ରାଜ୍ୟରେ ପୁଣି ୫୮ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ – ମୋଟ ସଂଖ୍ୟା ୩୫୨କୁ ବୃଦ୍ଧି – ମୋଟ ମୃତକ ୩

ଭୁବନେଶ୍ୱର ୧୦-୫ (ଓଡ଼ିଆ ପୁଅ) ରାଜ୍ୟରେ ପୁଣି ୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟ୍ ରୁ ଜଣାପଡ଼ିଛି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଓ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୧୭ ସକ୍ରିୟ ଆକ୍ରାନ୍ତ ଏବେ ଚିକିତ୍ସିତ ହେଉଛନ୍ତି। ସେହିପରି ବାଲେଶ୍ୱର ଜିଲ୍ଲାରେ ୧୫ ଜଣ ଏବଂ ଅନୁଗୋଳ ଜିଲ୍ଲାରୁ ୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା … Continue reading ରାଜ୍ୟରେ ପୁଣି ୫୮ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ – ମୋଟ ସଂଖ୍ୟା ୩୫୨କୁ ବୃଦ୍ଧି – ମୋଟ ମୃତକ ୩