Home ଜିଲ୍ଲା ପରିକ୍ରମା ବଲାଙ୍ଗୀର ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୪୦୦ କୁ ଛୁଇଁଲା

ବଲାଙ୍ଗୀର ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୪୦୦ କୁ ଛୁଇଁଲା

216

ବଲାଙ୍ଗିର, ୨୯-୦୭ (ଓଡ଼ିଆ ପୁଅ) ଜିଲ୍ଲାରେ ଆଜି ପୁଣି ନୂଆ ୨୬ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୦କୁ ବୃଦ୍ଧି ପାଇଛି।

ସେମାନଙ୍କ ମଧ୍ୟରୁ ୨୮୨ଜଣ ସୁସ୍ଥ ହୋଇଥିବା ବେଳେ ଅନ୍ୟ ୧୧୮ ଜଣ ସକ୍ରିୟ ଅଛନ୍ତି। ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ୧୦୬୮ଜଣଙ୍କ ମଧ୍ୟରୁ ବଲାଙ୍ଗିର ଜିଲ୍ଲାର ୨୬ ଜଣ ପୋଜିଟିଭି ଥିବାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.