Home Authors Posts by Sanjay Kumar Panigrahi

Sanjay Kumar Panigrahi

692 POSTS 0 COMMENTS

ବାଲିଗୁଡ଼ା: ଏନଏସି ନିର୍ବାଚନରେ ବିଜେଡ଼ିର ବିପୁଳ ବିଜୟ :ବିଜେପି ଖାତା ଖୋଲି ପାରିନାହିଁ

0
ବାଲିଗୁଡ଼ା ୨୭-୩ : (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) : ପୌର ନିର୍ବାଚନରେ ପୁଣି ବିଜେଡ଼ିର ବାଜିମାତ୍। ମାଟି କାମୁଡ଼ିଲେ ଦୁଇ ଜାତୀୟ ଦଳ। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦରେ...

ବାଲିଗୁଡା ଏନଏସି ର ୧୩ଟି ୱାର୍ଡର କାଉନସିଲର ଫଳାଫଳ ଘୋଷିତ : ବିଜେଡି ୧୧...

0
ବାଲିଗୁଡ଼ା ୨୭-୩ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଏନଏସି ରେ କାଉନସିଲର ଫଳାଫଳ ଘୋଷିତ ହୋଇ ଯାଇଛି। ୱାର୍ଡନଂ- ୧- ଅଜୟ କୁମାର ଦିଗାଲ (କଂଗ୍ରେସ ): ୨୯୨ଟି...

ବାଲିଗୁଡା ଏନଏସିରେ ମତଦାନ ହାର ୬୯.୦୭ % : ଶାନ୍ତି ଶୃଙ୍ଖଳା ସହ ସମାପନ

0
ବାଲିଗୁଡା ୨୪-୩ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଏନଏସିର ୧୩ ଗୋଟି ୱାର୍ଡର ୧୭ ଟି ମତଦାନ କେନ୍ଦ୍ରରେ ଜଣେ ଅଧ୍ୟକ୍ଷ ଏବଂ ୧୩ ଟି କାଉନସିଲର...

ରଙ୍ଗର ପର୍ବ ହୋଲି ପାଳିତ : ଗାଁଠୁ ସହର ସବୁଠି ଉତ୍ସାହ

0
କନ୍ଧମାଳ ୧୯-୩ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) : ଆଜି ହେଉଛି ରଙ୍ଗ ଓ ଭାଇଚାରାର ପର୍ବ ହୋଲି। ଆନନ୍ଦ, ଉଲ୍ଲାସର ସହ ପରସ୍ପରକୁ ଅବିର ଓ ରଙ୍ଗ ଲଗାଇଛନ୍ତି। କିଛି ସମୟ...

ଜି.ଉଦୟଗିରି ପୌର ନିର୍ବାଚନ : ବିଜ୍ଞାପିତ ଅଞ୍ଚଳରେ ଥିବା ସମସ୍ୟାକୁ ନେଇ ମତଦାତା ଅସନ୍ତୁଷ୍ଟ

0
ବାଲିଗୁଡା, ୧୯-୩ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ୪୨ ବର୍ଷ ପୂରଣ କରି ୪୩ ବର୍ଷରେ ପାଦ ଥାପିଛି।...

ଶ୍ରୀ ସତ୍ୟସାଇ ସେବା ସମିତି ତରଫରୁ ଜିଲ୍ଲା ସ୍ତରୀୟ ସମ୍ମିଳନୀ ଆୟୋଜନ

0
ବାଲିଗୁଡା ୧୩-୩ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ): ଶ୍ରୀ ସତ୍ୟସାଇ ସେବା ସଂଗଠନ, ଓଡିଶା, କନ୍ଧମାଳ ଆନୁକୂଲ୍ୟରେ ବାଲିଗୁଡା ସାଇ ମନ୍ଦିର ଠାରେ ଜିଲ୍ଲା ସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପ୍ରାତଃ ସମୟରେ...

ନନ୍ଦିନୀ ମଳିକ ହେଲେ କନ୍ଧମାଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା

0
କନ୍ଧମାଳ ୧୩-୩ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ପରିଷଦର ଅଧ୍ୟକ୍ଷା ପଦବୀ ନିର୍ବାଚନ ରବିବାର ପଞ୍ଚାୟତ ଭବନ ଠାରେ ଥିବା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଗଠନ...

