Home Top News ୪ ଅଗଷ୍ଟ ବୁଧବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

୪ ଅଗଷ୍ଟ ବୁଧବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

232

ମେଷ : କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ। ମଧ୍ୟାହ୍ନ ପରେ ଆପଣ ଭଲ ଅନୁଭବ କରିବେ। ପରିବାରରେ ସୁଖ-ଶାନ୍ତି ରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ। ଆକସ୍ମିକ ଧନଲାଭ ହେବ। ଆଜି ଆପଣ ପରିଜନ ଏବଂ ମିତ୍ରମାନଙ୍କ ମଧ୍ୟରେ ଘେରି ରହିବେ। ବ୍ୟାପାର ସମ୍ବନ୍ଧରେ ଯାତ୍ରା ହେବ ଏବଂ ସେଥିରେ ଲାଭ ହେବ। ବ୍ୟବସାୟ କ୍ଷେତ୍ରରେ ଆପଣଙ୍କୁ ଲାଭ, ମାନ ଏବଂ ପ୍ରତିଷ୍ଠା ପ୍ରାପ୍ତି ହେବ। ଚାକିରିରେ ପଦୋନ୍ନତି ମିଳିବ। କାର୍ଯ୍ୟଭାରରେ ଆଳସ୍ୟ ଅନୁଭବ କରିପାରନ୍ତି।

ବୃଷ : ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର ସମ୍ଭାବନା ଅଛି। ବ୍ୟବସାୟ ଏବଂ ଆର୍ଥିକ ରୂପରେ ଲାଭ ହେବ। ମଧ୍ୟାହ୍ନ ପରେ ସମ୍ଭାଳିକରି ଚାଲିବାକୁ ଉପଦେଶ। ବ୍ୟାପାରିମାନଙ୍କ ପାଇଁ ଆଜିର ଦିନ ଶୁଭ ଅଟେ। ଆର୍ଥିକ ଲାଭ ପ୍ରାପ୍ତ କରି ପାରିବେ। ବିଦେଶରେ ରହୁଥିବା ମିତ୍ର କିମ୍ବା ସ୍ଵଜନମାନଙ୍କ ସମାଚାର ଆପଣଙ୍କୁ ଭାବ-ବିହ୍ୱୋଳ କରିବ। ଲମ୍ବା ଦୂର ଯାତ୍ରାକରିବାର ଯୋଗ ଅଛି। ଅତ୍ୟଧିକ କାମ ବୋଝ କାରଣରୁ ଆଳସ୍ୟ ଅନୁଭବ କରିପାରନ୍ତି।

ମିଥୁନ : ଆଜିର ଦିନ ଲାଭଦାୟୀ ଅଟେ। ବ୍ୟବସାୟ କ୍ଷେତ୍ରରେ ଅଧିକାରୀଗଣଙ୍କର କୃପାଦୃଷ୍ଟି ଆପଣଙ୍କ ପ୍ରଗତିର ମାର୍ଗ ଖୋଲିବ। ବ୍ୟାପାରରେ ଆୟ ବଢ଼ିବାର ସମ୍ଭାବନା ଅଛି। ପିତା ଏବଂ ବଡ଼ଙ୍କର ଆଶୀର୍ବାଦରେ ଲାଭ ହେବ। ମଧ୍ୟାହ୍ନ ପରେ ମିତ୍ରମାନଙ୍କଠାରୁ ହେବ। କୌଣସି ସାମାଜିକ ପ୍ରସଙ୍ଗରେ ଉପସ୍ଥିତ ରହବାକୁ ପଡ଼ିପାରେ। କ୍ରୋଧକୁ ନିୟନ୍ତ୍ରଣରେ ରଖିବେ। ଖର୍ଚ୍ଚ ବଢ଼ିବା କାରଣରୁ ଆର୍ଥିକ ଅସୁବିଧା ଅନୁଭବ କରିପାରନ୍ତି। କୁଟୁମ୍ବଜନମାନଙ୍କ ଏବଂ ସହକର୍ମିମାନଙ୍କ ସହିତ ମନମାଳିନ୍ୟ ହୋଇପାରେ। ଆପଣ ମାନସିକ ସ୍ତରରେ ଅଣନିଶ୍ୱାସୀ ଅନୁଭବ କରିପାରନ୍ତି। ସ୍ଵାସ୍ଥ୍ୟ ଉପରେ ଧ୍ୟାନ ଦେବାର ଆବଶ୍ୟକତା ଅଛି।

