Home ଓଡ଼ିଶା ଲାଦାଖରେ ୪.୨ ମ୍ୟାଗ୍ନିଚ୍ୟୁଡର ଭୂମିକମ୍ପ

ଲାଦାଖରେ ୪.୨ ମ୍ୟାଗ୍ନିଚ୍ୟୁଡର ଭୂମିକମ୍ପ

130

ନୂଆ ଦିଲ୍ଲୀ ୨୧-୫ (ଓଡ଼ିଆ ପୁଅ) ଆଜି ଲାଦାଖରେ ରିଚ୍ଟର ସ୍କେଲରେ ୪.୨ ମ୍ୟାଗ୍ନିଚ୍ୟୁଡର ଏକ ଭୂମିକମ୍ପ ଅନୁଭୂତ ହୋଇଛି। ଏ ନେଇ ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ସୂଚନା ଦେଇଛି। ଏ ପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ଖବର ନାହିଁ। ଏହା ପୂର୍ବାହ୍ନ୧୧.୦୨ ରେ ଅନୁଭୂତ ହୋଇଥିଲା।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.