Bureau
ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ ୫ଟି ଜିଲ୍ଲାର ୪୪୫ ଟି ରୂପାନ୍ତରିତ...
- ପାଠ ହେଉ ବା ଖେଳ ନିଜ ନିଜ କ୍ଷେତ୍ରରେ ଉତ୍କର୍ଷତା ହାସଲ ପାଇଁ ଚେଷ୍ଟା କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- ବେସରକାରୀ ସ୍କୁଲ ଠାରୁ ଆମ ସ୍କୁଲ ଏବେ ବହୁ ଆଗରେ -...
କୋଣାର୍କ ଅର୍ବାନ ହାଟଠାରେ କ୍ରାଫ୍ଟ ବଜାର ଉଦ୍ଘାଟିତ
ଭୁବନେଶ୍ୱର, ୮/୬ (ଓଡ଼ିଆ ପୁଅ) ଭାରତ ସରକାରଙ୍କ ଅଧିନସ୍ଥ ବିକାଶ ଆୟୁକ୍ତ (ହସ୍ତଶିଳ୍ପ) ଙ୍କ ଆର୍ଥିକ ସହାୟତାରେ ଏବଂ ଓଡିଶା ସରକାରଙ୍କ ହସ୍ତଶିଳ୍ପ ନିର୍ଦ୍ଦେଶାଳୟର ମିଳିତ ସହାୟତା କ୍ରମେ ଓଡିଶା ରାଜ୍ୟ ସମବାୟ...
ଭାରତ ସରକାରଙ୍କ ଠାରୁ ମେସର୍ସ ନ୍ୟୁ ସ୍ପେସ୍ ଇଣ୍ଡିଆ ଲିଃ (ଏନଏସଆଇଏଲ)କୁ ୧୦ଟି ଇନ୍-ଅର୍ବିଟ୍...
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଭାରତ ସରକାରଙ୍କ ଠାରୁ ୧୦ଟି ଇନ-ଅର୍ବିଟ୍ ସଞ୍ଚାର ଉପଗ୍ରହ ମେସର୍ସ ନ୍ୟୁ ସ୍ପେସ୍ ଇଣ୍ଡିଆ ଲିଃ (ଏନଏସଆଇଏଲ)କୁ ହସ୍ତାନ୍ତର କରିବା...
ରେପୋ ରେଟ୍ରେ ୫୦ ବେସିସ ପଏଣ୍ଟ ବୃଦ୍ଧି କଲା ଭାରତୀୟ ରିଜର୍ଭ ବ୍ୟାଙ୍କ
- ୨୦୨୨-୨୩ରେ ଜିଡିପି ଅଭିବୃଦ୍ଧି ହାର ୭.୨% ରହିବା ନେଇ ପୂର୍ବାନୁମାନ; ମୁଦ୍ରାସ୍ଫୀତି ହାର ୬.୭% ରହିବ
- ଏଣିକି ୟୁପିଆଇ ସହ ଯୋଡ଼ି ହେବ କ୍ରେଡିଟ୍ କାର୍ଡ, ରୂପେ କାର୍ଡରୁ ହେବ ଆରମ୍ଭ
-...
ବିମାନଯାତ୍ରା ସମୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ : ଡିଜିସିଏର ନୂତନ କୋଭିଡ -୧୯ ନିୟମ...
ନୂଆ ଦିଲ୍ଲୀ ୮-୬ (ଓଡ଼ିଆ ପୁଅ) ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ)ର ନିର୍ଦ୍ଦେଶ ଅନୁଯାୟୀ, ଯଦି ଯାତ୍ରୀମାନେ ବାରମ୍ବାର ମାସ୍କ ପିନ୍ଧିବାକୁ ମନା କରନ୍ତି ଏବଂ କୋଭିଡ ପ୍ରୋଟୋକଲଗୁଡିକ ଅନୁସରଣ ନକରନ୍ତି...
ବଢ଼ିବ କୃଷକଙ୍କର ଆୟ : ଖରିଫ ଫସଲ ଉପରେ MSP ବୃଦ୍ଧିକୁ କେନ୍ଦ୍ର କ୍ୟାବିନେଟର...
ନୂଆ ଦିଲ୍ଲୀ ୮-୬ (ଓଡ଼ିଆ ପୁଅ) କ୍ୟାବିନେଟ ବୈଠକ ପରେ କେନ୍ଦ୍ର ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି ଯେ, ୨୦୧୪ ପୂର୍ବରୁ ୧-୨ ଫସଲ ଉପରେ...
ଦେଶରେ ଆଜି ବଢ଼ିଲା ସକ୍ରିୟ ସଂକ୍ରମଣ : ଗତ ୨୪ ଘଣ୍ଟା ମଧ୍ୟରେ ୫,୨୩୩...
