Bureau
ସ୍ୱର୍ଗତ ମୁଖାର୍ଜୀଙ୍କ ସ୍ମୃତିଚାରଣ କରିବା ସହ ନୀରବ ପ୍ରାର୍ଥନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭର୍ଚୁଆଲ କ୍ୟାବିନେଟ୍ ବୈଠକରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା
ତାଙ୍କର ବିଚାରଧାରା ଓ ଚିନ୍ତାଧାରା ସମସ୍ତଙ୍କୁ ଦୀର୍ଘ ସମୟ ଧରି ମାଗଦର୍ଶନ ଦେବ
ତାଙ୍କର ସ୍ମୃତି ଚିରସ୍ମରଣୀୟ ହୋଇରହିବ
ନୂଆଦିଲ୍ଲୀ/ଭୁବନେଶ୍ୱର, ସେପ୍ଟେମ୍ବର ୦୧...
ବନ୍ୟା ପ୍ରପୀଡିତ ଲୋକଙ୍କୁ ଉଦ୍ଧାର କରି ସେମାନଙ୍କ ପାଖରେ ରିଲିଫ ସାମଗ୍ରୀ ପହଂଚାଇବାର ବ୍ୟବସ୍ଥା...
ବିରୋଧୀ ଦଳ ନେତାଙ୍କ ନେତୃତ୍ୱରେ ବିଜେପି ପ୍ରତିନିଧି ଦଳର ବନ୍ୟାଚଂଳ ଗସ୍ତ
ପୁରୀ ଜିଲ୍ଲା କଣାସ ଓ ପିପିଲି ବ୍ଲକର ବିଭିନ୍ନ ବନ୍ୟାଚଂଳ ବୁଲି ଦେଖିଲେ ପ୍ରତିନିଧି ଦଳ
- ବନ୍ୟା ରୋକିବାର ଆନ୍ତରିକତା ନାହିଁ...
ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ସ୍ୱର୍ଗତଃ ପ୍ରଣବ ମୁଖାର୍ଜୀଙ୍କୁ ରାଜ୍ୟ କାର୍ଯ୍ୟାଳୟରେ ଶ୍ରଦ୍ଧାଞ୍ଜଳୀ – ସ୍ୱର୍ଗତଃ...
ଭୁବନେଶ୍ୱର, ୦୧/୦୯ (ଓଡ଼ିଆ ପୁଅ) : ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ସ୍ୱର୍ଗତଃ ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ରାଜ୍ୟ କାର୍ଯ୍ୟାଳୟରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଯାଇଛି। କୋଭିଡ-୧୯ ଗାଇଡଲାଇନକୁ ପାଳନ କରି ସାମାଜିକ...
ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ପିସିସି ପକ୍ଷରୁ ଶୋକସଭା
ଭୁବନେଶ୍ୱର ୧-୯ (ଓଡ଼ିଆ ପୁଅ) - ଭାରତର ପୂର୍ବତନ ରାଷ୍ଟ୍ରପତି, ଭାରତରତ୍ନ ସ୍ୱର୍ଗତ ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ଏକ ଶୋକସଭା ଆଜି କଂଗ୍ରେସ ଭବନ, ଭୁବନେଶ୍ୱର ଠାରେ ପ୍ରଦେଶ କଂଗ୍ରେସ କମିଟି ସଭାପତି...
ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ପ୍ରସଙ୍ଗ : ମିଥ୍ୟା ଅଭିଯୋଗ କରି ଖସିଯିବାର...
- ପ୍ରପର୍ଟି ଡିଲର ସାଜିଥିବା ରାଜ୍ୟ ସରକାର ହୀନ ଚକ୍ରାନ୍ତ କରି ବିକ୍ରି କରିଦେବାର ଅପପ୍ରୟାସ କରୁଛନ୍ତି
ଭୁବନେଶ୍ୱର, ୦୧/୦୯ (ଓଡ଼ିଆ ପୁଅ) : କେନ୍ଦ୍ର ସରକାରଙ୍କ ପ୍ରସାଦ ଯୋଜନାରେ ଆଇଟିଡିସି ତରଫରୁ ଟେଣ୍ଡର...
ଖୋର୍ଦ୍ଧା ଜିଲ୍ଲାରେ ଭୟଙ୍କର ବନ୍ୟା ପରିସ୍ଥିତି – ଜଟଣୀ ବିଧାୟକ ବନ୍ୟାଂଚଳ ପରିଦର୍ଶନ କଲେ
ଜଟଣୀ ୧-୯ (ଓଡ଼ିଆ ପୁଅ) - ଜଟଣୀ ବ୍ଲକର ତିରିମଲ୍ଲା ଗ୍ରାମ ପଂଚାୟତର ପାଣ୍ଡିଆବିଲ୍ଲି, ବୁଢ଼ାଙ୍ଗଗେରା, ରାଣିପୁର, ବିସିଆପଡ଼ା, ବୁଢ଼ାପଡ଼ା, ବରକୁଦା, ପାଂଚଗାଁ, ବିରିବନ୍ଧ, କୁହା, କଂଟିଲୋ, ଅରକୁଳ, ବୋତଣ୍ଡା ଲୋକମାନେ ପାଣି...
