Home ଓଡ଼ିଶା ଦିଲ୍ଲୀରେ ସ୍କୁଲ ଗୁଡ଼ିକ ଜୁଲାଇ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ – ଉପମୁଖ୍ୟମନ୍ତ୍ରୀ

ଦିଲ୍ଲୀରେ ସ୍କୁଲ ଗୁଡ଼ିକ ଜୁଲାଇ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ – ଉପମୁଖ୍ୟମନ୍ତ୍ରୀ

103

ନୂଆ ଦିଲ୍ଲୀ ୨୬-୬ (ଓଡ଼ିଆ ପୁଅ) ଦିଲ୍ଲୀର ସ୍କୁଲଗୁଡ଼ିକ ଜୁଲାଇ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଘୋଷଣା କରିଛନ୍ତି।
ଜାତୀୟ ରାଜଧାନୀରେ ବଢ଼ୁଥିବା କରୋନାଭାଇରସ୍ ମାମଲାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.