Home Top News ବିଜେପି ପ୍ରବକ୍ତା ସମ୍ବିତ ପାତ୍ର ଆଇଟିଡିସି ଅଧ୍ୟକ୍ଷ ନିଯୁକ୍ତ

ବିଜେପି ପ୍ରବକ୍ତା ସମ୍ବିତ ପାତ୍ର ଆଇଟିଡିସି ଅଧ୍ୟକ୍ଷ ନିଯୁକ୍ତ

56

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (ବିଜେପି) ରାଷ୍ଟ୍ରୀୟ ମୁଖପାତ୍ର ଡା: ସମ୍ବିତ ପାତ୍ରଙ୍କୁ ଏକ ବଡ଼ ଦାୟିତ୍ୱ ମିଳିଛି। ସମ୍ବିତଙ୍କୁ ପର୍ଯ୍ୟଟନ ମନ୍ତ୍ରଣାଳୟ ଅଧୀନରେ ଥିବା ପର୍ଯ୍ୟଟନ ବିକାଶ ନିଗମ (ଆଇଟିଡିସି)ର ଚେୟାରମ୍ୟାନ୍ କରାଯାଇଛି। ସୂଚନାଯୋଗ୍ୟ ଯେ ପୂର୍ବରୁ ସମ୍ବିତ ପାତ୍ର ଓଏନଜିସି ସ୍ୱାଧୀନ ନିର୍ଦ୍ଦେଶକ ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି।
-/Dr

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.