ଆମେରିକାରେ ଓଡିଶା ଜାଗରଣର ସ୍ୱର ଝଙ୍କୃତ : “ଓସା ” ଦ୍ୱାରା “ନୂଆଖାଇ” ପାଳନ
କାଲିଫର୍ନିଆ / ନୂଆଦିଲ୍ଲୀ /ସମ୍ବଲପୁର /କଟକ - ୧/୯ (ଓଡ଼ିଆ ପୁଅ) ନୂଆଖାଇ ପଶ୍ଚିମ ଓଡ଼ିଶାର ଗଣପର୍ବ ହୋଇଥିଲେ ହେଁ ଏହା ସମଗ୍ର ଓଡ଼ିଶାର ମହାନ କଳା , ସଂସ୍କୃତି , ଐତିହ୍ୟ...
ତଲାବିରା କୋଇଲା ଖଣିରେ ୨ ଟି ଅନିର୍ଦ୍ଧିଷ୍ଟକାଳୀନ ଅନଶନ
ସମ୍ବଲପୁର, ୦୧/୦୯ (ଓଡ଼ିଆ ପୁଅ/ସରୋଜ ସାହୁ): ସମ୍ବଲପୁର ଜ଼ିଲ୍ଲା ରେଙ୍ଗାଲି ବ୍ଲକ ଅନ୍ତର୍ଗତ ଖିଣ୍ଡା ଗ୍ରାମ ପଞ୍ଚାୟତରେ ଥିବା ତଲାବିରା (୨) ଏବଂ (୩) କୋଇଲା ଖଣିରେ ସ୍ଥାୟୀ ନିଯୁକ୍ତି ଦାଵୀ ରେ...
କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ...
ଭୁବନେଶ୍ୱର ୧-୯ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୦୨୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୧୦୬୫୬୧ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୬୬...
“ହୁ”ର ସତର୍କବାଣୀ: କରୋନା ଭ୍ୟାକ୍ସିନ୍ ର ଜରୁରୀକାଳୀନ ଅନୁମୋଦନ “ପ୍ରତିକୂଳ ପାର୍ଶ୍ୱ ପ୍ରତିକ୍ରିୟା” ହୋଇପାରେ
ନୂଆ ଦିଲ୍ଲୀ ୧-୯ (ଓଡ଼ିଆ ପୁଅ) ଆମେରିକାର ଔଷଧ ନିୟାମକ, ଫୁଡ୍ ଏଣ୍ଡ ଡ୍ରଗ୍ ଆଡମିନିଷ୍ଟ୍ରେସନ୍ (FDA), କରୋନାଭାଇରସ୍ ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ଦେବାକୁ ଯାଉଛି। ଏଫ୍ଡିଏ କମିଶନର ଷ୍ଟିଫେନ୍...
ରାଜ୍ୟରେ ପୁଣି କରୋନା ନେଲା ୧୧ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୫୦୩ କୁ...
ଭୁବନେଶ୍ୱର ୦୧-୦୯ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୧୧ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୫୦୩ କୁ ବୃଦ୍ଧି ପାଇଛି।ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।
କଟକ ଜିଲ୍ଲାରୁ...
ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୦୨୫ ନୂଆ ଆକ୍ରାନ୍ତ ଚିହ୍ନଟ – ମୋଟ ଆକ୍ରାନ୍ତ...
ଭୁବନେଶ୍ୱର ୧-୯ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୦୨୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୧୦୬୫୬୧ କୁ ବୃଦ୍ଧି ପାଇଛି।– ୩୦ ଜିଲ୍ଲାରୁ ଆକ୍ରାନ୍ତ ଚିହ୍ନଟ– ଖୋର୍ଦ୍ଧା...
କୋଭିଡ-୧୯ ସଂକଟ ସମୟରେ ବିଜେପି କାର୍ଯ୍ୟକର୍ତାଙ୍କ ସେବା କାର୍ଯ୍ୟକୁ ନେଇ “ସେବା ହିଁ ସଂଗଠନ”...
- ପ୍ରଥମ “ସେବା ହିଁ ସଂଗଠନ” ଇ-ବୁକ୍ କୁ ଉନ୍ମୋଚନ କଲେ ରାଜ୍ୟ ସଭାପତି- ‘ସେବା ହିଁ ସଂଗଠନ’ ଇ-ବୁକ୍ ଯୁଗଯୁଗକୁ ଭବିଷ୍ୟତ ପିଢୀଙ୍କୁ ସେବା କାର୍ଯ୍ୟ ପାଇଁ ପ୍ରେରଣା ଯୋଗାଇବ :...
