Bureau
ମୋବାଇଲ ଚୋରି ସନ୍ଦେହ: ଯୁବକଙ୍କୁ ଟ୍ରକରେ ବାନ୍ଧି ବିପଜ୍ଜନକ ଭାବେ ଟ୍ରକ ଚଳାଇଲେ
କେନ୍ଦ୍ରାପଡ଼ା, ୨୪ା୫ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ନୀଳାଚଳ ବଜାର ନିକଟ ଭୁତମୁଣ୍ଡାଇ ପୋଲ ଉପରେ ଜଣେ ଯୁବକଙ୍କୁ ଏକ ଟ୍ରକ ସମ୍ମୁଖରେ ବାନ୍ଧି ଟ୍ରକ...
କେନ୍ଦ୍ରାପଡା ସଦର ଥାନା ସମ୍ମୁଖରେ ଶ୍ରୀବଳଦେବଜୀଉଙ୍କ ଜମି ଜବର ଦଖଲ
କେନ୍ଦ୍ରାପଡ଼ା, ୨୪ା୫ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡ଼ା ସଦର ଥାନା ସମ୍ମୁଖରେ ଶ୍ରୀବଳଦେବଜୀଉ ମହାପ୍ରଭୁଙ୍କ ଜମି ଜବରଦଖଲ କରି ଜଣେ ବ୍ୟକ୍ତି ଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଛନ୍ତି। ସଦର ଥାନା...
ସେଲଫ୍ ଫାଇନାନ୍ସିଙ୍ଗ୍ କୋର୍ସ ବନ୍ଦ ପ୍ରସଙ୍ଗରେ ରାଜ୍ୟପାଳଙ୍କୁ ଭେଟିଲେ ଏ.ଆଇ.ଏସ୍.ଏଫ୍. ପ୍ରତିନିଧି ଦଳ
ଭୁବନେଶ୍ୱର ୨୪ା୦୫ (ଓଡ଼ିଆ ପୁଅ) : ରାଜ୍ୟର ପ୍ରମୁଖ ତିନିଟି ବିଶ୍ୱବିଦ୍ୟାଳୟରେ ସେଲ୍ସ ଫାଇନାନ୍ସିଙ୍ଗ୍ କୋର୍ସ ଅର୍ଥାତ୍ ନିଜସ୍ୱ ଦେୟ କୋର୍ସକୁ ବନ୍ଦ କରିବା ନିଷ୍ପତ୍ତି ବିରୁଦ୍ଧରେ ଏ.ଆଇ.ଏସ୍.ଏଫ୍. ରାଜ୍ୟ ଯୁଗ୍ମ ସମ୍ପାଦକ...
ରାଜ୍ୟରେ ଆଜି ୩ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର ୨୫-୫ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ
ନୂଆ ଆକ୍ରାନ୍ତ: ୩
୦-୧୮ ବର୍ଷର : ୦
- କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୨
- ସ୍ଥାନୀୟ ଅଞ୍ଚଳରୁ୧
୧- ବାଲେଶ୍ୱର ଜିଲ୍ଲାରୁ...
ଦେଶରେ ଆଜି ବଢ଼ିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା : ଗତ ୨୪ ଘଣ୍ଟା ମଧ୍ୟରେ...
ନୂଆ ଦିଲ୍ଲୀ ୨୫-୫ (ଓଡ଼ିଆ ପୁଅ) ଦେଶରେ ବଢ଼ିଲା ସଂକ୍ରମଣ : ଗତ ୨୪ ଘଣ୍ଟା ମଧ୍ୟରେ ୨,୧୨୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭାରତର ଆକ୍ଟିଭ୍ କେସ୍ ବର୍ତ୍ତମାନ ୧୪,୯୭୧ କୁ ବୃଦ୍ଧି...
୨୫ ମଇ ବୁଧବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ
ମେଷ : ଆଜି ଆପଣଙ୍କୁ ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖିବାକୁ ପଡ଼ିବ। କୌଣସି କାର୍ଯ୍ୟ କିମ୍ବା ସମ୍ବନ୍ଧ ବିଗିଡ଼ିବା ପଛରେ ଏହି କ୍ରୋଧ କାରଣ ବନିପାରେ। ଶରୀରରେ ଫୂର୍ତ୍ତିର ଅଭାବ ରହିବ।...
