ବିଜେପି କରିବ ସଦସ୍ୟତା ଅଭିଯାନ; ଅଣ୍ଟା ଭିଡ଼ିଲେଣି ଯୁବ ମୋର୍ଚ୍ଚା ଏବଂ ମହିଳା ମୋର୍ଚ୍ଚା:କାର୍ଯ୍ୟକର୍ତ୍ତାଙ୍କ ପ୍ରଶ୍ନ କି’ ଆବଶ୍ୟକ?

ଭୁବନେଶ୍ୱର: ଜୁଲାଇ ୬ରୁ ବିଜେପି ଆରମ୍ଭ କରିବ ସଦସ୍ୟତା ଅଭିଯାନ।ଏହି ଅଭିଯାନ ଅଗଷ୍ଟ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ।ଉଭୟ ଅନଲାଇନ ଏବଂ ଅଫଲାଇନ ମାଧ୍ୟମରେ ସଦସ୍ୟତା ଗ୍ରହଣ କରାଯିବ।ସାଧାରଣ ଲୋକ ଅନଲାଇନ ମାଧ୍ୟମରେ ସଦସ୍ୟତା ଗ୍ରହଣ କରିପାରିବେ।‘୮୯୮୦୮-୦୮୦୮୦’ନମ୍ବରରେ ମିସ୍ କଲ୍ ଦେଇ ସଦସ୍ୟତା ଗ୍ରହଣ କରିପାରିବେ।ଗୋଟିଏ ମୋବାଇଲ ନମ୍ବରରୁ ସର୍ବାଧିକ ୪ ଜଣ ସଦସ୍ୟତା ନେଇପାରିବେ। ସଦସ୍ୟତା ଅଭିଯାନକୁ ସଠିକ୍ ଭାବରେ କ୍ରିୟାନ୍ୱିତ କରିବା ପାଇଁ ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ତଥା ସାଂସଦ ବସନ୍ତ ପଣ୍ଡାଙ୍କ … Continue reading ବିଜେପି କରିବ ସଦସ୍ୟତା ଅଭିଯାନ; ଅଣ୍ଟା ଭିଡ଼ିଲେଣି ଯୁବ ମୋର୍ଚ୍ଚା ଏବଂ ମହିଳା ମୋର୍ଚ୍ଚା:କାର୍ଯ୍ୟକର୍ତ୍ତାଙ୍କ ପ୍ରଶ୍ନ କି’ ଆବଶ୍ୟକ?