ନୂଆ ଦିଲ୍ଲୀ ୫-୨ (ଓଡ଼ିଆ ପୁଅ) ବିଜେପି ସାଂସଦ ପରବେଶ ବର୍ମାଙ୍କ ଉପରେ ନିର୍ବାଚନ ଆୟୋଗ ପ୍ରତିବନ୍ଧ ଲଗାଇଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରୀୱାଲଙ୍କୁ ଆତଙ୍କବାଦୀ ବୋଲି କହିଥିଲେ, ପରବେଶ।
ଏହି କାରଣରୁ ପରବେଶଙ୍କ ଉପରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ନିର୍ବାଚନ ପ୍ରଚାର କରିପାରିବେ ନାହିଁ ବୋଲି ପ୍ରତିବନ୍ଧ ଲଗାଇଛନ୍ତି ନିର୍ବାଚନ କମିଶନ।