Home Coronavirus Outbreak ରାଜ୍ୟରେ ଆଜି ୪୪୧ ନୂଆ ଆକ୍ରାନ୍ତ: କରୋନା ନେଲା ୪ ଜୀବନ – ଜାଣନ୍ତୁ କେଉଁ...

ରାଜ୍ୟରେ ଆଜି ୪୪୧ ନୂଆ ଆକ୍ରାନ୍ତ: କରୋନା ନେଲା ୪ ଜୀବନ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ?

79

ଭୁବନେଶ୍ୱର ୨୨ -୧୦ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୪୪୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ?

ନୂଆ ଆକ୍ରାନ୍ତ: ୪୪୧
୦-୧୮ ବର୍ଷର : ୭୫
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୨୫୩
– ସ୍ଥାନୀୟ ଅଞ୍ଚଳରୁ୧୮୮
୧- ଅନୁଗୁଳ ଜିଲ୍ଲାରୁ – ୩
୨- ବାଲେଶ୍ୱର ଜିଲ୍ଲାରୁ – ୬
୩- ବରଗଡ଼ ଜିଲ୍ଲାରୁ – ୫
୪- ଭଦ୍ରକ ଜିଲ୍ଲାରୁ – ୧୩
୫- ବଲାଙ୍ଗୀର ଜିଲ୍ଲାରୁ – ୨
୬- ବୌଦ୍ଦ ଜିଲ୍ଲାରୁ – ୪
୭- କଟକ ଜିଲ୍ଲାରୁ – ୩୭
୮- ଦେବଗଡ଼ ଜିଲ୍ଲାରୁ – ୩
୯- ଢେଙ୍କାନାଳ ଜିଲ୍ଲାରୁ – ୧
୧୦- ଗଜପତି ଜିଲ୍ଲାରୁ – ୬
୧୧- ଜଗତସିଂହପୁର ଜିଲ୍ଲାରୁ – ୧୬
୧୨- ଯାଜପୁର ଜିଲ୍ଲାରୁ – ୧୩
୧୩- କନ୍ଧମାଳ ଜିଲ୍ଲାରୁ – ୧
୧୪- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୫
୧୫- କେନ୍ଦୁଝର ଜିଲ୍ଲାରୁ – ୧
୧୬- ଖୋର୍ଦ୍ଧାରୁ : ୨୦୫
୧୭- କୋରାପୁଟ ଜିଲ୍ଲାରୁ – ୪
୧୮- ମାଲକାନଗିରି : ୧
୧୯- ମୟୁରଭଞ୍ଜ ଜିଲ୍ଲାରୁ – ୧୦
୨୦- ନବରଙ୍ଗପୁର ଜିଲ୍ଲାରେ: ୧
୨୧- ନୟାଗଡ଼ ଜିଲ୍ଲାରୁ – ୨
୨୨- ନୂଆପଡ଼ା ଜିଲ୍ଲାରୁ – ୩
୨୩- ପୁରୀ ଜିଲ୍ଲାରୁ – ୭
୨୪- ରାୟଗଡ଼ା ଜିଲ୍ଲାରୁ – ୧୦
୨୫- ସମ୍ବଲପୁର ଜିଲ୍ଲାରୁ – ୧୮
୨୬- ସୁନ୍ଦରଗଡ଼ ଜିଲ୍ଲାରୁ – ୧୪
୨୭- State Pool: ୫୦
– ନୂଆ ସୁସ୍ଥ ହୋଇଥିଲେ୬୦୩
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୨୧୪୫୧୨୬୩
– ମୋଟ ଆକ୍ରାନ୍ତ ୧୦୩୭୯୬୪
– ମୋଟ ସୁସ୍ଛ ହୋଲେଣି ୧୦୨୫୦୨୫
– ସକ୍ରୀୟ ଆକ୍ରାନ୍ତ – ୪୫୮୧

ରାଜ୍ୟରେ ଆଜି କରୋନା ନେଲା ୪ ଜୀବନ। ଏହା ସହ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮,୩୦୫ କୁ ବୃଦ୍ଧି ପାଇଛି। ତେବେ

