Home Coronavirus Outbreak ରାଜ୍ୟରେ ପୁଣି ୧୦୮ କରୋନା ଆକ୍ରାନ୍ତ‌ ଚିହ୍ନଟ : ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ ?

ରାଜ୍ୟରେ ପୁଣି ୧୦୮ କରୋନା ଆକ୍ରାନ୍ତ‌ ଚିହ୍ନଟ : ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ ?

456

ଭୁବନେଶ୍ୱର ୧୪-୬ (ଓଡ଼ିଆ ପୁଅ) ରାଜ୍ୟରେ ଆଉ ୧୦୮ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୫ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ମାଲକାନାଗିରିରୁ ସର୍ବାଧିକ ୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୧୦୮ ଆକ୍ରାନ୍ତଙ୍କ ମଧ୍ୟରୁ ୯୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ୧୦୮ ଆକ୍ରାନ୍ତଙ୍କ ମଧ୍ୟରୁ ମାଲକାନଗିରି ଜିଲ୍ଲାରୁ ୨୧ ଜଣ, କେନ୍ଦୁଝର ଜିଲ୍ଲାରୁ ୫ ଜଣ, ଖୋର୍ଦ୍ଦା ଜିଲ୍ଲାରୁ ୭ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୯ ଜଣ, ଗଞ୍ଜାମ ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୧୫ ଜଣ, ଗଜପତି ଜିଲ୍ଲାରୁ ୭ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲା ଜିଲ୍ଲାରୁ ଜଣେ, ବଲାଙ୍ଗିର ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩ ହୋଇଛି।

ଆଜି ୧୦୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩ କୁ ବୃଦ୍ଧି ପାଇଛି।

କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୯୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୩ ଜଣ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩ କୁ ବୃଦ୍ଧି ପାଇଛି। ୨୮୫୪ ଜଣ ସୁସ୍ଥ ହୋଇଛନ୍ତି।

ତେବେ ରାଜ୍ୟରେ ମୋଟ ଟେଷ୍ଟ ୨୦୫୫୦୧ ହୋଇଛି। କରୋନା କାରଣରୁ ୧୧ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ୩ ଜଣଙ୍କର ମୃତ୍ୟୁ ହୋଇଛି। ୧୨୯୫ ଜଣ ସକ୍ରୀୟ ଅଛନ୍ତି ଏବଂ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

NDRF/ODRAF ଏବଂ ଅଗ୍ନିଶମ ବିଭାଗରୁ ଅମ୍ପାନ ଡ୍ୟୁଟି ସାରି ଆସିଥିବା ୧୬ ଜଣ ଯବାନ ଆକ୍ରାନ୍ତ ହୋଇଛନ୍ତି।

୧୪୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଜିଲ୍ଲାୱାରୀ ତଥ୍ୟ

ଗଞ୍ଜାମ ଜିଲ୍ଲାରେ ୬୯୮ ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୯ ଜଣ ସକ୍ରୀୟ ଅଛନ୍ତି। ୬ ଜଣଙ୍କର ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୩୬୯ ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୪ ଜଣ ସକ୍ରୀୟ ଅଛନ୍ତି। ୪ ଜଣଙ୍କର ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୩୪୩ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୭ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୩୪୧ ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮ ଜଣ ସକ୍ରୀୟ ଅଛନ୍ତି।

ବାଲେଶ୍ୱର ଜିଲ୍ଲାରେ ୨୧୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫ ଜଣ ସକ୍ରୀୟ ଅଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୧୮୫ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣ ସକ୍ରୀୟ ଅଛନ୍ତି।

ଭଦ୍ରକ ଜିଲ୍ଲାରେ ୧୭୭ ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧ ଜଣ ସକ୍ରୀୟ ଅଛନ୍ତି।

ଅନ୍ୟ (NDRF/ODRAF/ଅଗ୍ନିଶମ କର୍ମଚାରୀ) ରେ ୧୭୪ ଜଣ ସଂକ୍ରମିତ ହୋଇଥିବା ବେଳେ ୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୪ ଜଣ ସକ୍ରୀୟ ଅଛନ୍ତି।

ପୁରୀ ଜିଲ୍ଲାରେ ୧୭୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୦ ଜଣ ସକ୍ରୀୟ ଅଛନ୍ତି।

ଜଗତସିଂହପୁର ଜିଲ୍ଲାରେ ୧୬୭ ଜଣ ସଂକ୍ରମିତ ହୋଇଥିବା ବେଳେ ୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୦ ଜଣ ସକ୍ରୀୟ ଅଛନ୍ତି।

