Home Top News ଟିଆରପି ସ୍କାମ ମାମଲା – ରିପବ୍ଲିକ ଟିଭିର ସିଇଓ ବିକାଶ ଖାନଚନ୍ଦାନୀଙ୍କୁ ଗିରଫ କଲା ମୁମ୍ବାଇ...

ଟିଆରପି ସ୍କାମ ମାମଲା – ରିପବ୍ଲିକ ଟିଭିର ସିଇଓ ବିକାଶ ଖାନଚନ୍ଦାନୀଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ

47

ନୂଆ ଦିଲ୍ଲୀ ୧୩-୧୨ (ଓଡ଼ିଆ ପୁଅ) ଟିଆରପି ରେଟିଂ ସ୍କାମ ମାମଲାରେ ମୁମ୍ବାଇ ପୋଲିସ ରିପବ୍ଲିକ ଟିଭିର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ବିକାଶ ଖାନଚନ୍ଦାନୀଙ୍କୁ ଗିରଫ କରିଛି। ଏହି ମାମଲାରେ ଏପର୍ଯ୍ୟନ୍ତ ୧୩ ଜଣଙ୍କୁ ଗିରଫ କରାଯାଇଛି। ମୁମ୍ବାଇ ପୋଲିସ ଏହି ମାମଲା ୬ ଅକ୍ଟୋବରରେ ପଞ୍ଜୀକୃତ କରିଥିଲା ଏବଂ ହଂସା ରିସର୍ଚ୍ଚର ଅଧିକାରୀ ନିତିନ ଦେବକରଙ୍କ ଅଭିଯୋଗ ପରେ ତଦନ୍ତ ଆରମ୍ଭ କରିଥିଲା।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.