Home Top News ଇଣ୍ଡୋନେସିଆ ବିମାନ ଦୁର୍ଘଟଣା ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ

ଇଣ୍ଡୋନେସିଆ ବିମାନ ଦୁର୍ଘଟଣା ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ

215

ନୂଆ ଦିଲ୍ଲୀ ୧୦-୧ (ଓଡ଼ିଆ ପୁଅ) ଇଣ୍ଡୋନେସିଆ ବିମାନ ଦୁର୍ଘଟଣା ଜନିତ ମୃତାହତ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଇଣ୍ଡୋନେସିଆର ଏହି ଦୁର୍ଭାଗ୍ୟପୂର୍ଣ୍ଣ ବିମାନ ଦୁର୍ଘଟଣାରେ ଜୀବନ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ମୁଁ ଗଭୀର ସମବେଦନା ଜ୍ଞାପନ କରୁଛି। ଏଭଳି ଦୁଃଖଦ ମୁହୂର୍ତ୍ତରେ ଇଣ୍ଡୋନେସିଆ ସହିତ ଭାରତ ଛିଡା ହୋଇଛି”।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.