Bureau
ଭାରତ ଯୋଡ଼ୋ ଯାତ୍ରା ସହିତ ଯୋଡ଼ି ହେଲେ ଓଡ଼ିଶାର ସାମାଜିକ କର୍ମୀ ଓ ବୁଦ୍ଧିଜୀବୀ...
ଭୁବନେଶ୍ୱର ୧୯.୯ (ଓଡ଼ିଆ ପୁଅ) – ସଂପ୍ରତି ଦେଶରେ କଂଗ୍ରେସ ଦଳ ପକ୍ଷରୁ ଚାଲିଥିବା ଭାରତ ଯୋଡ଼ୋ ଯାତ୍ରା ପ୍ରତି ଦେଶବାସୀଙ୍କର ଅଭୁତପୂର୍ବ ଜନ ସମର୍ଥନ ମିଳୁଛି। ବୁଦ୍ଧିଜୀବୀ, ସାମାଜିକ କର୍ମୀ, ଲେଖକ...
ବିଦ୍ୟୁତଲତାଙ୍କୁ ଶ୍ରଦ୍ଧାଞ୍ଜଳି ଓ ଭିନ୍ନକ୍ଷମଙ୍କୁ ସମ୍ବର୍ଦ୍ଧନା
କେନ୍ଦ୍ରାପଡା, ୧୯ା୯ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ତରଡିପାଳ ଗ୍ରାମର ବିଶିଷ୍ଟ ପରୋପକାରୀ ଧର୍ମପରାୟଣ ମହିଳା ତଥା ପ୍ରାକ୍ତନ ଅଧ୍ୟକ୍ଷ ନିର୍ମଳ ଚନ୍ଦ୍ର ବିଶ୍ୱାଳଙ୍କ ଧର୍ମପତ୍ନୀ...
ଦେଶରେ ଆଜି କମିଲା କରୋନା ସଂକ୍ରମଣ: ଗତ ୨୪ ଘଣ୍ଟା ମଧ୍ୟରେ ୪,୦୪୩ ନୂଆ...
ନୂଆ ଦିଲ୍ଲୀ ୨୦-୯ (ଓଡ଼ିଆ ପୁଅ) ଦେଶରେ କମିଲା ସଂକ୍ରମଣ : ଗତ ୨୪ ଘଣ୍ଟା ମଧ୍ୟରେ ୪,୦୪୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭାରତର ଆକ୍ଟିଭ୍ କେସ୍ ବର୍ତ୍ତମାନ ୪୭,୩୭୯ କୁ ହ୍ରାସ...
ରାଜ୍ୟରେ ଆଜି ୧୬୪ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର ୨୦ -୯ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୧୬୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ
ନୂଆ ଆକ୍ରାନ୍ତ: ୧୬୪
୦-୧୮ ବର୍ଷର : ୪୩
- କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୯୭
- ସ୍ଥାନୀୟ ଅଞ୍ଚଳରୁ ୬୭
୧-...
ଶିଖ୍ ପ୍ରତିନିଧି ଦଳକୁ ନିଜ ବାସଗୃହରେ ଭେଟିଲେ ପ୍ରଧାନମନ୍ତ୍ରୀ : ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ...
- ପଗଡି ବାନ୍ଧି ଓ ଶିରୋପା ନେଇ ପ୍ରତିନିଧି ଦଳ ପ୍ରଧାନମନ୍ତ୍ରୀଙ୍କୁ ସମ୍ମାନୀତ କଲେ
- ଶିଖ ସମ୍ପ୍ରଦାୟର କଲ୍ୟାଣ ଓ ମର୍ଯ୍ୟାଦା ରକ୍ଷା ପାଇଁ ପଦକ୍ଷେପ ନେଉଥିବାରୁ ପ୍ରତିନିଧିଦଳ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ...
“ଏକ ଭାରତ ଶ୍ରେଷ୍ଠ ଭାରତ” କାର୍ଯ୍ୟକ୍ରମ : ଓଡ଼ିଶା ପହଁଚିଲେ ମହାରାଷ୍ଟ୍ର ଛାତ୍ରଛାତ୍ରୀ
ଗଙ୍ଗପଡ଼ା ୧୯-୯ (ଓଡ଼ିଆ ପୁଅ) :- ଗାନ୍ଧି ଇନ୍ଷ୍ଟିଚ୍ୟୁଟ୍ ଫର୍ ଟେକ୍ନୋଲୋଜି (ଗିଫ୍ଟ)ରେ ଭାରତ ସରକାରଙ୍କର ପ୍ରୟୋଜିତ ଆଜାଦୀ କା ଅମୃତ ମହୋତ୍ସବ ଅନ୍ତର୍ଗତ ଏଆଇସିଟିଇ “ଏକ ଭାରତ ଶ୍ରେଷ୍ଠ ଭାରତ” କାର୍ଯ୍ୟକ୍ରମ...