ପୁରୀ ଶ୍ରୀମନ୍ଦିର ନିକଟରେ ଗୁଳିକାଣ୍ଡ : ଯୁବକ ମୃତ
ପୁରୀ ୨୪-୫ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ପୁରୀରେ ପୁଣି ଗୁଳିକାଣ୍ଡ। ଗୁଳିକାଣ୍ଡରେ ଜଣେ ଯୁବକଙ୍କ ମୃତ୍ୟୁ। ମୃତକ ହେଲେ ଶିବ ରାମ ପାତ୍ର। ସେ ତଳୁଛ ସାହିର ବାସିନ୍ଦା।
ତେବେ ଶ୍ରୀମନ୍ଦିର ନିକଟ କାକୁଡ଼ି...
ବ୍ରଜରାଜନଗରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ବାଚନ ପ୍ରଚାର
ରାଜ୍ୟରେ ବନ୍ୟା ନିୟନ୍ତ୍ରଣ ସହ ଦେଶକୁ ଆଲୋକିତ କରିବା ପାଇଁ ତ୍ୟାଗ ଦେଇଥିବା ବ୍ରଜରାଜନଗର ଆଜି ଉପେକ୍ଷିତ-ଧର୍ମେନ୍ଦ୍ର ପ୍ରଧାନ
- ରମ୍ପେଲା, ଦଳଗାଁ, ଚାରପାଲି, ଅଢାପରା, ବାଗମୁଣ୍ଡା, ପଂଚଗାଁ, କନକ ତୋରା, ବେଲପାହାଡ଼, ବ୍ରଜରାଜନଗର...
ଗୋ ସେବକ ବିଷ୍ଣୁ ମହାରାଜ ରାଜ୍ୟପାଳଙ୍କ ଦ୍ୱାରା ସମ୍ମାନୀତ
ପୁରୀ, ୨୪/୦୫ (ଓଡ଼ିଆ ପୁଅ) ଆଜାଦି କି ଅମୃତ ମହୋତ୍ସବ ଅବସରରେ ସଂକଳ୍ପରୁ ସିଦ୍ଧି ପ୍ରାପ୍ତ କରିଥିବା କିଛି ସଫଳ ବ୍ୟକ୍ତି ବିଶେଷଙ୍କ ସହିତ ଆଲୋଚନା ଅବସରରେ ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ...
ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀଙ୍କ ପୁରୀ ସରକାରୀ ଗ୍ରସ୍ତ
ପୁରୀ ୨୪-୫ (ଓଡ଼ିଆ ପୁଅ) ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ପୁରୀ ସ୍ପେଶାଲ ସର୍କିଟହାଉସରେ ପୁରୀର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର...
ରୂପାନ୍ତର ଶୃଙ୍ଖଳାର ଦ୍ବିତୀୟ ବୈଠକ : ସବୁ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ରୂପାନ୍ତର ଉପକ୍ରମ (Transformation Initiatives) ଉପରେ ଉପସ୍ଥାପନା
- ସହାରାଞ୍ଚଳ ବିକାଶରେ ଗୋଷ୍ଠୀ ସହଭାଗୀତାରେ କ୍ଷୀପ୍ର, ବ୍ୟାପକ ରୂପାନ୍ତରଣ
- ଜାଗା ମିଶନ, ଡ୍ରିଙ୍କ ପ୍ରମ...
ଶ୍ରୀମନ୍ଦିରରେ ଆଜିଠାରୁ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ
ପୁରୀ ୨୪-୫ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ଶ୍ରୀମନ୍ଦିରରେ ଆଜିଠାରୁ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି। ଏହା ଦେବସ୍ନାନ ପୂର୍ଣ୍ଣମୀ ପୂର୍ବଦିନ ଯାଏଁ ଚାଲିବ। ଆସନ୍ତା ଜ୍ୟେଷ୍ଠ...
ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ବାର୍ତ୍ତା
ପୁରୀ ୨୪-୫ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ World Schizophrenia Day ଉପଲକ୍ଷେ ପୁରୀ ବାଲିଆପଣ୍ଡା ନିକଟସ୍ଥ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି।
ଏ ବର୍ଷ...
