ବିଜେପି ରାଜ୍ୟ ପଦାଧିକାରୀ ବୈଠକ: ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆଲୋଚନା

ଭୁବନେଶ୍ୱର: ରବିବାର ଦିନ ବିଜେପିର ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଆଜି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ପଦାଧିକାରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଏହି ବୈଠକରେ ବିସ୍ତୃତ ଆଲୋଚନା କରାଯାଇଥିଲା। ବିଶେଷ ଭାବେ ରାଜ୍ୟରେ କ୍ରମଶଃ ବୃଦ୍ଧି ପାଉଥିବା ଉତ୍କଟ ଆଇନଶୃଙ୍ଖଳା ପରିସ୍ଥିତି, ଧାନମଣ୍ଡି ଓ କୃଷକ ସମସ୍ୟା, ମହିଳା ଏବଂ ଶିଶୁ ନିର୍ଯ୍ୟାତନା ବୃଦ୍ଧି … Continue reading ବିଜେପି ରାଜ୍ୟ ପଦାଧିକାରୀ ବୈଠକ: ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆଲୋଚନା