Odiapua.com

ନୂତନ ଜିଲ୍ଲାପାଳଙ୍କୁ ସ୍ୱାଗତ ଜଣାଇଲା ବିଜେପି ମହିଳା ମୋର୍ଚ୍ଚା ..

ଭଦ୍ରକ: ଭଦ୍ରକ ଜିଲ୍ଲାରେ ନୂତନ ଭାବରେ ଯୋଗ ଦେଇଥିବା ଜିଲ୍ଲାପାଳ ତ୍ରିଲୋଚନ ମାଝୀଙ୍କୁ ସ୍ୱାଗତ ଜଣାଇଛି ବିଜେପି ମହିଳା ମୋର୍ଚ୍ଚା। ମହିଳା ମୋର୍ଚ୍ଚା ଜିଲ୍ଲା ସଭାନେତ୍ରୀ ହରପ୍ରିୟା ସାହୁ, ଉପାଧ୍ୟକ୍ଷା ଉଷା ପାଢ଼ୀ, ସାଧାରଣ ସମ୍ପାଦିକା ଲିପିକା ବାରିକ, ସମ୍ପାଦିକା ବିଷ୍ଣୁପ୍ରିୟା ଲେଙ୍କା, ଆଇଟି ସେଲ୍ ସଂଯୋଜିକା ସ୍ୱର୍ଣ୍ଣଲତା ମିଶ୍ର ପ୍ରମୂଖ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ନୂତନ ଭାବରେ ଭଦ୍ରକ ଜିଲ୍ଲାପାଳ ଭାବରେ ଦାୟିତ୍ୱ ନେଇଥିବା ତ୍ରିଲୋଚନ ମାଝୀଙ୍କୁ ସ୍ୱାଗତ ଜଣାଇଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଡ. ପ୍ରଦୀପ କୁମାର ନାୟକ ମଧ୍ୟ ନୂତନ ଜିଲ୍ଲାପାଳଙ୍କୁ ଭେଟି ସ୍ୱାଗତ ଜଣାଇଛନ୍ତି।
-@Dr