Sanjay Kumar Panigrahi
ଫେରାର୍ ବଳାତ୍କାର ଅଭିଯୁକ୍ତ ଗିରଫ
ବାଲିଗୁଡା, ୨୧/୧ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) ଏକ ବଳାତ୍କାର ମାମଲାରେ ସମ୍ପୃକ୍ତ ଥାଇ ୧୨ ବର୍ଷ ଧରି ଫେରାର୍ଥିବା ଅଭିଯୁକ୍ତଙ୍କୁ ସୋମବାର ଦାରିଙ୍ଗବାଡ଼ି ଥାନା ପୋଲିସ ଗିରଫ କରିଛି।
ସେ ହେଲେ ପର୍ତ୍ତମାହା...
ଅବ୍ୟବସ୍ଥାରେ ମାର୍ଦ୍ଦିପଙ୍କା ପ୍ରାଥମିକ ବିଦ୍ୟାଳୟ
ବାଲିଗୁଡା.୨୦/୧.(ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ତଥା ମାଓବାଦୀ ପ୍ରବଣ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି। ଛାତ୍ରୀଛାତ୍ରଙ୍କୁ ଅତି ନିମ୍ନମାନର ଖାଦ୍ୟ...
ଜି.ଉଦୟଗିରିରେ ଏପ୍ରିଲରୁ ଅସ୍ଥାୟୀ ଘରେ ଆରମ୍ଭ ହେବ ଆଦର୍ଶ ବିଦ୍ୟାଳୟ
ବାଲିଗୁଡା, ୨୦/୧.(ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) ଆସନ୍ତା ଶିକ୍ଷା ବର୍ଷରୁ ଅର୍ଥାତ ଏପ୍ରିଲ ମାସ ଠାରୁ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରିରେ ଆଦର୍ଶ ବିଦ୍ୟାଳୟ ଆରମ୍ଭ ହେବ ବୋଲି ଗୋଷ୍ଠି...
କନ୍ଧମାଳରେ ପିଛା ଛାଡ଼ୁନି ଜନନୀ ଯନ୍ତ୍ରଣା : ଟୋକେଇରେ ବୁହା ହେଲେ ଗର୍ଭବତୀ!
ବାଲିଗୁଡା, ୨୧/୧ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲାର ସ୍ୱାସ୍ଥ୍ୟ ବିଭାଗର ପିଛା ଛାଡ଼ୁନି ଜନନୀ ଯନ୍ତ୍ରଣା। ପୁଣି ତୁମୁଡ଼ିବନ୍ଧ ବ୍ଳକରେ ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ...
ଚତୁର୍ଥ ଶ୍ରେଣୀ ସରକାରୀ କର୍ମଚାରୀ ସଂଘର କର୍ମକର୍ତ୍ତା ନିର୍ବାଚନ
ବାଲିଗୁଡା, ୨୦/୧.(ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ନିଖିଳ ଉତ୍କଳ ଚତୁର୍ଥ ଶ୍ରେଣୀ ସରକାରୀ କର୍ମଚାରୀ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ରାଜ୍ୟ ସଭାପତି ସରୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ...
ବାଲିଗୁଡା କୋର୍ଟ ରେ ହାଜର ହେଲେ ମାଓ ନେତା ସବ୍ୟସାଚୀ
ବାଲିଗୁଡା, ୨୦/୧ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ ) ବାଲିଗୁଡା ଅତରିକ୍ତ ଜିଲ୍ଲା ଦୌରାଜଜ କୋର୍ଟ ରେ ସୋମବାର ଦିନ ମାଓ ନେତା ସବ୍ୟସାଚୀ ପଣ୍ଡା ହାଜର ହୋଇଛନ୍ତି। କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି...
ବୋଲେରୋ ଓଲଟି ୪ ଗୁରୁତର
ବାଲିଗୁଡା, ୨୦/୧ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ଶଙ୍କରାଖୋଲ ନିକଟ ଡୁମ୍ବୁରିନାଳ ପୋଲଠାରେ ରାତି ପ୍ରାୟ ୯ଟାରେ ଏକ ବୋଲେରୋ ଓଲଟି ପଡ଼ିବାରୁ...
