Home ଜିଲ୍ଲା ପରିକ୍ରମା ସେବାପକ୍ଷ ଉପଲକ୍ଷେ ରକ୍ତଦାନ ଶିବିର

ସେବାପକ୍ଷ ଉପଲକ୍ଷେ ରକ୍ତଦାନ ଶିବିର

18

ଭଦ୍ରକ, ୨୭ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଉପଲକ୍ଷେ “ସେବା ପକ୍ଷ’ ଅବସରରେ ଆଜି ଭଦ୍ରକ ବିଧାୟକଙ୍କ କାର୍ଯ୍ୟାଳୟରେ ବିଧାୟକ ସୀତାଂଶୁ ଶେଖର ମହାପାତ୍ର ଏବଂ ଜିଲ୍ଲା ସଭାପତି ଭଗବାନ ପଣ୍ଡାଙ୍କ ଉପସ୍ଥିତିରେ ଏକ ବିଶାଳ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ତେବେ ଏହି ଶିବିରରେ ୧୨୦ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା। ଜିଲ୍ଲା ପରିଷଦ ମଳୟ ଜେନା, ମହିଳା ମୋର୍ଚ୍ଚା ର ସଭାପତି ଙ୍କ ସମେତ ସମସ୍ତ ସଦସ୍ୟ, ସମସ୍ତ ମଣ୍ଡଳ ସଭାପତି ଓ କାର୍ଯ୍ୟକର୍ତାମାନେ ଏହି ରକ୍ତଦାନ ଶିବିରରେ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.