ନୂଆ ଦିଲ୍ଲୀ ୧୧-୭ (ଓଡ଼ିଆ ପୁଅ) ଦେଶରେ ବଢ଼ିଲା ସଂକ୍ରମଣ: ଗତ ୨୪ ଘଣ୍ଟା ମଧ୍ୟରେ ୫,୨୩୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭାରତର ଆକ୍ଟିଭ୍ କେସ୍ ବର୍ତ୍ତମାନ ୨୮,୮୫୭ କୁ ବୃଦ୍ଧି ପାଇଛି।
ସକ୍ରିୟ...
ରାଜ୍ୟରେ ଆଜି ୧୫ ନୂଆ ଆକ୍ରାନ୍ତ
ଭୁବନେଶ୍ୱର ୮-୬ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୧୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ
ନୂଆ ଆକ୍ରାନ୍ତ: ୧୫
୦-୧୮ ବର୍ଷର : ୩
- କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୧୦
- ସ୍ଥାନୀୟ ଅଞ୍ଚଳରୁ୫
୧- ବାଲେଶ୍ୱର ଜିଲ୍ଲାରୁ...
ଅଂଶୁଘାତରେ ଅଜଣା ବ୍ୟକ୍ତି ଙ୍କ ଶୋଚନୀୟ ମୃତ୍ୟୁ – ଚାରି ଗୁରୁତର ଡାକ୍ତରଖାନାରେ ଚିକିତ୍ସାଧୀନ
ବଲାଙ୍ଗୀର, ୮-୬ : (ଓଡ଼ିଆ ପୁଅ-ସନ୍ତୋଷ ନାୟକ) ଟିଟିଲାଗଡ ସବ ଡିଭିଜନାଲ ସରକାରୀ ଡାକ୍ତରଖାନାରେ ଅଂଶୁଘାତର ଶିକାର ହୋଇ ଜଣେ ଅପରିଚିତ ବ୍ୟକ୍ତିଙ୍କ ଶୋଚନୀୟ ମୃତ୍ୟୁ ଘଟିଥିବା ଜଣାଯାଇଛି। ସୂଚନା ଅନୁଯାୟୀ ଟିଟିଲାଗଡ...
ଲଦାଖର ପାଙ୍ଗ୍ଓଙ୍ଗ୍ ହ୍ରଦ ନିକଟରେ ଜିଓର ୪ଜି ମୋବାଇଲ୍ ସେବାର ଶୁଭାରମ୍ଭ
ଭୁବନେଶ୍ୱର/ ଲଦାଖ୍ ୮-୬ (ଓଡ଼ିଆ ପୁଅ) : ବହୁ କ୍ଷେତ୍ରରେ ପ୍ରଥମ ତାଲିକାକୁ ଆହୁରି ଆଗକୁ ବଢ଼ାଇ ରିଲାଏନ୍ସ ଜିଓ ପକ୍ଷରୁ ଲଦାଖର ପାଙ୍ଗଓଙ୍ଗ୍ ହ୍ରଦନିକଟସ୍ଥ ସ୍ପାଙ୍ଗ୍ମିକ୍ ଗ୍ରାମରେ ୪ଜି ଭଏସ୍ ଓ...
ପୁରୀ ସିଦ୍ଧମହାବୀର ରେଳ ଓଭର ବ୍ରିଜ ନିର୍ମାଣ ନେଇ ଉଛେଦ ପ୍ରକ୍ରିୟା ଆରମ୍ଭ
ପୁରୀ ୭-୬ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ପୁରୀ ସିଦ୍ଧମହାବୀର ରେଳ ଓଭର ବ୍ରିଜ ନିର୍ମାଣ ନେଇ ଆଜିଠାରୁ ଉଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ଉପଜିଲ୍ଲାପାଳଙ୍କ ନେତୃତ୍ୱରେ ଉଚ୍ଛେଦ ପ୍ରକ୍ରିୟା...
ଥୋମାସ କପ ବିଜୟୀ ଭାରତୀୟ ଦଳକୁ ସମ୍ବର୍ଦ୍ଧିତ କରିବ ଓଡ଼ିଶା
ଭୁବନେଶ୍ୱର, ୦୭.୦୬ (ଓଡ଼ିଆ ପୁଅ) - ୧୪ ଥର ଥୋମାସ କପ ବିଜେତା ଇଣ୍ଡୋନେସିଆକୁ ପରାସ୍ତ କରି ଟାଇଟଲ ହାସଲ କରିଥିବା ଭାରତୀୟ ପୁରୁଷ ବ୍ୟାଡମିନଟନ ଦଳକୁ ଓଡ଼ିଶା ସମ୍ବର୍ଦ୍ଧିତ କରିବାକୁ ଯାଉଛି।...
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଷ୍ଟେଟ୍ ଆନିମଲ୍ ହେଲ୍ପ ଲାଇନ, ଟେଲି ଭେଟେରିନାରୀ ସେବା ଓ ମତ୍ସ୍ୟ...
- ଅସହାୟ ପ୍ରାଣୀମାନଙ୍କୁ ସେବା ଯୋଗାଇ ଦେବାପାଇଁ ଟୋଲ୍ ଫ୍ରି ନମ୍ବର ୧୯୬୨ ଜାରୀ
- ବୁଲା, ଅସହାୟ ଓ ପରିତ୍ୟକ୍ତ ପ୍ରାଣୀ ମାନଙ୍କୁ ସହାୟତା ଦେବାପାଇଁ ଆଗେଇ ଆସିବାକୁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ
ଭୁବନେଶ୍ୱର...