ଆଇଆଇଟି ମାଡ୍ରାସର ୨୦୨୧-୨୭ ରଣନୈତିକ ଯୋଜନାର ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ : ମାନବତାର ଭବିଷ୍ୟତ...
- ଏମ୍ଫାସିସ୍ ସେଣ୍ଟର ଫର୍ କ୍ୱାଣ୍ଟମ ସାଇନ୍ସ ଓ କୋଟକ୍- ଆଇଆଇଟି ମାଡ୍ରାସ ସେଭ୍ ଏନର୍ଜି ମିଶନ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ
- ଶିକ୍ଷାନୁଷ୍ଠାନ ପରିସରରେ ଥିବା ୫ଜି ଟେଷ୍ଟ୍ ବେଡ୍, ୩ଡି -ପ୍ରିଣ୍ଟେଡ୍...
କେନ୍ଦ୍ରାପଡାର ଗଣପର୍ବ ଗଜଲକ୍ଷ୍ମୀ ପୂଜା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡା, ୧୯ା୯ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡାର ଗଣପର୍ବ ଗଜଲକ୍ଷ୍ମୀ ପୂଜା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ ସୋମବାର ଅପରାହ୍ନରେ ପୈାରସଂସ୍ଥା ଟାଉନହଲ ପରିସରରେ ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ସଭାପତିତ୍ୱରେ...
ଶିବାନନ୍ଦ ଆଶ୍ରମରେ ଯୋଗ ଓ ବକ୍ତୃତା ପ୍ରତିଯୋଗୀତା
କେନ୍ଦ୍ରାପଡା, ୧୯ା୯ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ପଞ୍ଚାୟତର ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମରେ ୨ଦିନ ବ୍ୟାପି ବକ୍ତୃତା ଓ ଯୋଗ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି। ଏତଦବ୍ୟତିତ ସ୍ୱାମୀ...
ତେନ୍ତଳିଖୁଣ୍ଟି ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର
ନବରଙ୍ଗପୁର ୧୯/୦୯ (ଓଡ଼ିଆ ପୁଅ/ରବିନାରାୟଣ ମହାନ୍ତି) ତେନତୁଳିଖୁଣ୍ଟି ପଞ୍ଚାୟତ ସମିତି କାର୍ଯ୍ୟାଳୟର ସଭା ଗୃହରେ ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୪୫...
ନାବାଳିକା ଉଦ୍ଧାର
ନବରଙ୍ଗପୁର ୧୯/୯ (ଓଡ଼ିଆ ପୁଅ/ରବିନାରାୟଣ ମହାନ୍ତି) - ନବରଙ୍ଗପୁର ଜିଲା ଡାବୁଗାଁଥାନା ପୋଲିସ ଜଣେ ନାବାଳିକାକୁ ସୋମବାର ଉଦ୍ଧାର କରିଛି। ସୂଚନାଯୋଗ୍ୟ ଡାବୁଗାଁ ଥାନା ଅଧୀନ ରାବଣାଗୁଡା ଗ୍ରାମର ପରଶୁରାମ ପୂଜାରୀଙ୍କ ୧୪...
୨୦ ସେପ୍ଟେମ୍ବର ମଙ୍ଗଳବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ
ମେଷ : ସ୍ଵାସ୍ଥ୍ୟ ଭଲ ରହିବ। ମାନସିକ ରୂପରେ ପ୍ରସନ୍ନତା ରହିବ। ସାହିତ୍ୟ କଳା କ୍ଷେତ୍ରରେ ମଧ୍ୟ ଆପଣ ନିଜର ସୃଜନାତ୍ମକତା ପ୍ରସ୍ତୁତ କରିବେ। ଘରେ ଶାନ୍ତିପୂର୍ଣ୍ଣ ବାତାବରଣ ରହିବ। ଦୈନିକ କାର୍ଯ୍ୟଗୁଡ଼ିକରେ...
ବିନା ରାଜ୍ୟରେ ରାଜା : ଗଜପତି ପୁସ୍ତକ ଉନ୍ମୋଚନ
ନୁଆଦିଲ୍ଲୀ, ୧୯.୦୯ (ଓଡ଼ିଆ ପୁଅ) ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଆଦ୍ୟ ସେବକ ଗଜପତିଙ୍କର ନିଜ ପାଇଁ କୌଣସି ରାଜ୍ୟର ଆବଶ୍ୟକତା ନାହିଁ। ବରଂ ଜଗତର ନାଥଙ୍କର ଅନ୍ତରଙ୍ଗ ସେବାକାରୀ ହିସାବରେ ସାରା ଦୁନିଆର...