ନିର୍ଦ୍ବନ୍ଦରେ ବାଲିଗୁଡା ବ୍ଲକ ଅଧ୍ୟକ୍ଷା ପଦ ହାସଲ କଲା ବିଜେଡି

0
ବାଲିଗୁଡା ୧୨-୩  (ଓଡ଼ିଆ ସଞ୍ଜୟ କୁମାର ପାଣିଗ୍ରାହୀ) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପଞ୍ଚାୟତ ସମିତି ଅଧ୍ୟକ୍ଷା ମତଦାନ ସମାପନ ହୋଇଯାଇଛି। ଏ ନେଇ କନ୍ଧମାଳ ଜିଲ୍ଲା ବାଲିଗୁଡା ପଞ୍ଚାୟତ ସମିତି ଅଧ୍ୟକ୍ଷା ବାଲିଗୁଡା...

କନ୍ଧମାଳ ଜିଲ୍ଲାର ୧୨ ବ୍ଲକରେ ଅଧ୍ୟକ୍ଷ ଅଧ୍ୟକ୍ଷା ନିର୍ବାଚିତ

0
କନ୍ଧମାଳ ୧୨-୩ : (ଓଡ଼ିଆ ପୁଅ /ସଞ୍ଜୟ କୁମାର ପାଣିଗ୍ରାହୀ) କନ୍ଧମାଳ ଜିଲ୍ଲାର ୧୨ଟି ବ୍ଲକରେ ଶନିବାର ଶାନ୍ତିଶୃଙ୍ଖଳାର ସହିତ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହୋଇଛି। ପ୍ରାୟ ସମସ୍ତ ବ୍ଲକରେ...

ଶାନ୍ତି ଏବଂ ନିରାପତ୍ତା ବଜାୟ ରଖିବା ସହ ଗ୍ରାମାଞ୍ଚଳ ବାସୀଙ୍କ ସହ ସୁସମ୍ପର୍କ ରଖିବା...

0
ବାଲିଗୁଡା ୧୦-୩ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ଭାଲିଆପାଣି ପଞ୍ଚାୟତରେ ଶାନ୍ତି ଏବଂ ନିରାପତ୍ତା ବଜାୟ ରଖିବା ସହ ଗ୍ରାମାଞ୍ଚଳ ବାସୀ...

ଚନ୍ଦନ ଗଛକୁ କାଟି ନେବା ବେଳେ ଗ୍ରାମବାସୀଙ୍କ ହାବୁଡ଼ରେ ପଡିଲେ : ବିପୁଳ ପରିମାଣର...

0
ବାଲିଗୁଡା ୧୦-୩ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାରେ ଏବେ ଗଞ୍ଜେଇ ଭଳି ଚନ୍ଦନ କାଠ ଚୋରା ବେପାରୀ ମାତିଛନ୍ତି। ଜଙ୍ଗଲରେ ଥିବା ପ୍ରାୟ ଚନ୍ଦନ ଗଛ କାଟି ସଫା...

ଆଦିବାସୀ ମହାବିଦ୍ୟାଳୟରେ ବିଶ୍ଵ ମହିଳା ଦିବସ ପାଳିତ

0
ବାଲିଗୁଡ଼ା ୯-୩ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ବିଶ୍ଵ ମହିଳା ଦିବସ ପାଳିତ ହୋଇଯାଇଛି। ଉକ୍ତ ଉତ୍ସବରେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର...

ଏଫସିଆଇ ଶ୍ରମିକଙ୍କ ଧାରଣା ୧୨ ଦିନରେ ପହଞ୍ଚିଲା: ଆଗାମୀ ପଞ୍ଚାୟତ ନିର୍ବାଚନରେ ଭୋଟ ବର୍ଜନ...

0
କନ୍ଧମାଳ, ୧୯-୧ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫୁଲବାଣୀ ଏଫସିଆଇର ଶ୍ରମିକ ସଂଗଠନ ପକ୍ଷରୁ ସଭାପତି କେଶବ ଚନ୍ଦ୍ର ଦିଗାଲଙ୍କ ନେତୃତ୍ବରେ ଏଫସିଆଇର ସମ୍ମୁଖରେ ଦିଆଯାଇଥିବା ଧାରଣା ବୁଧବାର ୧୨ ଦିନରେ...

