ଭୁବନେଶ୍ୱର ୧୭-୮ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୧୦ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୩୫୩ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।
ବରଗଡ଼ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଖୋର୍ଦ୍ଦା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।