କର୍କଟ : ଅଧିକାରୀମାନଙ୍କ ସହିତ ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖିବେ। ବ୍ୟାପାରରେ ବିଘ୍ନ ଆସିବାର ଆଶଙ୍କା ଅଛି। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କପାଇଁ ପରିସ୍ଥିତି ଅନୁକୂଳ ରହିବ। ଅଧିକାରୀଗଣ ଆପଣଙ୍କ କାର୍ଯ୍ୟରେ ସନ୍ତୋଷ ଅନୁଭବ କରିବେ। ଆର୍ଥିକ ଦୃଷ୍ଟିରୁ ଲାଭ ହେବ। ଆଜି ର ଦିନ ମଉଜ ମସ୍ତୀ ଏବଂ ମନୋରଞ୍ଜନରେ କଟିବ। ସ୍ଵାଦିଷ୍ଟ ଭୋଜନ ଏବଂ ନୂଆ ବସ୍ତ୍ରାଭୂଷଣ ଆଦି କ୍ରୟ କରିବେ। ବାହନ ସୁଖ ପ୍ରାପ୍ତ ହେବ। ବ୍ୟବସାୟରେ ଭାଗିଦାରୀଙ୍କଠାରୁ ଲାଭ ମିଳିବ। ମାନ-ସମ୍ମାନ ମିଳିବ।

ସିଂହ : ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ସରକାର ବିରୋଧୀ ପ୍ରବୃତ୍ତିଗୁଡ଼ିକରୁ ଦୂରରେ ରୁହନ୍ତୁ। ପରିଜନମାନଙ୍କ ସହିତ କଳହର ପ୍ରସଂଗ ବନିପାରେ। ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାଗୁଡ଼ିକର ନିବାରଣ ହେବ। ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦରେ ପଡ଼ନ୍ତୁ ନାହିଁ। ପରିବାରର ସଦସ୍ୟମାନଙ୍କ ସହିତ ମିଳିକରି ଆପଣ ଆନନ୍ଦପୂର୍ବକ ସମୟ କଟାଇବେ। ସ୍ଵାସ୍ଥ୍ୟ ଭଲ ରହିବ। ଯଶ, କୀର୍ତ୍ତି ଏବଂ ଆନନ୍ଦ ପ୍ରାପ୍ତି ହେବ। ଚାକିରି କ୍ଷେତ୍ରରେ ସହକର୍ମିମାନଙ୍କର ସହଯୋଗ ପ୍ରାପ୍ତ ହେବ। ମାମୁଁଘର ତରଫରୁ ଭଲ ସମାଚାର ମିଳିବ ତଥା ଲାଭ ହେବ।

କନ୍ୟା : ସକାଳେ ହିଁ ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ। ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ଆକସ୍ମିକ ଖର୍ଚ୍ଚ ହୋଇପାରେ। ସନ୍ତାନମାନଙ୍କର ସମସ୍ୟାରେ ଚିନ୍ତିତ ହୋଇପାରନ୍ତି। ବୌଦ୍ଧିକ ଚର୍ଚ୍ଚା ତଥା କଥାବାର୍ତ୍ତାରେ ଭାଗ ନିଅନ୍ତୁ ନାହିଁ। ପ୍ରଣୟ ପ୍ରକରଣରେ ସଫଳତା ମିଳିବ। ପ୍ରିୟ ବ୍ୟକ୍ତିମାନଙ୍କ ସହିତ ସାକ୍ଷାତକରି ହେବ। ଶେୟାର-ସଟ୍ଟାରେ ସାବଧାନ ରହିବେ। ଅଧୂରା କାର୍ଯ୍ୟ ପୂର୍ଣ୍ଣ ହେବ।

ତୁଳା : ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତ କରିବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ମିତ୍ର ଏବଂ ସ୍ନେହୀଜନମାନଙ୍କ ସହିତ ଯାତ୍ରା କିମ୍ବା ପର୍ଯ୍ୟଟନର ଯୋଗ ଅଛି। ମାତାଙ୍କର ସ୍ୱାସ୍ଥ୍ୟ ଆପଣଙ୍କୁ ଚିନ୍ତା ହୋଇପାରେ। ଯାତ୍ରା ପାଇଁ ଆଜିର ଦିନ ଅନୁକୂଳ ନୁହେଁ। ଛାତିରେ ଅସୁବିଧା ହୋଇପାରେ। ଜମି ସମ୍ବନ୍ଧୀତ ମାମଲାରେ ସାବଧାନୀପୂର୍ବକ ବ୍ୟବହାର କରନ୍ତୁ। ବିଦ୍ୟାର୍ଥିମାନଙ୍କ ମନ ପାଠପଢ଼ାରେ ଲାଗିବ।

