Home Coronavirus Outbreak ଆଜି ୩୦ ଜିଲ୍ଲାରୁ ୩୬୧୫ ନୂଆ ଆକ୍ରାନ୍ତ ଚିହ୍ନଟ, ୧୭ ମୃତ – ଜାଣନ୍ତୁ ଆପଣଙ୍କ...

ଆଜି ୩୦ ଜିଲ୍ଲାରୁ ୩୬୧୫ ନୂଆ ଆକ୍ରାନ୍ତ ଚିହ୍ନଟ, ୧୭ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

105

ଭୁବନେଶ୍ୱର ୧-୧୦ (ଓଡ଼ିଆ ପୁଅ) ଆଜି ୩୦ ଜିଲ୍ଲାରୁ ୩୬୧୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୨୨୨୭୩୪ କୁ ବୃଦ୍ଧି କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସରକାରଙ୍କର ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି।
କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୧୧୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୪୯୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୪୨୧୯ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୩୦୦୬୪୪। ମୋଟ ଆକ୍ରାନ୍ତ ୨୨୨୭୩୪। ମୋଟ ସୁସ୍ଥ ହେଲେଣି ୧୮୫୭୦୦ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୩୬୧୨୨ ଜଣ।

ଆଜି କରାନା ନେଇଛି ୧୭ ମୁଣ୍ଡ – ମୋଟ ମୃତ୍ୟୁ ୮୫୯ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ମୃତ
ଅନୁଗୁଳ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୬ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ଭଦ୍ରକ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା୧୪ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ବଲାଙ୍ଗୀର ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା୨୪ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

କଟକ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା୭୨ [ଆଜି ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ଢେଙ୍କାନାଳ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା୬ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ଜଗତସିଂହପୁର ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା୯ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

କଳାହାଣ୍ଡି ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା୧୦ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

କେନ୍ଦ୍ରାପଡ଼ା ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା୧୧ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ଖୋର୍ଦ୍ଦା ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା୧୩୮ [ଆଜି ୪ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ନୟାଗଡ଼ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା୨୫ [ଆଜି ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ପୁରୀ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା୫୭ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ରାୟଗଡ଼ା ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା୩୮ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ମୃତକଙ୍କ ବିଷୟରେ

୧- ଅନୁଗୁଳ ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ଭଦ୍ରକ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କା ମହିଳା ଯିଏ କି କ୍ରନିକ୍ କିଡନୀ ରୋଗ, ଡାଇବେଟିସ୍ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ଭୁବନେଶ୍ୱରର ଜଣେ ୮୯ ବର୍ଷ ବୟସ୍କ ପୁରୁଷ।

୪- ଭୁବନେଶ୍ୱରର ଜଣେ ୬୨ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୫- ଭୁବନେଶ୍ୱରର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡିତ ଥିଲେ।

୬- ବଲାଙ୍ଗୀର ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ, ମୋଟାପଣରେ ମଧ୍ୟ ପୀଡିତ ଥିଲେ।

୭- କଟକ ଜିଲ୍ଲାର ଜଣେ ୮୩ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୮- କଟକ ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ଏବଂ ଆଜମା ରୋଗରେ ପୀଡିତ ଥିଲେ।

୯- ଢ଼େଙ୍କାନାଳ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୦- ଜଗତସିଂହପୁର ଜିଲ୍ଲାର ଜଣେ ୬୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୧୧- କଳାହାଣ୍ଡି ଜିଲ୍ଲାର ଜଣେ ୪୩ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡିତ ଥିଲେ।

୧୨- କେନ୍ଦ୍ରାପଡା ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୩- ଖୋର୍ଧା ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୧୪- ନୟାଗଡ଼ ଜିଲ୍ଲାର ଜଣେ ୮୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୫- ନୟାଗଡ଼ ଜିଲ୍ଲାର ଜଣେ ୭୧ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପ ଏବଂ ମୋଟାପଣରେ ମଧ୍ୟ ପୀଡିତ ଥିଲେ।

