Home ଓଡ଼ିଶା ଆସାମର ତେଜପୁରରେ ୩.୮ ମ୍ୟାଗ୍ନିଚ୍ୟୁଡର ଭୂମିକମ୍ପ

ଆସାମର ତେଜପୁରରେ ୩.୮ ମ୍ୟାଗ୍ନିଚ୍ୟୁଡର ଭୂମିକମ୍ପ

50

ନୂଆ ଦିଲ୍ଲୀ ୧୮-୫ (ଓଡ଼ିଆ ପୁଅ) ଆଜି ଆସାମର ତେଜପୁରରେ ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ରିଚ୍ଟର ସ୍କେଲରେ ୩.୮ ମ୍ୟାଗ୍ନିଚ୍ୟୁଡର ଏକ ଭୂମିକମ୍ପ ଅନୁଭୂତ ହୋଇଛି। ଏ ପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ଖବର ନାହିଁ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.