ଭୁବନେଶ୍ୱର ୧-୧ (ଓଡ଼ିଆ ପୁଅ) : ନୂଆବର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏ ନେଇ ସେ ଟ୍ୱିଟରରେ ଏହି ଶୁଭେଚ୍ଛାବାର୍ତ୍ତା ସେୟାର କରିଛନ୍ତି।
ମୁଖ୍ୟମନ୍ତ୍ରୀ ଲେଖିଛନ୍ତିଯେ, “ନୂତନ ବର୍ଷରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁଙ୍କ କୃପାରୁ ବର୍ଷ ୨୦୨୧ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ପ୍ରଗତିର ବର୍ଷ ହେଉ।”
ନୂତନ ବର୍ଷରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁଙ୍କ କୃପାରୁ ବର୍ଷ ୨୦୨୧ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ପ୍ରଗତିର ବର୍ଷ ହେଉ।
Wish all of you a very #HappyNewYear and wish everyone’s lives are filled with hope, peace and prosperity in the new year of 2021.#JaiJagannatha pic.twitter.com/AeoTp3Zncv— Naveen Patnaik (@Naveen_Odisha) January 1, 2021