ଆନ୍ଧ୍ରପ୍ରଦେଶ, ୨୪/୭ (ଓଡ଼ିଆ ପୁଅ/ପଙ୍କଜିନୀ ନାୟକ) : ଆଜି ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ବିଶ୍ୱଭୁଷଣ ହରିଚନ୍ଦନ।
ତାଙ୍କୁ ଶପଥ ଗ୍ରହଣ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ସି.ପ୍ରବୀଣ କୁମାର। ଏହି ଶପଥଗ୍ରହଣ ଉତ୍ସବ ରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିଥିଲେ। ଏଥିପାଇଁ ତାଙ୍କ ପାଖକୁ ରାଜନୈତିକ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି।