Snigdha Ray
ପ୍ରତିକୂଳ ବର୍ଷା ପାଗ ସତ୍ୱେ ଲକ୍ଷାଧିକ ଭକ୍ତଙ୍କ ସମାଗମ, ବଡ ସରକାର ବାବାଙ୍କ ୧୨...
ଭଦ୍ରକ, ୨୪ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) - ଭଦ୍ରକ ବାଇପାସ ରୋଡ ସ୍ଥିତ ସରକାରନଗର ଖାନକାହା ଠାରେ ଗତକାଲି ବିଶିଷ୍ଟ ଧର୍ମଗୁରୁ ସୁଫି ହଜରତ ସୈୟଦ ଶାହା ନସିମ ଅଖତର...
ଧାମନଗର ବ୍ଳକ ସ୍ତରୀୟ “ସେବା ସଂକଳ୍ପ ଅଭିଯାନ-୨୦୨୬’ ପାଇଁ ବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗୀ ଚୟନ
ଭଦ୍ରକ, ୨୩ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) - ଏହି ଜିଲାର ଧାମନଗର ଗୋଷ୍ଠି ଶିକ୍ଷାଅଧିକାରୀ ଙ୍କ ଆନୁକୂଲ୍ୟରେ ବ୍ଲକ ସ୍ତରୀୟ "ସେବା ସଂକଳ୍ପ ଅଭିଯାନ-୨୦୨୬' ଅନୁଷ୍ଠିତ ହୋଇଛି। ତାଳପଦା ଉଚ୍ଚ...
ରଘୁନାଥପୁର ସ୍କୁଲରେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ନେଇ ବିବାଦ
ଭଦ୍ରକ, ୨୩ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) -ଏହି ଜିଲାର ବନ୍ତ ବ୍ଲକ ରଘୁନାଥପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଗତ ଗଣେଶ ପୂଜା ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ନେଇ ବିବାଦ ଦେଖାଦେଇଛି...
ଗାନ୍ଧୀବାଦୀ କପିଳ ଚରଣ ସର୍ବଦା ବନ୍ଦନୀୟ
ଭଦ୍ରକ, ୨୩ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) - ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସର୍ବୋଦୟ ସଂଗଠକ, ଗାନ୍ଧୀ ବାଳାଶ୍ରମର ପ୍ରାକ୍ତନ ସଂପାଦକ କପିଳ ଚରଣ ଦାସଙ୍କ ୧୭ତମ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା...
ମୋଟର ପମ୍ପ ଚୋରିି ଅଭିଯୋଗରେ ଜଣେ ଗିରଫ
ଭଦ୍ରକ, ୨୩ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) -ମୋଟର ପମ୍ପ ଚୋରି ଅଭିଯୋଗରେ ବନ୍ତ ପୋଲିସ୍ ଆଗରପଡା ଥାନା ଅଧିନ ଧୋବାଗଢିଆ ଗ୍ରାମର ଗଣେଶ ସାହୁଙ୍କ ପୁଅ ରାଧାକାନ୍ତ ସାହୁଙ୍କୁ ଗିରଫ...
ବିଭିନ୍ନ ଦାବୀ ନେଇ ପାଚିକା ସଂଘର ବିକ୍ଷୋଭ
ଭଦ୍ରକ, ୨୩ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) - ମଙ୍ଗଳବାର ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ମଧ୍ୟାହ୍ନ ଭୋଜନ ପାଚିକା ସଂଘ ପକ୍ଷରୁ ବିଇଓ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା...
ଅଧିକ ଯୌତୁକ ଦାବିକରି ବୋହୂକୁ ନିର୍ଯାତନା, ଥାନାରେ ସ୍ୱାମୀ ସମେତ ୪ ଜଣଙ୍କ ନାମରେ...
ଭଦ୍ରକ, ୨୩ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) - ଅଧିକ ଯୌତୁକ ଦାବି କରି ବୋହୂ କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ସହ ହତ୍ୟା ଉଦ୍ୟମ କରାଯାଇଥିବା ନେଇ...
କେନ୍ଦ୍ରୀୟ ବିଦ୍ୟାଳୟ ପରିଚାଳନା କମିଟି ବୈଠକ, ଛାତ୍ରଛାତ୍ରୀଙ୍କୁ ଭଲ ମଣିଷ ହେବାକୁ ଜିଲାପାଳଙ୍କ ଆହ୍ୱାନ
ଭଦ୍ରକ, ୨୩ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) - ଜିଲାରେ ଭଦ୍ରକ ବ୍ଲକ୍ ଅନ୍ତର୍ଗତ କୋର୍କରା ଠାରେ ଥିବା ଏକମାତ୍ର କେନ୍ଦ୍ରୀୟ ବିଦ୍ୟାଳୟର ପରିଚାଳନା କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟିର...
ଭଦ୍ରକ ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ
ଭଦ୍ରକ, ୨୩ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) - ଆଜି ଭଦ୍ରକ ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା...
ବେଆଇନି ମଦ କାରବାର ଉପରେ ଅବକାରୀ ବିଭାଗର ଚଢ଼ାଉ
ଭଦ୍ରକ, ୨୩ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) - ଏହି ଜିଲାର ଧାମନଗର ଅବକାରୀ ବିଭାଗ ପକ୍ଷରୁ ବ୍ୟାପକ ଚଢ଼ାଉ କରାଯାଇଛି। ଏହି ଚଢ଼ାଉ ସମୟରେ ବିପୁଳ ପରିମାଣର ଦେଶୀ ଓ...
