Home ଅନୁଗୁଳ ହିଙ୍ଗୁଳା ମନ୍ଦିର ନିର୍ମାଣ ପାଇଁ ୫୧ ହଜାର ଟଙ୍କା ଅର୍ଥଦାନ

ହିଙ୍ଗୁଳା ମନ୍ଦିର ନିର୍ମାଣ ପାଇଁ ୫୧ ହଜାର ଟଙ୍କା ଅର୍ଥଦାନ

90

ତାଳଚେର,୩/୮(ଓଡ଼ିଆ ପୁଅ/ଅଜିତ କୁମାର ବେହେରା): ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା ହିଙ୍ଗୁଳାଙ୍କ ପରିକଳ୍ପିତ ନୂତନ ଭବ୍ୟ ମନ୍ଦିର ନିର୍ମାଣ ନିମନ୍ତେ ହିଙ୍ଗୁଳା ସିକ୍ୟୁରିଟି ସର୍ଭିସର ପ୍ରୋପାଇଟର ତ୍ରିଲୋଚନ ନନ୍ଦଙ୍କ ଦ୍ୱାରା ୫୧ ହଜାର ଟଙ୍କା ଦାନ କରାଯାଇଛି । ଏହି ଅର୍ଥଦାନ ବେଳେ ଟ୍ରଷ୍ଟ ବୋର୍ଡ ସଦସ୍ୟ ମୂରଲୀଧର ସାହୁ , ଗଗନ ବିହାରୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ମା ହିଙ୍ଗୁଳା ଠାକୁରାଣୀ ଟ୍ରଷ୍ଟ ବୋର୍ଡ ପକ୍ଷରୁ ଶ୍ରୀଯୁକ୍ତ ନନ୍ଦଙ୍କୁ ସାଧୁବାଦ ଜ୍ଞାପନ କରାଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.