୧୬- ପୁରୀ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୭- ରାୟଗଡା ଜିଲ୍ଲାର ଜଣେ ୮୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
ଆଜି ୩୦ ଜିଲ୍ଲାରୁ ୩୬୧୫ ନୂଆ ଆକ୍ରାନ୍ତ ଚିହ୍ନଟ
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୧୮୮
୨- ବାଲେଶ୍ୱର ଜିଲ୍ଲାରୁ – ୯୬
୩- ବରଗଡ଼ ଜିଲ୍ଲାରୁ – ୮୬
୪- ଭଦ୍ରକ ଜିଲ୍ଲାରୁ – ୬୧
୫- ବଲାଙ୍ଗୀର ଜିଲ୍ଲାରୁ – ୮୧
୬- ବୌଦ୍ଦ ଜିଲ୍ଲାରୁ – ୨୦
୭- କଟକ ଜିଲ୍ଲାରୁ – ୩୭୧
୮- ଦେବଗଡ଼ ଜିଲ୍ଲାରୁ – ୧୨
୯- ଢେଙ୍କାନାଳ ଜିଲ୍ଲାରୁ – ୬୦
୧୦- ଗଜପତି ଜିଲ୍ଲାରୁ – ୨୯
୧୧- ଗଞ୍ଜାମ ଜିଲ୍ଲାରୁ – ୪୨
୧୨- ଜଗତସିଂହପୁର ଜିଲ୍ଲାରୁ – ୮୩
୧୩- ଯାଜପୁର ଜିଲ୍ଲାରୁ – ୧୪୪
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୧୦୬
୧୫- କଳାହାଣ୍ଡି ଜିଲ୍ଲାରୁ – ୧୦୬
୧୬- କନ୍ଧମାଳ ଜିଲ୍ଲାରୁ – ୫୯
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୧୯
୧୮- କେନ୍ଦୁଝର ଜିଲ୍ଲାରୁ – ୧୦୯
୧୯- ଖୋର୍ଦ୍ଧା ଜିଲ୍ଲାରୁ : ୬୭୧
୨୦- କୋରାପୁଟ ଜିଲ୍ଲାରୁ – ୪୭
୨୧- ମାଲକାନଗିରି : ୧୨୩
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୨୩
୨୩- ନବରଙ୍ଗପୁର ଜିଲ୍ଲାରେ: ୫୭
୨୪- ନୟାଗଡ଼ ଜିଲ୍ଲାରୁ – ୬୪
୨୫- ନୂଆପଡ଼ା ଜିଲ୍ଲାରୁ – ୬୬
୨୬- ପୁରୀ ଜିଲ୍ଲାରୁ – ୧୯୭
୨୭- ରାୟଗଡ଼ା ଜିଲ୍ଲାରୁ – ୩୯
୨୮- ସମ୍ବଲପୁର ଜିଲ୍ଲାରୁ – ୭୩
୨୯- ସୋନପୁର ଜିଲ୍ଲାରୁ – ୭୦
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୭୩
୩୧- State Pool: ୨୪୦

