Home Coronavirus Outbreak ଭୁବନେଶ୍ୱରରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱରରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨ ନୂଆ କରୋନା ଆକ୍ରାନ୍ତ

150

ଭୁବନେଶ୍ୱର ୨୪-୬ (ଓଡ଼ିଆ ପୁଅ) ଭୁବନେଶ୍ୱରରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ୧୫ ଜଣ ଆରୋଗ୍ୟ ହୋଇଛନ୍ତି।

ନୂତନ ମାମଲାଗୁଡ଼ିକ ମଧ୍ୟରୁ ୩ ଟି କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୯ ଜଣ ସ୍ଥାନୀୟ ଅଞ୍ଚଳର।
ତେବେ ଭୁବନେଶ୍ୱର ସହରରେ ସମୁଦାୟ ମାମଲା ୨୨୦ କୁ ବୃଦ୍ଧି ପାଇଥିବାବେଳେ ବର୍ତ୍ତମାନ ସକ୍ରିୟ ମାମଲା ୧୦୩ ଅଛି ବୋଲି BMC ପକ୍ଷରୁ କୁହାଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.