Home ଜିଲ୍ଲା ପରିକ୍ରମା ଦାମୋଦର ସଂସ୍କୃତ ମହାବିଦ୍ୟାଳୟରେ ମହିଳ ସଂଚେତନତା କାର୍ଯ୍ୟକ୍ରମ

ଦାମୋଦର ସଂସ୍କୃତ ମହାବିଦ୍ୟାଳୟରେ ମହିଳ ସଂଚେତନତା କାର୍ଯ୍ୟକ୍ରମ

18

ଭଦ୍ରକ, ୨୪ା୭ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ପୁରୁଣାବଜାରସ୍ଥିତ ଦାମୋଦର ସଂସ୍କୃତ ମହାବିଦ୍ୟାଳୟ ପରିସରରେ ମହିଳା ସଚେତନତା କାର୍ଯ୍ୟକ୍ରମ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ନିତ୍ୟାନନ୍ଦ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମ ମୁଖ୍ୟ ଅତିଥିଭାବେ ଡ଼ଃ କୃପାସିନ୍ଧୁ ନାୟକ ଯୋଗଦେଇଥିବା ବେଳେ, ସମ୍ମାନିତ ଅତିଥି ଅକ୍ଷୟ କୁମାର ପାଣିଗ୍ରାହୀ ଯୋଗଦେଇ ନାରୀ ସୁରକ୍ଷା ତଥା ୨୦୧୩ ମହିଳା ସୁରକ୍ଷା ଆଇନ୍ ସଂପର୍କରେ ଆଲୋକପାତ କରିଥିଲେ । ରାଜନୀତି ବିଜ୍ଞାନ ଅଧ୍ୟାପିକା ସ୍ୱାଗତଭାଷଣ ସହ ଅତିଥି ପରିଚୟ ନେଇ ଥିବା ବେଳେ ମହାବିଦ୍ୟାଳୟର ନୋଡ଼ାଲ ଅଫିସର ଶୁକଦେବ ପଣ୍ଡା ଧନ୍ୟବାଦ ପ୍ରଦାନ କରିଥିଲେ । ଛାତ୍ରମାନଙ୍କର ଅଭିମତ ପ୍ରଦାନ କରିବା ସଂଗେ ସଂଗେ ବିଭିନ୍ନ ପ୍ରତିଯୋଗିତାମାନ ପ୍ରଦର୍ଶନ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.