ରଥଯାତ୍ରା ସମୀକ୍ଷା ବୈଠକ ଅନୁଷ୍ଠିତ
ପୁରୀ ୨୪/୫ (ଓଡ଼ିଆ ପୁଅ) ଆଗାମୀ ରଥଯାତ୍ରା ପାଇଁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏକ ସମୀକ୍ଷା ବୈଠକ ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ସୋମବାର ଅପରାହ୍ନରେ ଜିଲ୍ଲା...
ସନ୍ଥପଡ଼ା ପଂଚାୟତର ବିଭିନ୍ନ ସମସ୍ୟା ନେଇ ଜନଶୁଣାଣିରେ ଅଭିଯୋଗ
ତାଳଚେର, ୨୩/୫ (ଓଡ଼ିଆ ପୁଅ/ଅଜିତ ବେହେରା) : ତାଳଚେର ପଂଚାୟତ ସମିତି ସଭାଘର ଠାରେ ଆଜି ଅନୁଷ୍ଠିତ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିରରେ ସନ୍ଥପଡ଼ା ଗ୍ରାମ ପଂଚାୟତର ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ପତ୍ର...
ଗଣିଆରେ ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର
ନୟାଗଡ଼ ୨୩.୦୫ (ଓଡ଼ିଆ ପୁଅ) - ଆଜି ସକାଳ ୮ଘଟିକା ସମୟରେ ଗଣିଆ ପଂଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି...
ସହରାଞ୍ଚଳର ଭୂମିହୀନଙ୍କୁ ଜମି ଯୋଗାଣ ପାଇଁ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା, ୨୩ା୫(ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ): ରାଜ୍ୟ ସରକାରଙ୍କ ନଷ୍ପତ୍ତି କ୍ରମେ ସହରାଞ୍ଚଳରେ ବସବାସ କରୁଥିବା ଭୂମିହୀନ ମାନଙ୍କୁ ଖୁବଶୀଘ୍ର ଜମି ଯୋଗାଇ ଦିଆଯିବା ପାଇଁ ପ୍ରଶାସନ ସ୍ତରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ...
ଶ୍ରୀବଳଦେବଜୀଉାଙ୍କ ଚନ୍ଦନ ପୋଖରୀରୁ ଶ୍ରୀ ବିଷ୍ଣୁ ପ୍ରତିମା ଉଦ୍ଧାର
କେନ୍ଦ୍ରାପଡ଼ା, ୨୩ା୫(ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ): କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ଚନ୍ଦନ ପୋଖରୀରୁ ଶ୍ରୀ ବିଷ୍ଣୁଙ୍କ ପ୍ରତିମା ଉଦ୍ଧାର କରାଯାଇଥିବା ଜଣାପଡିଛି। ସୂଚନା ଅନୁଯାୟୀ ଶ୍ରୀଜୀଉଙ୍କ ଚନ୍ଦନ ଯାତ୍ରା ଚାଲିଥିବା...
ଜମିବାଡି ବିବାଦରୁ ତଣ୍ଟିଚିପି ମାରିଦେବା ନେଇ ଥାନାରେ ଅଭିଯୋଗ
କେନ୍ଦ୍ରାପଡ଼ା, ୨୩ା୫(ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ): କେନ୍ଦ୍ରାପଡା ପୈାରାଞ୍ଚଳର ୨ନମ୍ବର ୱାର୍ଡ ଅନ୍ତର୍ଗତ କମାରଖଣ୍ଡି ଗ୍ରାମରେ ଜମିବାଡି ବିବାଦକୁ ନେଇ ଜଣେ ବ୍ୟକ୍ତିଙ୍କୁ ମାଡ ମାରିବା ସହିତ ତଣ୍ଟିଚିପି ତାଙ୍କୁ ମାରି ଦେଇଥିବା ନେଇ...
ରାଜ୍ୟରେ ଆଜି ୮ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର ୨୪-୫ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ
ନୂଆ ଆକ୍ରାନ୍ତ: ୮
୦-୧୮ ବର୍ଷର : ୧
- କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୫
- ସ୍ଥାନୀୟ ଅଞ୍ଚଳରୁ୩
୧- ବାଲେଶ୍ୱର...