ବଡଦିନ ପାଇଁ ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ଶାନ୍ତି କମିଟି ବୈଠକ

0
ବାଲିଗୁଡା ୨୧-୧୨ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଜିଲ୍ଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଥିବା ସଭାଗୃହ ଠାରେ ବଡଦିନ ପାଇଁ ଉପଖଣ୍ଡ ସ୍ତରୀୟ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି।...

ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା କନ୍ଧମାଳ, :...

0
କନ୍ଧମାଳ:(ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଲେଖିଲା ବିକାଶ ନୂଆ କାହାଣୀ। ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ଯୋଡ଼ି ହୋଇଛି କନ୍ଧମାଳ ଜିଲ୍ଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଫୁଲବାଣୀ ଗସ୍ତ କରିବା ସହ କନ୍ଧମାଳ ଜିଲ୍ଲାରେ...

‌କନ୍ଧମାଳ ଜିଲ୍ଲା ବିଜେପି ଉପ ସଭାପତିଙ୍କ ପିତୃ ବିୟୋଗ

0
‌କନ୍ଧମାଳ ୨୨-୧୧ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକର ବାଲନ୍ଦାପଡା ବଣିଆ ସାହି ବାସିନ୍ଦା ତଥା ଜିଲ୍ଲା ବିଜେପି ଉପସଭାପତି ବିପିନ ବିହାରୀ ମହାପାତ୍ରଙ୍କ ପିତା ଡିଗ୍ରୀ...

ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ଫୁଲବାଣୀ ଗସ୍ତକୁ ନେଇ ବିଜେଡିର ବୈଠକ

0
କନ୍ଧମାଳ, (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ):ଚଳିତ ମାସ ୨୨ ତାରିଖରେ ଫୁଲବାଣୀ ଗସ୍ତରେ ଆସୁଛନ୍ତି ବିଜେଡି ସୁପ୍ରିମୋ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମିଳିଥିବା ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ଦିନିକିଆ ଗସ୍ତରେ...

ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର, ଦୁଇଜଣ ଚାଲାଣକାରୀ ଗିରଫ

0
ବାଲିଗୁଡ଼ା, ୧୯/୧୧ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ): ଗ୍ରାହକ ବେଶରେ ବଜ୍ରକାପ୍ତା ଚାଲାଣକାରୀଙ୍କୁ ମାଡ଼ି ବସିଲା ଏସଟିଏଫ୍‌ ଓ ବନ ବିଭାଗର ସ୍ୱତନ୍ତ୍ର ଟିମ୍‌। ଚାଲାଣକାରୀଙ୍କ ନିକଟରୁ ୧୧କିଲୋ ଓଜନର ଜୀବନ୍ତ ବଜ୍ରକାପ୍ତା...

ଟାଟା ମ୍ୟାଜିକକୁ ଧକ୍କାଦେଇ ବାଇକ ଆରୋହୀ ମୃତ

0
ବାଲିଗୁଡା, ୧୫/୧୦ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଟାଉନ ସୁନାପାଙ୍ଗାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସୁନାପାଙ୍ଗାରେ ଛିଡା ହୋଇଥିବା ଟାଟା ମ୍ୟାଜିକୁ ପଛପଟୁ ଧକ୍କାଦେଲା...

ହିନ୍ଦୁ ଦେବାଦେବୀଙ୍କୁ ସୋସିଆଲ ମିଡ଼ିଆ ରେ ଅଶ୍ଳୀଳ ମନ୍ତବ୍ୟ ପୋଷ୍ଟ କୁ ନେଇ ଚାପା...

0
ବାଲିଗୁଡ଼ା, ୦୩/୧୦.(ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନର ଜୈନକ ମୁସଲମାନ ଯୁବକ ହିନ୍ଦୁ ଦେବାଦବୀଙ୍କୁ ନେଇ ସୋସିଆଲ ମିଡିଆରେ ଅଶ୍ଳୀଳ ମନ୍ତବ୍ୟ ପୋଷ୍ଟ କୁ ନେଇ ଚାପା ଉତ୍ତେଜନା...