Home Coronavirus Outbreak ଜଗତସିଂହପୁର ଜିଲ୍ଲାରେ ସନ୍ଧ୍ୟା ୭ଟାରୁ ସକାଳ ୭ଟା ଯାଏଁ ୧୨ ଘଣ୍ଟିଆ କର୍ଫ୍ୟୁ

ଜଗତସିଂହପୁର ଜିଲ୍ଲାରେ ସନ୍ଧ୍ୟା ୭ଟାରୁ ସକାଳ ୭ଟା ଯାଏଁ ୧୨ ଘଣ୍ଟିଆ କର୍ଫ୍ୟୁ

112

ଜଗତସିଂହପୁର ୪-୫ (ଓଡ଼ିଆ ପୁଅ) :ଜଗତସିଂହପୁର ଜିଲ୍ଲାରେ ଆଜି ସନ୍ଧ୍ୟା ୭ଟାରୁ ସକାଳ ୭ଟା ଯାଏଁ ଲାଗୁ ହୋଇଛି କର୍ଫ୍ୟୁ କଟକଣା। ଏହା ଆସନ୍ତା ଦୁଇ ସପ୍ତାହ ପର୍ଯ୍ୟନ୍ତ ବଳବତ୍ତର ରହିବ। ଅର୍ଥାତ୍ ଲକଡାଉନ୍ ୩.୦ ଅବଧି ସମାପ୍ତ ପର୍ଯ୍ୟନ୍ତ ରହିବ। ଲୋକଙ୍କ ସ୍ବାସ୍ଥ୍ୟ ରକ୍ଷା ପାଇଁ ନିଷ୍ପତ୍ତି ନିଆଯାଇଥିବା କହିଛନ୍ତି ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର। ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିବ, ଜିଲ୍ଲାର ସବୁ ମଦ ଦୋକାନ ବନ୍ଦ ରହିବାକୁ ନିର୍ଦେଶ ଦିଆଯାଇଛି। ଏହି ସମୟ ଭିତରେ କେବଳ ଅତ୍ୟାବଶ୍ୟକ ସେବା ବ୍ୟତୀତ ଆଉ ସବୁ ଦୋକାନ ବନ୍ଦ ରହିବ।

ସୂଚନାଯୋଗ୍ୟଯେ, ବର୍ତ୍ତମାନ ଜଗତସିଂହପୁର ଜିଲ୍ଲା ଗ୍ରୀନ ଜୋନରେ ରହିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.