Home ଓଡ଼ିଶା ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ରକ୍ତଦାନ ଶିବିର ..

ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ରକ୍ତଦାନ ଶିବିର ..

65

ଯାଜପୁର: ଯାଜପୁର ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ତରଫରୁ ଧର୍ମଶାଳା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଜାରକା ଶାନ୍ତି ବଜାର ଦୁର୍ଗା ମଣ୍ଡପଠାରେ ଏକ ରକ୍ତଦାନ ଶିବିରରେ ଆୟୋଜିତ ହୋଇଯାଇଛି। ଏହି ରକ୍ତଦାନ ଶିବିରରେ ମୋଟ ୫୨ ୟୁନିଟି ରକ୍ତ ସଂଗ୍ରହ କରାଯାଇଛି। ବିଜେପି ନେତ୍ରୀ ସ୍ମୃତିରେଖା ପହି ଏବଂ ଯାଜପୁର ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ବିଶ୍ଵଜିତ ରାଜ ଏହି ରକ୍ତଦାନ ଶିବିରକୁ ଉଦଘାଟନ କରିଥିଲେ।
-@DevDrath

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.