ବିଚ୍ଛା : ମାନସିକ ରୂପରେ ଆପଣଙ୍କର ଭାବୁକତାର ମାତ୍ରା ଅଧିକ ରହିବ। ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ। ଆଜିର ଦିନ ଖୁସିପୂର୍ବକ ବ୍ୟତୀତ କରିବେ। ନୂଆ କାର୍ଯ୍ୟର ପ୍ରାରମ୍ଭ କରିବେ। ଘରେ ଭାଇ-ଭଉଣୀମାନଙ୍କ ସହିତ ମେଳ-ମିଳାପ ରହିବ। ସ୍ଵଜନମାନଙ୍କ ଏବଂ ମିତ୍ରମାନଙ୍କ ସହିତ ସାକ୍ଷାତକରିବେ। ଲଘୁ ଯାତ୍ରାର ଯୋଗ ଅଛି। ଆଜି ଆପଣଙ୍କ କାର୍ଯ୍ୟ ସଫଳ ହେବ। ଭାଗ୍ୟରେ ଲାଭଦାୟକ ପରିବର୍ତ୍ତନ ଆସିବ।

ଧନୁ : ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହେଉ, ଏହାର ଧ୍ୟାନ ରଖିବେ। ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ। ଆପଣଙ୍କ ରଚନାତ୍ମକ କ୍ଷମତାରେ ବୃଦ୍ଧି ହେବ। ବିଦ୍ୟାର୍ଥିମାନଙ୍କ ପାଇଁ ସମୟ ଅନୁକୂଳ ଅଟେ। ଦିନ ମଧ୍ୟମ ଫଳଦାୟୀ ପ୍ରମାଣିତ ହେବ। ପାରିବାରିକ ସଦସ୍ୟମାନଙ୍କ ସହିତ ଭୁଲ ବୁଝାବଣା ସୃଷ୍ଟି ହେବାର କାରଣରୁ ମନମାଳିନ୍ୟ ହୋଇପାରେ। ଆଜି କୌଣସି ମହତ୍ତ୍ଵପୂର୍ଣ୍ଣ ନିର୍ଣ୍ଣୟ ନେବାରୁ ବଞ୍ଚିତ ରୁହନ୍ତୁ। ଅନିଦ୍ରା ଚିନ୍ତାର କାରଣ ହେବ ଏବଂ ସମୟରେ ଭୋଜନ ନ ମିଳିବାରୁ କ୍ରୋଧିତ ହେବେ।

ମକର : ଆଜି ଆବଶ୍ୟକ ନିର୍ଣ୍ଣୟ ନେବା ପାଇଁ ବୈଚାରିକ ଦୃଢତାକୁ ସର୍ବ ପ୍ରଥମ ସ୍ଥାନ ଦେବାକୁ ହେବ। ମିତ୍ରମାନଙ୍କ ସହିତ ସାକ୍ଷାତକରିବେ ଏବଂ ଏହି ସାକ୍ଷାତ ଆନନ୍ଦଦାୟୀ ରହିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ଭାଇମାନଙ୍କ ସହିତ ସମ୍ବନ୍ଧରେ ନିକଟତା ଆସିବ। ଅଫିସ୍ କିମ୍ବା ବ୍ୟବସାୟରେ ଆପଣଙ୍କ ପ୍ରତିଷ୍ଠା ବଢ଼ିବ। ଗୃହସ୍ଥ ଜୀବନରେ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ମିତ୍ର ଏବଂ ସ୍ନେହୀଜନମାନଙ୍କ ସହିତ ସାକ୍ଷାତକରି ଆନନ୍ଦିତ ହେବେ। ଉତ୍ତମ ଭୋଜନ ଏବଂ ବସ୍ତ୍ରାଭୂଷଣ ମିଳିବ।

କୁମ୍ଭ : ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ମଧ୍ୟାହ୍ନ ପରେ ଆପଣ ବୈଚାରିକ ସ୍ଥିରତା ସହିତ ନିଜ ହାତକୁ ଆସିଥିବା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରି ପାରିବେ। ରଚନାତ୍ମକ କ୍ଷେତ୍ରରେ ମାନ-ସମ୍ମାନ ପ୍ରାପ୍ତ ହେବ। ଆର୍ଥିକ ଦେବା-ନେବା କରନ୍ତୁ ନାହିଁ। ଖର୍ଚ୍ଚର ମାତ୍ରା ଅଧିକ ହୋଇପାରେ। ଶାରୀରିକ ଏବଂ ମାନସିକ ରୁପରେ ଅସୁବିଧା ହୋଇପାରେ। ସ୍ଵଜନମାନଙ୍କ ସହିତ ମତଭେଦ ହୋଇପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ମାନହାନିର ଆଶଂକା ଅଛି।

ମୀନ : ଦିନ ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ। ଯାତ୍ରା କିମ୍ବା ପର୍ଯ୍ୟଟନର ଯୋଗଅଛି। ଶୁଭ ସମାଚାର ମିଳିବ। ଜୀବନସାଥୀ ଏବଂ ସନ୍ତାନ ଲାଭ ପ୍ରାପ୍ତ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ନୂତନ ବସ୍ତୁ କିଣିବା ପାଇଁ ଅନୁକୂଳ ଦିନ ଅଟେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.