Home ଜିଲ୍ଲା ପରିକ୍ରମା ଡ଼ାଇରିଆ ସଂକ୍ରମଣ; ୨ ଜିଲ୍ଲାରେ ବଢିଲା ସ୍କୁଲ ଛୁଟି

ଡ଼ାଇରିଆ ସଂକ୍ରମଣ; ୨ ଜିଲ୍ଲାରେ ବଢିଲା ସ୍କୁଲ ଛୁଟି

16

ଭଦ୍ରକ, ୧୯ା୬ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଡ଼ାଇରିଆ ସଂକ୍ରମଣକୁ ଦୃଷ୍ଟିରେ ରଖି ଭଦ୍ରକ ଓ ଯାଜପୁର ଜିଲ୍ଲାରେ ସ୍କୁଲ ଛୁଟିକୁ ବୃଦ୍ଧି କରାଯାଇଛି। ଭଦ୍ରକରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ । ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଓ କଲେଜଗୁଡିକୁ ୨୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଆସନ୍ତା ୨୩ ତାରିଖରେ ଜିଲ୍ଲାରେ ଖୋଲିବ ସ୍କୁଲ ଓ କଲେଜ। ଏହି ସମୟରେ ସ୍କୁଲ ଗୁଡିକର ପରିବେଶକୁ ସଫା ସୁତୁରା ରଖିବା ସହିତ ପାନୀୟ ଜଳ ବ୍ୟବସ୍ଥାକୁ ବିଶୋଧନ କରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ଶ୍ରୀ ରାଉତରାୟ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.