ଅଟୋକୁ ଧକ୍କା ଦେଲା ବୋଲେରୋ: ଜଣେ ମୃତ ୩ଗୁରୁତର: ଗୁରୁତରଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ...
ବାଲିଗୁଡା, ୨୦/୧ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଘୁ.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ଡୁଗୁଡି ଠାରେ ଏକ ଅଟୋକୁ ସାମନା ପଟୁ ଧକ୍କା ଦେଲା ବୋଲେରୋ।...
ମାଲ ବୋଝେଇ ହାଇୱା ଦୁର୍ଘଟଣା ଗ୍ରସ୍ତ
ବାଲିଗୁଡା, ୧୮/୧ (ଓଡ଼ିଆ ପୁଅ/ସଞ୍ଜୟ ପାଣିଗ୍ରାହୀ) କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ନିକଟରେ ଏକ ହାଇବା ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି।
ଘଟଣାରୁ ପ୍ରକାଶ ଯେ, ଶୁକ୍ରବାର ବିଳମ୍ବିତ ରାତିରେ...
ମାଟ୍ରିକ୍ ପରୀକ୍ଷାରୁ ବଞ୍ଚିତ ହେବେ ୧୪ ଛାତ୍ରଛାତ୍ରୀ
ବାଲିଗୁଡା, ୧୮/୧ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) ଗତବର୍ଷ ମାଟ୍ରିକ ରେଜଲ୍ଟ ଖରାପକୁ ନେଇ କନ୍ଧମାଳ ଜିଲାର ସମସ୍ତ ଉଚ୍ଚ ବିଦ୍ୟାଳୟରେ ଚିନ୍ତାଜନକ ପରିସ୍ଥିତି ଉପୁଜିଥିବାବେଳେ ଚଳିତବର୍ଷ ଚୟନ କରି ଛାତ୍ରୀଛାତ୍ରଙ୍କୁ ବୋର୍ଡ଼...
ବାଲିଗୁଡା ମହୋତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ
ବାଲିଗୁଡା, ୧୭/୧.(ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) କନ୍ଧମାଳ ଜିଲ୍ଲା ବାଲିଗୁଡାରେ "ବାଲିଗୁଡା ମହୋତ୍ସବ" ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ନୂତନ ଭାବେ ଯୋଗ ଦେଇଥିବା ଉପଜିଲ୍ଲାପାଳ ଦେବେନ୍ଦ୍ର...
ନୂତନ ଉପଜିଲ୍ଲାପାଳଙ୍କ ଯୋଗଦାନ
ବାଲିଗୁଡା, ୧୭/୧ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ରେ ଦୀର୍ଘଦିନ ହେଲା ଉପ ଜିଲ୍ଲାପାଳଙ୍କପଦବୀ ଖାଲି ପଡିଥିଲା, ତାହା ବର୍ତ୍ତମାନ ପୂରଣ ହୋଇ ପାରିଛି, ବାଲିଗୁଡାରେ ନୂତନ...
ସମନ୍ୱୟ ସଚେତନତା କାର୍ଯ୍ୟକ୍ରମ
ବାଲିଗୁଡା, ୧୭/୧ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) କନ୍ଧମାଳ ଜିଲ୍ଲା ବାଲିଗୁଡା ନିର୍ବାଚନ ମଣ୍ଡଳୀର ତୁମୁଡିବନ୍ଧ ବ୍ଲକର ଭାଲିଆପାଣି ଠାରେ ତୁମୁଡିବନ୍ଧ ଏବଂ କୋଟଗଡ ବ୍ଲକର ଜନ ସାଧାରଣଙ୍କ ମଧ୍ୟରେ ଏକ ସମନ୍ୱୟ...
