ଭୁବନେଶ୍ୱର ୭-୫ (ଓଡ଼ିଆ ପୁଅ) : ରାଜ୍ୟ ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି।
Have tested positive for #COVID19. Anyone in close contact in the past few days please get tested.
— Pratap Jena (@jenapratap66) May 7, 2021