ଅନୁଗୁଳରୁ ଜଣେ,
ଖୋର୍ଦ୍ଧାରୁ ୨ ଜଣ,
ପୁରୀରୁ ଜଣେ ବ୍ୟକେତିଙ୍କର ମୃତ୍ୟୁ ହୋଇଛି।
ମୋଟ ୪ ଜଣଙ୍କର ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ସମସ୍ତ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୯୦୧ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫ [+୨] ଜଣ ସକ୍ରୀୟ ଅଛନ୍ତି। ୪୩, ୪୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୪୦, ୭୦୭ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୯ [+୬] ଜଣ ସକ୍ରୀୟ ଅଛନ୍ତି। ୪୦, ୨୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୧, ୧୦୭ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪ [+୫] ଜଣ ସକ୍ରୀୟ ଅଛନ୍ତି। ୩୦, ୭୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୬, ୪୩୪ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩ [+୧୩] ଜଣ ସକ୍ରୀୟ ଅଛନ୍ତି। ୨୬, ୨୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୩୯୨ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୨୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୬୩୪ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮ [+୪] ଜଣ ସକ୍ରୀୟ ଅଛନ୍ତି। ୧୨, ୪୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୯୪, ୨୯୨ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୬ [+୩୭] ଜଣ ସକ୍ରୀୟ ଅଛନ୍ତି। ୯୩, ୦୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୫୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୫୧୦ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ [+୩] ଜଣ ସକ୍ରୀୟ ଅଛନ୍ତି। ୬, ୪୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୮୪୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫ [+୧] ଜଣ ସକ୍ରୀୟ ଅଛନ୍ତି। ୧୯, ୫୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୬୩୮ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦ [+୬] ଜଣ ସକ୍ରୀୟ ଅଛନ୍ତି। ୯, ୫୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩୮୨୫ ଜଣ ସଂକ୍ରମିତ ହୋଇଥିବା ବେଳେ ୨୨ ଜଣ ସକ୍ରୀୟ ଅଛନ୍ତି। ୩୩, ୩୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୭, ୮୩୨ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୩ [+୧୬] ଜଣ ସକ୍ରୀୟ ଅଛନ୍ତି। ୨୭, ୪୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୩, ୬୪୯ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୭ [+୧୩] ଜଣ ସକ୍ରୀୟ ଅଛନ୍ତି। ୪୩, ୩୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩୮୪୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧୦ ଜଣ ସକ୍ରୀୟ ଅଛନ୍ତି। ୨୩, ୬୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪୨୯୮ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ ଜଣ ସକ୍ରୀୟ ଅଛନ୍ତି। ୨୪, ୦୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୫୩୭ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬ [+୧] ଜଣ ସକ୍ରୀୟ ଅଛନ୍ତି। ୧୧, ୪୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୪, ୭୯୦ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୯ [+୫] ଜଣ ସକ୍ରୀୟ ଅଛନ୍ତି। ୨୪, ୪୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୯୭୬ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨ [+୧] ଜଣ ସକ୍ରୀୟ ଅଛନ୍ତି। ୨୦, ୭୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୭୩, ୬୬୩ [+୨୦୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୩୧୩ [+୨୦୩] ଜଣ ସକ୍ରୀୟ ଅଛନ୍ତି। ୧, ୬୯, ୮୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୫୩୩ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୯, ୧୨୪ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨ [+୪] ଜଣ ସକ୍ରୀୟ ଅଛନ୍ତି। ୧୯, ୦୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୬୬୩ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫ [+୧] ଜଣ ସକ୍ରୀୟ ଅଛନ୍ତି। ୧୧, ୬୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୪୦, ୭୦୧ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୭ [+୧୦] ଜଣ ସକ୍ରୀୟ ଅଛନ୍ତି। ୪୦, ୩୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୫୪୮ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩ [+୧] ଜଣ ସକ୍ରୀୟ ଅଛନ୍ତି। ୨୩, ୪୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩, ୪୭୨ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୨୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୮୮୬ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪ [+୩] ଜଣ ସକ୍ରୀୟ ଅଛନ୍ତି। ୨୨, ୭୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୫, ୩୫୫ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭ [+୬] ଜଣ ସକ୍ରୀୟ ଅଛନ୍ତି। ୪୪, ୮୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୨୦, ୧୭୫ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪ [+୧୦] ଜଣ ସକ୍ରୀୟ ଅଛନ୍ତି। ୧୯, ୯୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୧, ୫୩୯ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୧ [+୧୮] ଜଣ ସକ୍ରୀୟ ଅଛନ୍ତି। ୩୧, ୧୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩୧୮୧ ଜଣ ସଂକ୍ରମିତ ହୋଇଥିବା ବେଳେ ୧୧ ଜଣ ସକ୍ରୀୟ ଅଛନ୍ତି। ୧୩, ୧୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୧, ୭୭୭ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୫ [+୧୪] ଜଣ ସକ୍ରୀୟ ଅଛନ୍ତି। ୬୧, ୦୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୩୧, ୬୬୭ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୪ [+୫୦] ଜଣ ସକ୍ରୀୟ ଅଛନ୍ତି। ୩୧, ୦୭୩ ଜଣ ସୁସ୍ଥ ହୋଇଛନ୍ତି।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.