ଭୁବନେଶ୍ୱର ୧୬-୦୯ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୧୧ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୬୫୬ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।
କଳାହାଣ୍ଡି ଜିଲ୍ଲାରୁ ଜଣେ,
ଖୋର୍ଦ୍ଦା ଜିଲ୍ଲାରୁ ୨ ଜଣେ,
ମୟୁରଭଞ୍ଜ ଜିଲ୍ଲାରୁ ଜଣେ,
ପୁରୀ ଜିଲ୍ଲାରୁ ୩ ଜଣ,
ସମ୍ବଲପୁର ଜିଲ୍ଲାରୁ ୩ ଜଣ,
ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ,
ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ଚିକିତ୍ସିତ ହେଉଥିବା ବେଳେ ୧୧ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।
୧- କଳାହାଣ୍ଡି ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମାନସିକ ରୋଗରେ ପୀଡିତ ଥିଲେ।
୨- ଖୋର୍ଦ୍ଧା ଜିଲ୍ଲାର ୬୧ ବର୍ଷ ବୟସ୍କ ପୁରୁଷ।
୩- ଖୋର୍ଦ୍ଧା ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।
୪- ମୟୁରଭଞ୍ଜ ଜିଲ୍ଲାର ୪୫ ବର୍ଷ ବୟସ୍କ ପୁରୁଷ।
୫- ପୁରୀ ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।
୭- ପୁରୀ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୮- ସମ୍ବଲପୁର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।
୯- ସମ୍ବଲପୁର ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।
୧୦- ସମ୍ବଲପୁର ଜିଲ୍ଲାର ୬୫ ବର୍ଷ ବୟସ୍କ ପୁରୁଷ।
୧୧- ସୁନ୍ଦରଗଡ ଜିଲ୍ଲାର ଜଣେ ୩୧ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।