ଭୁବନେଶ୍ୱର ୧୦-୧୦ (ଓଡ଼ିଆ ପୁଅ) ଆଜି ରାଜ୍ୟରେ କରୋନା ନେଲା ୧୫ ମୁଣ୍ଡ । ମୋଟ ମୃତକଙ୍କ ସଂଖ୍ୟା ୧୦୦୬ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।
ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –
ବାଲେଶ୍ୱର ଜିଲ୍ଲାର ଜଣେ
ବଲାଙ୍ଗୀର ଜିଲ୍ଲାର ଜଣେ
ଖୋର୍ଧା ଜିଲ୍ଲାର ୫ ଜଣ (ଭୁବନେଶ୍ୱରର ୩ ଜଣ)
କଟକ ଜିଲ୍ଲାର ୨ ଜଣ
ଗଞ୍ଜାମ ଜିଲ୍ଲାର ଜଣେ
ଜଗତସିଂହପୁର ଜିଲ୍ଲାର ଜଣେ
ଯାଜପୁର ଜିଲ୍ଲାର ଜଣେ
କେନ୍ଦ୍ରାପଡା ଜିଲ୍ଲାର ଜଣେ
ମୟୁରଭଞ୍ଜ ଜିଲ୍ଲାର ଜଣେ
ସୁନ୍ଦରଗଡ ଜିଲ୍ଲାର ଜଣେ
ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।
ମୃତକଙ୍କ ବିଷୟରେ
୧- ବାଲେଶ୍ୱର ଜିଲ୍ଲାର ଜଣେ ୪୪ ବର୍ଷ ବୟସ୍କ ପୁରୁଷ।
୨- ବଲାଙ୍ଗୀର ଜିଲ୍ଲାର ଜଣେ ୩୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ମୋଟାପଣରେ ମଧ୍ୟ ପୀଡିତ ଥିଲେ।
୩- ଭୁବନେଶ୍ୱରର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।
୪- ଭୁବନେଶ୍ୱରର ଜଣେ ୬୬ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୫- ଭୁବନେଶ୍ୱରର ଜଣେ ୭୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୬- କଟକ ଜିଲ୍ଲାର ଜଣେ ୩୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।
୭- କଟକ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ।
୮- ଗଞ୍ଜାମ ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ ଲିଭର ରୋଗରେ ପୀଡିତ ଥିଲେ।
୯- ଜଗତସିଂହପୁର ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।
୧୦- ଯାଜପୁର ଜିଲ୍ଲାର ୪୦ ବର୍ଷ ବୟସ୍କ ପୁରୁଷ।
୧୧- କେନ୍ଦ୍ରାପଡା ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।
୧୨- ଖୋର୍ଧା ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କ ପୁରୁଷ ଯିଏ ଫୋଲିକୁଲାର ଲିମ୍ଫୋମା ରୋଗରେ ପୀଡିତ ଥିଲେ।
୧୩- ଖୋର୍ଧା ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ।
୧୪- ମୟୁରଭଞ୍ଜ ଜିଲ୍ଲାର ୩୭ ବର୍ଷ ବୟସ୍କ ପୁରୁଷ।
୧୫- ସୁନ୍ଦରଗଡ ଜିଲ୍ଲାର ଜଣେ ୬୯ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।