ବଲାଙ୍ଗୀର ଜିଲ୍ଲାରେ ୧୪୪ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣ ସକ୍ରୀୟ ଅଛନ୍ତି।

କନ୍ଧମାଳ ଜିଲ୍ଲାରେ ୧୩୭ ଜଣ ସଂକ୍ରମିତ ହୋଇଥିବା ବେଳେ ୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୭ ଜଣ ସକ୍ରୀୟ ଅଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ୧୩୨ ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣ ସକ୍ରୀୟ ଅଛନ୍ତି।

ମୟୁରଭଞ୍ଜ ଜିଲ୍ଲାରେ ୧୨୧ ଜଣ ସଂକ୍ରମିତ ହୋଇଥିବା ବେଳେ ୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୧ ଜଣ ସକ୍ରୀୟ ଅଛନ୍ତି।

ନୟାଗଡ଼ ଜିଲ୍ଲାରେ ୧୧୨ ଜଣ ସଂକ୍ରମିତ ହୋଇଥିବା ବେଳେ ୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ ଜଣ ସକ୍ରୀୟ ଅଛନ୍ତି।

ଗଜପତିଜିଲ୍ଲାରେ ୧୦୬ ଜଣ ସଂକ୍ରମିତ ହୋଇଥିବା ବେଳେ ୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫ ଜଣ ସକ୍ରୀୟ ଅଛନ୍ତି।

କେନ୍ଦୁଝର ଜିଲ୍ଲାରେ ୭୫ ଜଣ ସଂକ୍ରମିତ ହୋଇଥିବା ବେଳେ ୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣ ସକ୍ରୀୟ ଅଛନ୍ତି।

ନୂଆପଡ଼ା ଜିଲ୍ଲାରେ ୭୪ ଜଣ ସଂକ୍ରମିତ ହୋଇଥିବା ବେଳେ ୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣ ସକ୍ରୀୟ ଅଛନ୍ତି।

କଳାହାଣ୍ଡି ଜିଲ୍ଲାରେ ୫୮ ଜଣ ସଂକ୍ରମିତ ହୋଇଥିବା ବେଳେ ୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩ ଜଣ ସକ୍ରୀୟ ଅଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୫୨ ଜଣ ସଂକ୍ରମିତ ହୋଇଥିବା ବେଳେ ୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣ ସକ୍ରୀୟ ଅଛନ୍ତି।

ଅନୁଗୁଳ ଜିଲ୍ଲାରେ ୪୮ ଜଣ ସଂକ୍ରମିତ ହୋଇଥିବା ବେଳେ ୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣ ସକ୍ରୀୟ ଅଛନ୍ତି।

ମାଲକାନଗିରି ରେ ୪୭ ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬ ଜଣ ସକ୍ରୀୟ ଅଛନ୍ତି।

ଦେବଗଡ଼ ଜିଲ୍ଲାରେ ୪୦ ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣ ସକ୍ରୀୟ ଅଛନ୍ତି।

ବୌଦ୍ଦ ଜିଲ୍ଲାରେ ୩୮ ଜଣ ସଂକ୍ରମିତ ହୋଇଥିବା ବେଳେ ୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣ ସକ୍ରୀୟ ଅଛନ୍ତି।

ବରଗଡ଼ ଜିଲ୍ଲାରେ ୩୫ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣ ସକ୍ରୀୟ ଅଛନ୍ତି।

ସୋନପୁର ଜିଲ୍ଲାରେ ୩୧ ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣ ସକ୍ରୀୟ ଅଛନ୍ତି।

ସମ୍ବଲପୁର ଜିଲ୍ଲାରେ ୨୪ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣ ସକ୍ରୀୟ ଅଛନ୍ତି।

ଝାରସୁଗୁଡ଼ା ଜିଲ୍ଲାରେ ୧୮ ଜଣ ସଂକ୍ରମିତ ହୋଇଥିବା ବେଳେ ୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣ ସକ୍ରୀୟ ଅଛନ୍ତି।

କୋରାପୁଟ ଜିଲ୍ଲାରେ ୧୭ ଜଣ ସଂକ୍ରମିତ ହୋଇଥିବା ବେଳେ ୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣ ସକ୍ରୀୟ ଅଛନ୍ତି।

ରାୟଗଡ଼ା ଜିଲ୍ଲାରେ ୧୨ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣ ସକ୍ରୀୟ ଅଛନ୍ତି।

ନବରଙ୍ଗପୁର ଜିଲ୍ଲାରେ ୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୦ ଜଣ ସକ୍ରୀୟ ଅଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.