ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା କାର୍ଯ୍ୟକ୍ରମ: ଉଦ୍ଦେଶ୍ୟ ରାଜ୍ୟ ସଙ୍ଗଠନ ଉପରେ କି’ ?

ଭୁବନେଶ୍ୱର:ବୁଧବାର ଦିନ ଭାରତୀୟ ଜନତା ପାର୍ଟି ଯୁବ ମୋର୍ଚ୍ଚା ଓଡ଼ିଶାର ଏକ ବୈଠକ ତଥା ବନ୍ଧୁ ମିଳନ କାର୍ଯ୍ୟକ୍ରମ ଖୋର୍ଦ୍ଧା ଜିଲ୍ଲା ରାମେଶ୍ୱର ପାନ୍ଥ ନିବାସଠାରେ ଅନୁଷ୍ଠିତ ହୋଇ ଯାଇଛି।ଏଠାରେ ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ସଭାପତି ଟଙ୍କଧର ତ୍ରିପାଠୀ, ରାଜ୍ୟ ସାଧାରଣ ସମ୍ପାଦକ ବିଶ୍ୱ ରଞ୍ଜନ ବଡ଼ଜେନା ପ୍ରମୁଖ ଉପସ୍ଥିତ ଥିଲେ।ରାଜ୍ୟର ବିଭିନ୍ନ ଜିଲ୍ଲାର ଯୁବ ମୋର୍ଚ୍ଚା କାର୍ଯ୍ୟକର୍ତା ଏଠାରେ ଉପସ୍ଥିତ ଥିଲେ।ଆଗାମୀ ଦିନରେ ସଦସ୍ୟତା ଅଭିଜାନ ଏବଂ ଅନ୍ୟାନ୍ୟ କିଛି ପ୍ରସଙ୍ଗ ନେଇ ଆଲୋଚନା … Continue reading ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା କାର୍ଯ୍ୟକ୍ରମ: ଉଦ୍ଦେଶ୍ୟ ରାଜ୍ୟ ସଙ୍ଗଠନ ଉପରେ କି’ ?