ମକର ସଂକ୍ରାନ୍ତି ରେ ସମସ୍ତ ଦେବାଦେବୀ ପୀଠ ରେ ଶତାଧିକ ଭକ୍ତଙ୍କ ସମାଗମ
ବାଲିଗୁଡା, ୧୫/୧ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନରେ ମକର ସଂକ୍ରାନ୍ତି ମହୋତ୍ସବ ମହାସମାରୋହ ରେ ପାଳିତ ହୋଇଯାଇଛି। ଏହି ଅବସରରେ ଅଞ୍ଚଳର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ପାଟଖଣ୍ଡାଙ୍କ...
ପୁଣି ଖଟିଆରେ ବୁହାହେଲେ ପ୍ରସୂତୀ
ବାଲିଗୁଡା, ୧୨/୧.(ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) ପୁଣି ଖଟିଆରେ ବୁହାହେଲେ ପ୍ରସୂତୀ। ଏହିଭଳି ଏକ ଘଟଣା ଦେଖିବାକୁ ମିଳିଛି, କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡର ତୁମୁଡିବନ୍ଧ ବ୍ଲକ୍ ଗୁମା ପଞ୍ଚାୟତର ସୁଶାଭଟା ଗ୍ରାମରେ।...
ପ୍ରଥମ ଆଞ୍ଚଳିକ ଲୋକକଳା ମହୋତ୍ସବ ଉଦଯାପିତ
ବାଲିଗୁଡା, ୮/୧.(ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) କନ୍ଧମାଳ ଜିଲ୍ଲାବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଳକ ଅଧିନସ୍ଥ କଇଁଝର ଯାତ୍ରା ପଡିଆରେ ବ୍ଳକ କଳାଓ ସଂସ୍କୃତି ସଂଘ ଓ ଭକ୍ତପ୍ରେମୀ ବାବା ସଂକୀର୍ଣ୍ଣନ ମଣ୍ଡଳୀର...
ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ: ଆରମ୍ଭ ହେଲାଣି ସିଜରିଆନ ଡେଲିଭରି
ବାଲିଗୁଡା, ୬/୧.(ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) ସରକାର ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ ଦେଉଛନ୍ତି। ମାତୃ ଓ ଶିଶୁ ମୃତ୍ୟୁହାର କମିବା ପାଇଁ ବହୁବିଧ ପଦକ୍ଷେପ ନିଆଯାଉଛି। ଏହିକ୍ରମରେ ସିଜରିଆନ ଡେଲିଭରି ଲାଗି ସଚେତନ...
କୋଟଗଡ଼ ବସଷ୍ଟାଣ୍ଡରେ ଶୌଚାଳୟ ନଥିବାରୁ ଯାତ୍ରୀ ହନ୍ତସନ୍ତ
ବାଲିଗୁଡା, ୭/୧.(ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ଆଜିକୁ ଏକ ମାସ ହବ ଏକ ନୂଆ ବସଷ୍ଟାଣ୍ଡ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଦ୍ଵାରା...
ଆଖିରୁ ଶୁଖିନଥିଲା ପିଆଜ ଲୁହ : ଏବେ ଆଳୁ ମୂଲ୍ୟ ହେଲା ଅସମ୍ଭାଳ
ବାଲିଗୁଡା, ୫/୧(ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) ପିଆଜ ଲୁହ ଆଖିରୁ ଶୁଖିନି ଏବେ ଆଳୁ ବୋଝ ଅସମ୍ଭାଳ ହେଲାଣି। ହଠାତ ଦିନେ ଦି ଦିନ ଭିତରେ ବାଲିଗୁଡା ତଥା ଆଖ ପାଖ ଅଞ୍ଚଳରେ...
ପୃଥକ୍ ଦୁର୍ଘଟଣାରେ ଜଣେ ମୃତ, ଦୁଇ ଗୁରୁତର
ବାଲିଗୁଡା, ୫/୧ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଅଞ୍ଚଳରେ ଘନକୁହୁଡି ଯୋଗୁ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି।...