ଯାଜପୁର କେଲୁଅ ନଦୀରେ କୃତ୍ରିମ ଘାଇ ସୃଷ୍ଟି କରିବା ପ୍ରସଙ୍ଗ – ଡିନାମାଇଟ ଲଗାଇ...
- କୃତ୍ରିମ ଘାଇର ତଦନ୍ତ ନ୍ୟାୟପାଳିକାର ଜଣେ ଉଚ୍ଚପଦସ୍ତ ଜଜ୍ ଙ୍କ ଅଧୀନରେ କରାଯାଉ- ମାମୁଁ ଭଣଜା ଯୋଡି ଡିନାମାଇଟ ଲଗାଇ ନଦୀ ବନ୍ଧ ଭାଙ୍ଗି ଲକ୍ଷାଧିକ ଜୀବନକୁ ବିପଦ ମୁହଁକୁ ଠେଲିଦେଇଛନ୍ତି-...
ସର୍ବାଧିକ ୩୦ଟି ଘାଇ ହୋଇଥିବା ଯାଜପୁର ଜିଲ୍ଲା ଗସ୍ତ କରି ବନ୍ୟାଚଂଳ ପରିଦର୍ଶନ କରି...
- ବନ୍ୟା ପ୍ରପୀଡିତ ଲୋକଙ୍କୁ ଉଦ୍ଧାର କରି ସେମାନଙ୍କ ପାଖରେ ରିଲିଫ ସାମଗ୍ରୀ ପହଂଚାଇବାର ବ୍ୟବସ୍ଥା କରୁ ଜିଲ୍ଲାପ୍ରଶାସନ- ଯାଜପୁର ଜିଲ୍ଲା ବଡଚଣା ବ୍ଲକ ଗସ୍ତ କରି ବନ୍ୟାଚଂଳ ସ୍ଥିତି ଅନୁଧ୍ୟାନ କଲେ...
ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁର୍ଖାଜୀଙ୍କ ବିୟୋଗରେ ପିସିସି ସଭାପତିଙ୍କ ଶୋକ
ଭୁବନେଶ୍ୱର ୩୧-୮ (ଓଡ଼ିଆ ପୁଅ) - ପୂର୍ବତନ ରାଷ୍ଟ୍ରପତି ତଥା ବିଶିଷ୍ଟ ରାଜନୈତିଜ୍ଞ ଭାରତରତ୍ନ ପ୍ରଣବ ମୁର୍ଖାଜୀଙ୍କ ବିୟୋଗରେ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି। ପ୍ରଣବଙ୍କ ମୃତ୍ୟୁରେ...
ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ୟୁଥ୍ ଫର୍ ଭଲ୍ୟୁଣ୍ଟାରୀ ୱାର୍କର ଶୋକ ପ୍ରକଟ
ଭୁବନେଶ୍ୱର, ୩୧-୦୮(ଓଡ଼ିଆ ପୁଅ) : ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିବା ସହ ସ୍ୱର୍ଗତ ଆତ୍ମାର ସଦ୍ଗତି କାମନା କରିଛି ସାମାଜିକ ସ୍ୱେଚ୍ଛାସେବୀ ଅନୁଷ୍ଠାନ "ୟୁଥ୍...
ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ସମାଜବାଦୀପାର୍ଟିର ଶୋକ
ଭୁବନେଶ୍ୱର, ୩୧ା୮ (ଓଡ଼ିଆ ପୁଅ) : ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ସମାଜବାଦୀ ପାର୍ଟି ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି। ପାର୍ଟିର ରାଜ୍ୟସଭାପତି ରବି...
ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ପୂର୍ବତନ ବିଧାୟକ ସନାତନ ମହାକୁଡଙ୍କ ଗଭୀର ଶୋକପ୍ରକାଶ
ଭୁବନେଶ୍ୱର, ୩୧ା୮ (ଓଡ଼ିଆ ପୁଅ) : ଭାରତବର୍ଷର ପୂର୍ବତନ ମହାମହୀମ ରାଷ୍ଟ୍ରପତି, ଭାରତରତ୍ନ ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ପୂର୍ବତନ ବିଧାୟକ ସନାତନ ମହାକୁଡ଼ ଗଭୀର ଶୋକ ପ୍ରକଟ କରିଛନ୍ତି।
ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ରାଜ୍ୟ ବିଜେପିର ଗଭୀର ଶୋକ
ଭୁବନେଶ୍ୱର, ତା-୩୧/୦୮ (ଓଡ଼ିଆ ପୁଅ) : ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ ନାଏକ ଗଭୀର...







