ଭୁବନେଶ୍ୱର ୨୭-୬ (ଓଡ଼ିଆ ପୁଅ) : ରାଜ୍ୟରେ କରୋନାରେ ଶନିବାର ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ଗଞ୍ଜାମ ଜିଲାର ୬୮ବର୍ଷୀୟ ପୁରୁଷ ହୋଇଥିବା ଜଣାପଡିଛି। ଏଥିସହିତ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
ସେ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗର ଶିକାର ହୋଇଥିଲେ।