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୪, ୪୦୯ [+୧୮୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୩୩ [+୧୮୭] ଜଣ ସକ୍ରୀୟ ଅଛନ୍ତି। ୨, ୮୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୭, ୬୯୪ [+୯୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୫୦ [+୯୬] ଜଣ ସକ୍ରୀୟ ଅଛନ୍ତି। ୬, ୩୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୬, ୪୭୦ [+୮୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୩୯ [+୮୬] ଜଣ ସକ୍ରୀୟ ଅଛନ୍ତି। ୫, ୩୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୫, ୩୦୨ [+୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦୨ [+୬୦] ଜଣ ସକ୍ରୀୟ ଅଛନ୍ତି। ୪, ୪୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୪, ୩୮୯ [+୮୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨୪ [+୮୦] ଜଣ ସକ୍ରୀୟ ଅଛନ୍ତି। ୩, ୬୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୧, ୮୯୧ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୬ [+୨୦] ଜଣ ସକ୍ରୀୟ ଅଛନ୍ତି। ୧, ୫୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲା ରେ ୨୦, ୮୯୧ [+୩୭୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୯୯୧ [+୩୬୯] ଜଣ ସକ୍ରୀୟ ଅଛନ୍ତି। ୧୬, ୮୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୬୫୧ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୪ [+୧୨] ଜଣ ସକ୍ରୀୟ ଅଛନ୍ତି। ୫୩୭ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୩, ୭୯୬ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦୭ [+୫୯] ଜଣ ସକ୍ରୀୟ ଅଛନ୍ତି। ୩, ୧୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୩, ୫୮୪ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୨ [+୨୯] ଜଣ ସକ୍ରୀୟ ଅଛନ୍ତି। ୩, ୩୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୨୦, ୧୯୩ [+୪୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୮ [+୪୨] ଜଣ ସକ୍ରୀୟ ଅଛନ୍ତି। ୧୯, ୬୯୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୫, ୩୯୦ [+୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୯୨ [+୮୨] ଜଣ ସକ୍ରୀୟ ଅଛନ୍ତି। ୪, ୧୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୮, ୪୨୬ [+୧୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୭୩ [+୧୪୪] ଜଣ ସକ୍ରୀୟ ଅଛନ୍ତି। ୬, ୯୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୪, ୫୭୦ [+୧୦୬] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮୯ [+୧୦୬] ଜଣ ସକ୍ରୀୟ ଅଛନ୍ତି। ୩, ୭୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୩, ୩୬୨ [+୧୦୬] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮୬ [+୧୦୫] ଜଣ ସକ୍ରୀୟ ଅଛନ୍ତି। ୨, ୫୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୪, ୫୪୮ [+୫୯] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪୭ [+୫୯] ଜଣ ସକ୍ରୀୟ ଅଛନ୍ତି। ୩, ୮୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୫, ୧୫୩ [+୧୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୨୩ [+୧୧୮] ଜଣ ସକ୍ରୀୟ ଅଛନ୍ତି। ୪, ୦୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୪, ୩୬୦ [+୧୦୯] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩୫ [+୧୦୯] ଜଣ ସକ୍ରୀୟ ଅଛନ୍ତି। ୩, ୬୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୩୮, ୨୩୧ [+୬୭୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬, ୫୩୧ [+୬୬୭] ଜଣ ସକ୍ରୀୟ ଅଛନ୍ତି। ୩୧, ୫୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୮ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୬, ୧୯୬ [+୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୬ [+୪୭] ଜଣ ସକ୍ରୀୟ ଅଛନ୍ତି। ୫, ୫୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୩, ୬୮୮ [+୧୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୭ [+୧୨୩] ଜଣ ସକ୍ରୀୟ ଅଛନ୍ତି। ୩, ୨୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୮, ୧୮୦ [+୧୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୪୦ [+୧୨୩] ଜଣ ସକ୍ରୀୟ ଅଛନ୍ତି। ୬, ୮୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୩, ୭୧୬ [+୫୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯୫ [+୫୭] ଜଣ ସକ୍ରୀୟ ଅଛନ୍ତି। ୨, ୯୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୪, ୮୫୬ [+୬୪] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୯ [+୬୨] ଜଣ ସକ୍ରୀୟ ଅଛନ୍ତି। ୪, ୨୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୩, ୧୯୮ [+୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୨୪ [+୬୬] ଜଣ ସକ୍ରୀୟ ଅଛନ୍ତି। ୨, ୧୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲା ରେ ୧୦, ୨୧୧ [+୧୯୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୮୩ [+୧୯୬] ଜଣ ସକ୍ରୀୟ ଅଛନ୍ତି। ୮, ୫୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୭, ୫୦୦ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩୬ [+୩୮] ଜଣ ସକ୍ରୀୟ ଅଛନ୍ତି। ୭, ୦୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୬, ୦୫୫ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୯୮ [+୭୩] ଜଣ ସକ୍ରୀୟ ଅଛନ୍ତି। ୪, ୯୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୨, ୯୭୪ [+୭୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୮୯ [+୭୦] ଜଣ ସକ୍ରୀୟ ଅଛନ୍ତି। ୨, ୪୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୭, ୫୮୮ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୪୬ [+୭୩] ଜଣ ସକ୍ରୀୟ ଅଛନ୍ତି। ୬, ୪୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୫, ୨୬୨ [+୨୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୨୯୭ [+୨୪୦] ଜଣ ସକ୍ରୀୟ ଅଛନ୍ତି। ୨, ୯୬୫ ଜଣ ସୁସ୍ଥ ହୋଇଛନ୍ତି।

 

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.