ଘରୋଇ ହସ୍ପିଟାଲରେ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ଘଟଣାସ୍ଥଳରେ ପୁରୁଣାବଜାର ଥାନା ପୋଲିସ; ମୃତ୍ୟୁର...
ଭଦ୍ରକ, ୨୩ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) - ଭଦ୍ରକ ପୁରୁଣାବଜାର ଥାନା ଅଧୀନ ଆରଏମସି ମାର୍କେଟ ନିକଟସ୍ଥ ଏକ ଘରୋଇ ହସ୍ପିଟାଲରେ ଜଣେ ମହିଳା କର୍ମଚାରୀଙ୍କ ମୃତ୍ୟୁକୁ ନେଇ ଚାଂଚଲ୍ୟ...
ଭଦ୍ରକରେ ଖୋଲିଲା ଅରୁନ୍ଧତୀ ଜୁଏଲର୍ସର ୧୧ ତମ ଅତ୍ୟାଧୁନିକ ଅଳଙ୍କାର ସୋ ରୁମ, ବଲିଉଡ଼ର...
ଭଦ୍ରକ, ୨୩ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) - ଭଦ୍ରକ ସହରର କେନ୍ଦ୍ରସ୍ଥଳ ଚାନ୍ଦବାଲି ବାଇପାସ ଛପୁଲିଆ ଠାରେ ଆଜି ଅରୁନ୍ଧତୀ ଜୁଏଲର୍ସର ୧୧ ତମ ଅତ୍ୟାଧୁନିକ ଅଳଙ୍କାର ସୋ ରୁମ...
ଭଦ୍ରକ : ନୂଆ ରୂପରେ ବଜାଜ ପଲସର
ଭଦ୍ରକ, ୨୨ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) -ଶଙ୍କର ବଜାଜ, ଭଦ୍ରକ ପକ୍ଷରୁ ଅତ୍ୟାଧୁନିକ ସୁବିଧା ଉପଲବ୍ଧ ସହ ଚଳିତବର୍ଷର ନୂତନ ବଜାଜ ପଲସର ବଜାରକୁ ପ୍ରବେଶ କରିଛି। ଏହି ବାଇକ୍ର...
ସିପିଆଇ(ଏମ) ପକ୍ଷରୁ ସହୀଦନଗରରେ ସହୀଦ ଦିବସ ପାଳିତ
ଭଦ୍ରକ, ୨୨ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) -ଜାତିର ଜନକ ମହାତ୍ମା ଗାନ୍ଧୀ ଙ୍କ ଡାକରାରେ ଆମ ଦେଶରେ ସଂଗଠିତ ହୋଇଥିବା ଭାରତଛାଡ ଆନ୍ଦୋଳନ ପରିପ୍ରେକ୍ଷୀରେ ୧୯୪୨ ମସିହା ସେପ୍ଟେମ୍ବର ୨୨...
ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା,ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା...
ଭଦ୍ରକ, ୨୨ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) -ଏହି ଜିଲାର ଧାମନଗର ବ୍ଲକ ଅଂଚଳରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଅନ୍ତର୍ଗତ ଆର୍ôଥକ ବର୍ଷ ୨୦୨୨-୨୩...
ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟରେ ହିନ୍ଦୀ ଦିବସ ସମାରୋହ
ଭଦ୍ରକ, ୨୨ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) - ଆଜି ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟର ସଭାଗାରରେ ହିନ୍ଦୀ ବିଭାଗ ଆନୁକୂଲ୍ୟରେ ହିନ୍ଦୀ ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଅଛି।ହିନ୍ଦୀ ବିଭାଗ ମୁଖ୍ୟ ଡ.ସନାତନ...
ବିଦ୍ୟାଳୟ ପରିଚାଳନା କମିଟି ପକ୍ଷରୁ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା
ଭଦ୍ରକ, ୨୨ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) -ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଳକ ଅନ୍ତର୍ଗତ ଯାମିନୀ କାନ୍ତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପରିଚାଳନା କମିଟି ପକ୍ଷ ରୁ ନୂତନ ଭାବେ...
ବ୍ଲକ ବିଜେଡ଼ି ଉପସଭାପତି ହେଲେ ଗଣେଷ
ଭଦ୍ରକ, ୨୨ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) -ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ମୁକୁନ୍ଦପୁର ପଂଚାୟତର ବିଜେଡ଼ି ସଭାପତି ଗଣେଶ ପ୍ରସାଦ ନାୟକଙ୍କୁ ବ୍ଲକ ବିଜେଡି ଉପସଭାପତି ଭାବେ ନିଯୁକ୍ତି ଦିଆଯାଇଛି।...
ଚାନ୍ଦବାଲି ମହାବିଦ୍ୟାଳୟ ପୁରାତନ ଛାତ୍ରଙ୍କ ବନ୍ଧୁ ମିଳନ
ଭଦ୍ରକ, ୨୨ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) -ଏହି ଜିଲାର ଚାନ୍ଦବାଲି ମହାବିଦ୍ୟାଳୟର ପ୍ରଥମ ବ୍ୟାଚର ଛାତ୍ରଛାତ୍ରୀଙ୍କୁ ନେଇ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ କୁ ନେଇ ଏକ ପ୍ରସ୍ତୁତି ବୈଠକ...
ଶିଶୁ ସୁରକ୍ଷା ଆଇନ ସଚେତନତା କାର୍ଯ୍ୟକ୍ରମ
ଭଦ୍ରକ, ୨୨ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) -ଏହି ଜିଲାର ବନ୍ତ ବ୍ଲକ ଆଗରପଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଶିଶୁ ସୁରକ୍ଷା ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଛି ।...
