୬ ଜିଲ୍ଲାର ମିଶନ ଶକ୍ତି ମା ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ଯୋଗୁ ଆଜି ଆମେ ବିଭିନ୍ନ କ୍ଷେତ୍ରରେ ଆମର ପ୍ରତିଭାର ବିକାଶ ହୋଇପାରିଛି – ମିଶନ ଶକ୍ତି ମା' ମାନେ
ଭୁବନେଶ୍ବର, ୧୯.୦୯ (ଓଡ଼ିଆ ପୁଅ) ଆଜି ସଂଧ୍ୟାରେ ନବୀନ...
ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ପ୍ରତିଷ୍ଠା ଦିବସ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ : ଶିକ୍ଷକ...
- ଶିକ୍ଷକ ମାନଙ୍କ କଲ୍ୟାଣ ପାଇଁ ବଜ୍ର ଯୋଜନାର ଶୁଭାରମ୍ଭ
- ୫ଟି ଶ୍ରେଷ୍ଠ ବିଦ୍ୟାଳୟ ଓ ୫ ଜଣ ଶ୍ରେଷ୍ଠ ଛାତ୍ରଛାତ୍ରୀ ପୁରସ୍କୃତ
ଭୁବନେଶ୍ୱର ୧୯-୦୯ (ଓଡ଼ିଆ ପୁଅ) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ...
ଓଡ଼ିଶା ପ୍ରାଥମିକ ବି.ଏଡ୍. ଶିକ୍ଷକ ମହାସଂଘର ରାଜ୍ୟସ୍ତରୀୟ ବୈଠକ
ଭୁବନେଶ୍ୱର, ୧୮ା୯ (ଓଡ଼ିଆ ପୁଅ) : ଓଡ଼ିଶା ପ୍ରାଥମିକ ବି.ଏଡ୍ ଟିଚର୍ସ ଫେଡେରେସନ୍ (ଓଇବିଟିଏଫ୍)ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଭୁବନେଶ୍ୱରସ୍ଥ ଇନ୍ଦିରାଗାନ୍ଧୀ ପାର୍କଠାରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ଅଜୟ କୁମାର ଧଳଙ୍କ...
ଐତିହସିକ ପୋଡାଗଡ଼ରେ ନୁଆଖାଇ ଭେଟ୍ ଘାଟ୍
ନବରଙ୍ଗପୁର ୧୯-୯ (ଓଡ଼ିଆ ପୁଅ/ରବିନାରାୟଣ ମହାନ୍ତି) ନବରଙ୍ଗପୁର ଜିଲ୍ଲାର ଐତିହଭରା ପର୍ଯ୍ୟଟନ୍ ସ୍ଥଳିରେ ମହାସମାହାରରେ ନୁଆଖାଇ ଭେଟ୍ ଘାଟ୍ ପାଳିତ ହୋଇ ଯାଇଛି। ଏହି ଅବସରରେ ଉକ୍ତ ଐତିହାସିକ ପିଠରେ ତିନି ମୁଠାର...
ଭାରତ ଯୋଡ଼ କାର୍ଯ୍ୟକ୍ରମର ମୁଖ୍ୟ ସଂଯୋଜକ ଭାବେ ମନୋଜ ସାହୁ ମନୋନୀତ
ଭୁବନେଶ୍ୱର ୧୯.୯ (ଓଡ଼ିଆ ପୁଅ) : ଭାରତ ଯୋଡ଼ ଓଡ଼ିଶା କାର୍ଯ୍ୟକ୍ରମର ସୁପରିଚାଳନା ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ ସେବା ଦଳର ଅଧ୍ୟକ୍ଷ ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର ରାଜ୍ୟ କଂଗ୍ରେସ ସେବା ଦଳ...
ପି.ସି.ସି ସଦସ୍ୟ ହେଲେ ଦିଲ୍ଲୀପ ପ୍ରଧାନୀ
ନବରଙ୍ଗପୁର ୧୯-୦୯ (ଓଡ଼ିଆ ପୁଅ/ରବିନାରାୟଣ ମହାନ୍ତି) ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ପଂଚାୟତ ସମିତି ର ପାତ୍ରପୁଟ ଗ୍ରାମ ପଞ୍ଚାୟତ ର ସମିତି ସଭ୍ୟ ତେନ୍ତୁଳିଖୁଣ୍ଟି ବ୍ଲକ ରୁ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ...
ରାଜ୍ୟ ସିଲେକ୍ସନ ବୋର୍ଡ ଅଧ୍ୟାପକ ସଙ୍ଘର କାର୍ଯ୍ୟକାରିଣୀ ବୈଠକ
କେନ୍ଦ୍ରାପଡା, ୧୯ା୯ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) : ଓଡିଶା ଏସ.ଏସ.ବି. ଅଧ୍ୟାପକ ସଙ୍ଘର ଏକ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ସଙ୍ଘର ସଭାପତି ସରୋଜକାନ୍ତ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବରିଷ୍ଠ...