Home ଓଡ଼ିଶା ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ବିଶ୍ବଭୂଷଣ ହରିଚନ୍ଦନଙ୍କ ଶପଥଗ୍ରହଣ

ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ବିଶ୍ବଭୂଷଣ ହରିଚନ୍ଦନଙ୍କ ଶପଥଗ୍ରହଣ

146

ଆନ୍ଧ୍ରପ୍ରଦେଶ, ୨୪/୭ (ଓଡ଼ିଆ ପୁଅ/ପଙ୍କଜିନୀ ନାୟକ) : ଆଜି ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ବିଶ୍ୱଭୁଷଣ ହରିଚନ୍ଦନ।

ତାଙ୍କୁ ଶପଥ ଗ୍ରହଣ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ସି.ପ୍ରବୀଣ କୁମାର। ଏହି ଶପଥଗ୍ରହଣ ଉତ୍ସବ ରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିଥିଲେ। ଏଥିପାଇଁ ତାଙ୍କ ପାଖକୁ ରାଜନୈତିକ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.