୦୮ ଜୁନ ବୁଧବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ
ମେଷ : ଆଜି ମାନସିକ ଏକାଗ୍ରତାର ଅଭାବ ଅନୁଭବ କରିପାରନ୍ତି। ଶାରୀରିକ ରୂପରେ ଆଳସ୍ୟ ହୋଇପାରେ। ଧନର ନିବେଶ ସମ୍ଭାଳିକରି କରନ୍ତୁ, କମ ଲାଭର ଆଶଙ୍କା ଅଛି। ଆବଶ୍ୟକ କାଗଜପତ୍ରଙ୍କ ଉପରେ ଅଧିକ...
ଭାରତ ସରକାରଙ୍କ ପ୍ରଚେଷ୍ଟାରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ‘ଶୀତଳ ଷଷ୍ଠୀ’ ପର୍ବକୁ ଆଗକୁ...
ସମ୍ବଲପୁରରେ ‘ଶୀତଳ ଷଷ୍ଠୀ’ ଯାତ୍ରାରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ
- ନନ୍ଦପଡ଼ା, ଝାଡ଼ୁଆପଡ଼ା, ମୁଦିପଡ଼ା ଏବଂ ଏବଂ ବାଲିବନ୍ଧାରେ ‘ଶୀତଳ ଷଷ୍ଠୀ’ ଯାତ୍ରାରେ ସାମିଲ ହେଲେ
ସମ୍ବଲପୁର, ଜୁନ ୦୫ (ଓଡ଼ିଆ ପୁଅ) - କେନ୍ଦ୍ର...
ପୁରୀ ମହୋଦଧି ଠାରେ ପରମ ପୂଜ୍ୟପାଦ ଶ୍ରୀ ଶ୍ରୀ ଦାଦାଙ୍କ ର ପବିତ୍ର ଅସ୍ଥି...
ପୁରୀ - ୫/୬ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) - ପୁରୀ ସତସଙ୍ଗ ଠାକୁରବାଡ଼ି ଆନୁକୁଲ୍ୟରେ ପରମ ପୂଜ୍ୟପାଦ ଶ୍ରୀ ଶ୍ରୀ ଦାଦା (ଅଶୋକ କୁମାର ଚକ୍ରବର୍ତ୍ତୀ) ଙ୍କର ଅସ୍ଥି ଓ ଚିତାଭସ୍ମ ବିସର୍ଜନ...
ଶ୍ରୀମନ୍ଦିରରେ ଶୀତଳ ଷଷ୍ଠୀ ନୀତି
ପୁରୀ ୫-୬ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ଆଜି ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷ ଷଷ୍ଠୀ। ଶ୍ରୀମନ୍ଦିରରେ ଶୀତଳ ଷଷ୍ଠୀ ନୀତି ପାଳିତ ହୋଇଥାଏ। ପରମ୍ପରା ଅନୁଯାୟୀ ଆଜି ସନ୍ଧ୍ୟା ଧୂପ ନୀତି ଶେଷ...
ଶିବ ପାର୍ବତୀଙ୍କ ବିବାହ ଉତ୍ସବ ସମ୍ପର୍ଣ୍ଣ
ପୁରୀ -୫.୬ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ଗତକାଲି ସନ୍ଧ୍ୟାରେ ଶିଵ ପାର୍ବତୀଙ୍କ ବିବାହ ଉତ୍ସବ ସହରର ବିଭିନ୍ନ ଶିବ ମନ୍ଦିର ଗୁଡିକରେ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ଏହି ଅବସରରେ ଗୁଣ୍ଡିଚା...
ଜିଲ୍ଲାସ୍ତରୀୟ ବିଶ୍ଵ ପରିବେଶ ଦିବସ ପାଳିତ
ପୁରୀ : ୫/୬ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ପୁରୀ ଜିଲ୍ଲା ପରିବେଶ ସମିତି ପକ୍ଷରୁ ବିଶ୍ଵ ପରିବେଶ ଦିବସ ରବିବାର ନୀଳାଦ୍ରି ବେଳାଭୂମିରେ ପାଳିତ ହୋଇଥିଲା। ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ମୁଖ୍ୟ...
୦୬ ଜୁନ ସୋମବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ
ମେଷ : ଅର୍ଥ ଆଦାୟ ଯାତ୍ରା ପାଇଁ ଆଜିର ଦିନ ଭଲ ଅଟେ। ବ୍ୟାପାର ସମ୍ବନ୍ଧିତ କାର୍ଯ୍ୟଗୁଡ଼ିକ ପାଇଁ ଲାଭଦାୟୀ ଦିବସ ଅଟେ। ଘରେ ଶୁଭ ପ୍ରସଙ୍ଗର ଆୟୋଜନ ହେବ। ଶେୟାରରେ ଆର୍ଥିକ...























