Home ଓଡ଼ିଶା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିଥିବା ସୂଚନା

ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିଥିବା ସୂଚନା

375

ନୂଆ ଦିଲ୍ଲୀ ୧୪-୬ (ଓଡ଼ିଆ ପୁଅ) ଟେଲିଭିଜନ ସିରିଏଲରୁ ନିଜ କ୍ୟାରିଅର ଆରମ୍ଭ କରିଥିବା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିଥିବା ସୂଚନା ମିଲିଛି।
– ସେ ମୁମ୍ବାଇରେ ଥିବା ବାନ୍ଦ୍ରା ସ୍ଥିତ ବାସଭବନରେ ରସି ଲଗାଇ ଆତ୍ମହତ୍ୟା କରିଥିବା ଜାତୀୟ ଗଣ ମାଧ୍ୟମରୁ ଜଣାପଡ଼ିଛି।
– ଖବରପାଇ ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
– କିଛି ଦିନ ତଳେ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ଅକାଳ ବିୟୋଗ ହୋଇଥିଲା।
– ଏମ୍.ଏସ୍ ଧୋନି: ଦ ଅନ୍‌ଟୋଲ୍‌ଡ୍‌ ଷ୍ଟୋରୀ – ସିନେମାରେ ସେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.