲାରୁ – ୩୭୦
୮- ଦେବଗଡ଼ ଜିଲ୍ଲାରୁ – ୧୧
୯- ଢେଙ୍କାନାଳ ଜିଲ୍ଲାରୁ – ୫୬
୧୦- ଗଜପତି ଜିଲ୍ଲାରୁ – ୯
୧୧- ଗଞ୍ଜାମ ଜିଲ୍ଲାରୁ – ୧୦୭
୧୨- ଜଗତସିଂହପୁର ଜିଲ୍ଲାରୁ – ୭୯
୧୩- ଯାଜପୁର ଜିଲ୍ଲାରୁ – ୧୨୭
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୮୦
୧୫- କଳାହାଣ୍ଡି ଜିଲ୍ଲାରୁ – ୨୭
୧୬- କନ୍ଧମାଳ ଜିଲ୍ଲାରୁ – ୪୪
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୮୫
୧୮- କେନ୍ଦୁଝର ଜିଲ୍ଲାରୁ – ୮୦
୧୯- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ – ୭୨୨
୨୦- କୋରାପୁଟ ଜିଲ୍ଲାରୁ – ୯୩
୨୧- ମାଲକାନଗିରି : ୫୫
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୩୬୫
୨୩- ନବରଙ୍ଗପୁର ଜିଲ୍ଲାରେ: ୪୬
୨୪- ନୟାଗଡ଼ ଜିଲ୍ଲାରୁ – ୧୦୦
୨୫- ନୂଆପଡ଼ା ଜିଲ୍ଲାରୁ – ୪୯
୨୬- ପୁରୀ ଜିଲ୍ଲାରୁ – ୧୫୭
୨୭- ରାୟଗଡ଼ା ଜିଲ୍ଲାରୁ – ୧୧୧
୨୮- ସମ୍ବଲପୁର ଜିଲ୍ଲାରୁ – ୬୮
୨୯- ସୋନପୁର ଜିଲ୍ଲାରୁ – ୫୦
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୯୫

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୧, ୦୧୬ [+୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୯ [+୪୧] ଜଣ ସକ୍ରୀୟ ଅଛନ୍ତି। ୬୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୪, ୦୪୮ [+୧୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୨୬ [+୧୧୩] ଜଣ ସକ୍ରୀୟ ଅଛନ୍ତି। ୩, ୦୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୨, ୬୩୩ [+୨୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୪୭ [+୨୩୮] ଜଣ ସକ୍ରୀୟ ଅଛନ୍ତି। ୧, ୨୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୨, ୯୯୯ [+୧୮୬] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯୮ [+୧୮୬] ଜଣ ସକ୍ରୀୟ ଅଛନ୍ତି। ୨, ୧୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୧, ୯୦୧ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୩ [+୩୯] ଜଣ ସକ୍ରୀୟ ଅଛନ୍ତି। ୧, ୪୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୬୮୧ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୪ [+୨୭] ଜଣ ସକ୍ରୀୟ ଅଛନ୍ତି। ୫୩୭ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୯, ୩୬୪ [+୩୭୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୨୨୩ [+୩୬୮] ଜଣ ସକ୍ରୀୟ ଅଛନ୍ତି। ୬, ୧୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୨୧୯ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬ [+୧୧] ଜଣ ସକ୍ରୀୟ ଅଛନ୍ତି। ୧୮୩ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୧, ୮୫୨ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୪ [+୫୬] ଜଣ ସକ୍ରୀୟ ଅଛନ୍ତି। ୧, ୨୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୨, ୯୧୩ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୦ [+୯] ଜଣ ସକ୍ରୀୟ ଅଛନ୍ତି। ୨, ୬୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୧୮, ୩୪୫ [+୧୦୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୪୬ [+୧୦୪] ଜଣ ସକ୍ରୀୟ ଅଛନ୍ତି। ୧୬, ୭୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୭ [+୩]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୨, ୦୬୮ [+୭୯] ଜଣ ସଂକ୍ରମିତ ହୋଇଥିବା ବେଳେ ୭୪୬ [+୭୯] ଜଣ ସକ୍ରୀୟ ଅଛନ୍ତି। ୧, ୩୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୪, ୧୨୨ [+୧୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୯୫୩ [+୧୨୭] ଜଣ ସକ୍ରୀୟ ଅଛନ୍ତି। ୩, ୧୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୧, ୪୬୦ [+୮୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୧ [+୮୦] ଜଣ ସକ୍ରୀୟ ଅଛନ୍ତି। ୮୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୧, ୪୭୯ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୦ [+୨୭] ଜଣ ସକ୍ରୀୟ ଅଛନ୍ତି। ୧, ୧୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୨, ୩୦୧ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୩ [+୪୩] ଜଣ ସକ୍ରୀୟ ଅଛନ୍ତି। ୧, ୯୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୨, ୦୨୪ [+୮୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୭୦ [+୮୫] ଜଣ ସକ୍ରୀୟ ଅଛନ୍ତି। ୧, ୨୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୨, ୧୫୧ [+୮୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୪ [+୮୦] ଜଣ ସକ୍ରୀୟ ଅଛନ୍ତି। ୧, ୫୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୧୮, ୮୮୧ [+୭୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬, ୮୫୭ [+୭୨୧] ଜଣ ସକ୍ରୀୟ ଅଛନ୍ତି। ୧୧, ୯୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୩, ୮୦୮ [+୯୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୬୪ [+୯୩] ଜଣ ସକ୍ରୀୟ ଅଛନ୍ତି। ୩, ୦୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୨, ୪୭୩ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭୫ [+୫୫] ଜଣ ସକ୍ରୀୟ ଅଛନ୍ତି। ୧, ୯୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୪, ୧୫୯ [+୩୬୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୮୫୭ [+୩୬୫] ଜଣ ସକ୍ରୀୟ ଅଛନ୍ତି। ୨, ୨୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୧, ୨୩୨ [+୪୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୨ [+୪୬] ଜଣ ସକ୍ରୀୟ ଅଛନ୍ତି। ୮୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୩, ୨୧୫ [+୧୦୦] ଜଣ ସଂକ୍ରମିତ ହୋଇଥିବା ବେଳେ ୭୬୫ [+୧୦୦] ଜଣ ସକ୍ରୀୟ ଅଛନ୍ତି। ୨, ୪୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୬୦୭ [+୪୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୪ [+୪୯] ଜଣ ସକ୍ରୀୟ ଅଛନ୍ତି। ୩୯୩ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୪, ୦୧୦ [+୧୫୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୭୩ [+୧୫୭] ଜଣ ସକ୍ରୀୟ ଅଛନ୍ତି। ୨, ୯୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୪, ୯୭୨ [+୧୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୦୧ [+୧୧୧] ଜଣ ସକ୍ରୀୟ ଅଛନ୍ତି। ୪, ୨୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୩, ୦୫୨ [+୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯୮ [+୬୮] ଜଣ ସକ୍ରୀୟ ଅଛନ୍ତି। ୨, ୨୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୭୯୬ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୭ [+୫୦] ଜଣ ସକ୍ରୀୟ ଅଛନ୍ତି। ୫୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୪, ୬୩୦ [+୯୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୬୭ [+୯୫] ଜଣ ସକ୍ରୀୟ ଅଛନ୍ତି। ୩, ୮୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.