ନୂଆଦିଲ୍ଲୀ, ୧-୧ (ଓଡ଼ିଆ ପୁଅ) ଦେଶବାସୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
ରାଷ୍ଟ୍ରପତି ଟୁଇଟ ଯୋଗେ କହିଛନ୍ତିଯେ, ନୂତନ ବର୍ଷ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଭରିଦେଉ।
ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ କରି ନବବର୍ଷର ଶୁଭକାମନା ଜଣାଇଛନ୍ତି। ସେ କହିଛନ୍ତି ସମସ୍ତଙ୍କୁ ଖୁସିର ୨୦୨୧ ଜଣାଉଛି। ଏହି ନବ ବର୍ଷରେ ସମସ୍ତେ ସୁସ୍ଥ ରୁହନ୍ତୁ ବୋଲି ପ୍ରଧାନମନ୍ତ୍ରୀ ଶୁଭକାମନା ଜଣାଇଛନ୍ତି।
नव वर्ष की हार्दिक बधाई और शुभकामनाएं।
नया साल, एक नई शुरुआत करने का अवसर होता है और व्यक्तिगत एवं सामूहिक विकास के हमारे संकल्प को बल देता है।
कोविड-19 से उत्पन्न चुनौतियों का यह समय, हम सभी के लिए एकजुट होकर आगे बढ़ने का समय है।
— President of India (@rashtrapatibhvn) January 1, 2021
Wishing you a happy 2021!
May this year bring good health, joy and prosperity.
May the spirit of hope and wellness prevail.
— Narendra Modi (@narendramodi) January 1, 2021